Home Left

କରିନାଙ୍କୁ ପସନ୍ଦ ନ ଥିଲେ ବିବାହିତ ପୁରୁଷ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁ ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୦ ସେପ୍ଟେମ୍ବର ୨୧ରେ ମାୟାନଗରୀରେ ଜନ୍ମନେଇଥିବା ଏହି ନାୟିକା ବେବୋ ନାଁରେ ବେଶ୍‌ ପରିଚିତ। କଳାକାର ପରିବାରରେ ଜନ୍ମ ହୋଇଥିବାରୁ ଏହି ନାୟିକାଙ୍କର ବଡ ପରଦାରେ ରହିଛି…

ଜାତିସଂଘରେ ପାକ୍‌ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ

ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି ଏହି ପ୍ରସଙ୍ଗ ଉଠାଏ ତେବେ ନୂଆଦିଲ୍ଲୀ ଏହାର ଦୃଢ଼ ଜବାବ ଦେବ ବୋଲି ଜାତିସଂଘରେ…

‘ପୁଲଓ୍ବାମା ଭଳି ଘଟଣା ହିଁ ମହାରାଷ୍ଟ୍ର ଭାବାବେଗ ବଦଳାଇପାରିବ’

ଔରଙ୍ଗାବାଦ,୨୧ା୯: ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ପ୍ରବଳ ଜନଅସନ୍ତୋଷ ଓ ଆକ୍ରୋଶ ରହିଛି। କେବଳ ପୁଲଓ୍ବାମା ଆକ୍ରମଣ ଭଳି ଘଟଣା ରାଜ୍ୟବାସୀଙ୍କ ଭାବାବେଗ ବଦଳାଇପାରେ ବୋଲି ଜାତୀୟବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି। ଔରଙ୍ଗାବାଦରେ ଏନ୍‌ସିପି…

ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ ଅକ୍ଟୋବର ୨ରୁ ୧୩ତାରିଖ ପର୍ଯ୍ୟନ୍ତ ଦେଶର ସବୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’ ଆରମ୍ଭ…

ଜେଲ୍‌ରେ ଅସୁସ୍ଥ: ଆଶୀର୍ବାଦଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍‌ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗୁଡୁଛି। ତେଣୁ ଜେଲ୍‌ ପରିସରସ୍ଥ ଡାକ୍ତରଖାନାରେ ତାଙ୍କୁ ରଖାଯାଇ ଚିକିତ୍ସା କରାଯାଉଛି। ଡାକ୍ତରମାନେ ନିୟମିତ…

ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ

ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି ମାମଲାର…

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍‌ସିଂହପୁର ଓ…

କଶ୍ମୀରରେ ଶିଶୁ ଅଟକ ଅଭିଯୋଗ: ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ା୯(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ଅଗଷ୍ଟ ୫ରୁ ସେଠାରେ ବେଆଇନ ଭାବେ ପିଲାମାନଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ ହୋଇଛି। ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର ଜୁଭେନାଇଲ ଜଷ୍ଟିସ୍‌ କମିଟିକୁ ରିପୋର୍ଟ ମାଗିଛନ୍ତି। ରିଟ୍‌…

‘ହାଓ୍ବଡି ମୋଦି ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ କରିବ’

ନୂଆଦିଲ୍ଲୀ, ୨୧ା୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ଓ ସେଠାରେ ଆୟୋଜନ ହେବାକୁ ଥିବା ‘ହାଓ୍ବଡି ମୋଦି’ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତାଲୋଚନା ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ କରିବ। ଆମେରିକା ଗସ୍ତ ପୂର୍ବରୁ ମୋଦି…

ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ ସବିଶେଷ ବିବରଣୀ ୧୦ ଦିନ ମଧ୍ୟରେ ପ୍ରଦାନ କରାଯାଉ। ଏହି ମର୍ମରେ ଗୃହ ବିଭାଗ…

ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍‌ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି କାର୍ଯ୍ୟ ଲାଗି ସେ ଲଜ୍ଜିତ ବୋଲି କହିଛନ୍ତି। ତେବେ ବଳାତ୍କାର ଅଭିଯୋଗକୁ ସେ ଖଣ୍ଡନ…

ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ ଦେଶର ଅର୍ଥନୀତିକୁ ମଧ୍ୟ ଭବିଷ୍ୟତରେ ମଜଭୁତ କରିବ ବୋଲି ନୂଆଦିଲ୍ଲୀଠାରେ ଏଫ୍‌ଆଇସିସିଆଇ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri