Home Left

ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍‌ବେଷ୍ଟସ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା ସଂପ୍ରସାରଣ ବେଳେ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି। ଗ୍ରାମର ପୀତାମ୍ବର ମଲିକଙ୍କ ଘର…

ହାଇଦ୍ରାବାଦ ଏନ୍‌କାଉଣ୍ଟରରେ ପୋଲିସକୁ ଝଟ୍‌କା: ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି

ହାଇଦ୍ରାବାଦ,୧୧।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ହତ୍ୟାରେ ସାମିଲ ଥିବା ୪ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା। ଏହି ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି। ବୁଧବାର କୋର୍ଟ ଉକ୍ତ ମାମଲାର ଶୁଣାଣି କରି ଏହି ରାୟ ଶୁଣାଇଛନ୍ତି।…

ପାଚେରିରେ ପିଟିହେଲା ବାଇକ୍‌ : ୨ ସାଙ୍ଗଙ୍କ ଜୀବନ ଗଲା

ଦିଗପହଣ୍ଡି,୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ. ରାଜ୍ୟ ରାଜପଥର ଉପରବସା ଆନନ୍ଦ କୁଟୀର ଆଶ୍ରମ ସମ୍ମୁଖରେ ବୁଧବାର ପୂର୍ବାହ୍ନରେ ବାଇକ୍‌ ଦୁର୍ଘଟଣାରେ ୨ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ ଦ୍ବୟ ହେଲେ ଦିଗପହଣ୍ଡି ଥାନା ନୂଆଁ ମଳା…

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଅନୁଗୋଳ ଅଫିସ,୧୧।୧୨: ଅନୁଗୋଳ ବଅଁରପାଳ ହାଟ ନିକଟରେ ଏକ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି । ଟେନ୍‌ଟି ଦାମନଯୋଡ଼ିରୁ ନାଲ୍‌କୋକୁ ଆଲୁମିନା ଆଣୁଥିବା ବେଳେ ଲାଇନ୍‌ଚ୍ୟୁତ ହୋଇଛି। କେଉଁ କାରଣରୁ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଛି ତାହା ସ୍ପଷ୍ଟ ହୋଇ ନ ଥିଲେ…

ଧାନଖଳାରେ ନିଆଁ ଲଗାଇଲେ ଦୁର୍ବୃତ୍ତ

କଣ୍ଟାମାଳ,୧୧।୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖଟଖଟିଆ ପଞ୍ଚାୟତର ସିନ୍ଦୁରପୁର ଗାଁରେ ଜଣେ ଚାଷୀଙ୍କ ଧାନ ଖଳାରେ ବୁଧବାର ଭୋରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି। ଚାଷୀ ମନୋଜ ଭୋଇଙ୍କ ଧାନ ଖଳାରେ ଥିବା ସମ୍ପୂର୍ଣ୍ଣ ଧାନ ପୋଡି ନଷ୍ଟ ହୋଇଛି।…

ଲୋକପ୍ରିୟତା ସାଉଁଟୁଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ନୂଆଦିଲ୍ଲୀ: ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତିରେ ଗୁଜରାଟଠାରେ ତିଆରି ହୋଇଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି। ଏହା ଦୁନିଆର ସବୁଠୁ ଉଚ୍ଚ ପ୍ରତିମୂର୍ତ୍ତି। ୧୮୨ ମିଟର ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଦେଖିବା ପାଇଁ…

ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ

ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ ଦେଇଥାଏ। କିନ୍ତୁ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ଗଣେଶଙ୍କ ଶୁଣ୍ଢ ନାହିଁ। ଏଠାରେ…

ପୋଲିସ ହେବ ତ ଏମିତି

ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍‌ଆଇ)ପଦମ୍‌ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ ପରିିବାରକୁ ଖୁସି ଫେରାଇ ଦେବାରେ ସକ୍ଷମ ହୋଇଛନ୍ତି। ଜୟପୁର ପୋଲିସ କମିଶନରେଟର ଝୋଟବାଡା ଥାନାରେ…

ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ: ଉଦ୍‌ଘାଟନ କଲେ ବିଭିନ୍ନ ପ୍ରକଳ୍ପ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.):କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବୁଧବାର ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଗସ୍ତକରି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ ଦାରିଙ୍ଗବାଡ଼ିରେ ପହଞ୍ଚିବା ପରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ…

ମଇଁଷିର ଦାମ ୫୧ ଲକ୍ଷ…

ମଇଁଷିର ଦାମ ୫୧ ଲକ୍ଷ ଟଙ୍କା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ କଥା। ହରିୟାଣାର ମୁର୍ରା ପ୍ରଜାତିର ଏକ ମଇଁଷିର ଦାମ ଏପରି ରହିଛି। ଏହି ମଇଁଷିକୁ ମାଲିକ ସୁଖବୀର ସିଂ ଦାଣ୍ଡା ଆଦରରେ ସରବତୀ ନାମ…

ଆମେରିକୀୟ ବ୍ଲଗରଙ୍କ ଭିଡିଓକୁ ୩୨ ମିଲିୟନ ଭ୍ୟୁ: ଭୁଲରେ ଅପରିଚିତଙ୍କୁ କୁଣ୍ଢାଇ ଅଡ଼ୁଆରେ ପଡ଼ିଥିଲେ

ଆମେରିକୀୟ ବ୍ଲଗର ମେରି କ୍ୟାଥେରିନ ବ୍ୟାକ୍‌ଷ୍ଟ୍ରମଙ୍କ ସହ ଘଟିଥିବା ଏକ ମଜାଦାର ଘଟଣା ସମ୍ପର୍କିତ ଭିଡିଓ ସମ୍ପ୍ରତି ଫେସ୍‌ବୁକ୍‌ରେ ଭାଇରାଲ ହୋଇଛି। ସେ କିଭଳି ଭୁଲରେ ଜଣେ ଅପରିଚିତଙ୍କୁ କୁଣ୍ଢାଇ ପକାଇଥିଲେ ତାହା ଭିଡିଓରେ ବର୍ଣ୍ଣନା କରିଛନ୍ତି। ଗତ ୬ ତାରିଖରେ…

ଆନ୍ତର୍ଜାତିକ ପର୍ବତ ଦିବସ: ପାହାଡ଼ ହିଁ ଜୀବନ

ବିଶ୍ୱରେ ପ୍ରତିବର୍ଷ ୧୧ ଡିସେମ୍ବରରେ ପାଳନ କରାଯାଉଛି ‘ଆନ୍ତର୍ଜାତିକ ପର୍ବତ ଦିବସ’। ଅନ୍ତଃରାଷ୍ଟ୍ରୀୟ ସମୁଦାୟ ପାର୍ବତୀୟ କ୍ଷେତ୍ରର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରିବା ସହ ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ପାର୍ବତ୍ୟାଞ୍ଚଳ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?