Home Left

ଉତ୍କଳ ବିଶ୍ୱବିଦ୍ୟାଳୟ ଫାଟକରେ ତାଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପାଣି ସମସ୍ୟାକୁ ନେଇ ଅଶାନ୍ତି ଦେଖାଦେଇଛି। ଗୁରୁବାର ଛାତ୍ରମାନେ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି। ଗୁରୁବାର ଅପରାହ୍ନ ପ୍ରାୟ ୨ଟାରୁ ଗୋପବନ୍ଧୁ ଛାତ୍ରାବାସ ଏବଂ ମଧୁସୂଦନ ଛାତ୍ରାବାସରେ ପାଣି ଆସୁ ନ ଥିବା...

ଅକ୍ଷୟ ମହାନ୍ତିଙ୍କ ସ୍ତ୍ରୀ ପ୍ରବୀଣାଙ୍କ ପରଲୋକ

କଟକ ଅଫିସ, ୧ା୬: ବିଶିଷ୍ଟ ସଙ୍ଗୀତଜ୍ଞ, କଣ୍ଠଶିଳ୍ପୀ ଅକ୍ଷୟ ମହାନ୍ତି ତଥା ଖୋକାଭାଇଙ୍କ ସ୍ତ୍ରୀ ପ୍ରବୀଣା ମହାନ୍ତିଙ୍କ ଶୁକ୍ରବାର ରାତି ସାଢେ ୯ଟାରେ ପରଲୋକ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ବାରବାଟୀ ପ୍ୟାଲେସ୍‌ରେ ଏକ ବିବାହ ଉତ୍ସବରେ...

ଚର୍ଚ୍ଚିତ ଟୁଇଟ୍‌ : ମୁଖ୍ୟମନ୍ତ୍ରୀ, ସିଏମ୍‌ଙ୍କ ବ୍ୟକ୍ତିଗତ ସଚିବଙ୍କ ଫଟୋ ଭାଇରାଲ

ଭୁବନେଶ୍ୱର,୧ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ। ଜଣେ ରାଜ୍ୟ ତଥା ଦେଶ ରାଜନୀତିରେ ଚର୍ଚ୍ଚିତ ନାମ। ଅନ୍ୟ ଜଣେ ପ୍ରଶାସକ ମହଲରେ ସବୁଠୁ ଚର୍ଚ୍ଚିତ/ଆଲୋଚିତ ବ୍ୟକ୍ତିତ୍ୱ। ବିଭିନ୍ନ ସରକାରୀ ସଭାସମିତିରେ ଉଭୟଙ୍କୁ ଦେଖିବାକୁ...

ମୋଦି ସରକାରଙ୍କୁ ଡୋନାଲ୍ଟ ଟ୍ରମ୍ପ୍‌ଙ୍କ ଝଟ୍‌କା: ଜିଏସ୍‌ପି ସୁବିଧାରୁ ଭାରତ ବଞ୍ଚିତ ହେବା ଆଶଙ୍କା

ଓ୍ବାଶିଂଟନ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକ ଝଟ୍‌କା ଦେବାର ଯୋଜନା କରିଛନ୍ତି। ପୂର୍ବରୁ ଭାରତକୁ ବ୍ୟବସାୟ କ୍ଷେତ୍ରରେ ମିଳୁଥିବା ଜେନେରାଲାଇଜଡ୍‌ ସିଷ୍ଟମ ଅଫ୍‌ ଫ୍ରିଫେରେନ୍ସଜ୍‌(ଜିଏସ୍‌ପି)କୁ ଆମେରିକା ରଦ୍ଦ କରିବାକୁ ପଛାଇବ ନାହିଁ ବୋଲି...

ଉଦ୍‌ବେଗଜନକ ସ୍ଥିତିରେ ସଡ଼କ ଦୁର୍ଘଟଣା: ୨୦୧୮ରେ ୫୩୧୫ଙ୍କର ମୃତ୍ୟୁ

କଟକ ଅଫିସ, ୧ା୬: ରାଜ୍ୟରେ ସଡ଼କ ଦୁର୍ଘଟଣା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ୨୦୧୮ରେ ରାଜ୍ୟରେ ମୋଟ୍‌ ୧୧,୨୬୨ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ସେଥିମଧ୍ୟରେ ୫୩୧୫ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୧୭,୧୦୯ ଆହତ ହୋଇଥିବା ବେଳେ ମୃତ୍ୟୁ ହାର ୨୦୧୭ ତୁଳନାରେ...

‘ରାଇଜିଂ ଷ୍ଟାର’ ଟପ୍‌ ୬ରେ ଅନନ୍ୟା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୁଣି ଜାତୀୟ ସ୍ତରରେ କମାଲ ଦେଖାଇଛନ୍ତି କଣ୍ଠଶିଳ୍ପୀ ଅନନ୍ୟା ଶ୍ରୀତମ ନନ୍ଦ। ୨୦୧୫ରେ ଇଣ୍ଡିଆନ ଆଇଡଲ ଜୁନିୟର ଟାଇଟଲ ଜିତିବା ପରେ ସେ କେବଳ ଓଡ଼ିଶା ନୁହେଁ ସାରା ଭାରତରେ ପ୍ରତିଷ୍ଠିତ ହୋଇପାରିଥିଲେ। ଏହାପରେ ସେ ଅନେକ...

ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ: ଫନୀ ବିପନ୍ନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୬(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପଦ୍ମିନୀ ଦିଆନ ଶୁକ୍ରବାର ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି। ଆଗାମୀ ଦିନରେ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ...

ଭର୍ଜିନିଆ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ବ୍ୟକ୍ତି: ୧୧ ମୃତ

ଭର୍ଜିନିଆ,୧।୬: ଆମେରିକା ଭର୍ଜିନିଆରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିମାଡ଼ରେ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥବରେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଜଣେ ଅଜଣାବ୍ୟକ୍ତି ପଶି...

ଟଏଲେଟ୍‌ ପାଣିରେ ଉଡ୍‌ଲି ଚଟ୍‌ଣି ତିଆରି କରୁଥିଲେ ଦୋକାନୀ: ଭିଡ଼ିଓ ହେଲା ଭାଇରାଲ

ମୁମ୍ବାଇ,୧।୬: ଜଣେ ଜଳଖିଆ ଦୋକାନି ଇଡ୍‌ଲି ସହିତ ଖିଆ ଯାଉଥିବା ଚଟ୍‌ଣି ଟଏଲେଟ୍‌ ପାଣିରେ ତିଆରି କରୁଥିବାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓ ଦେଖିବାପରେ ମୁମ୍ବାଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ପୋଲିସକୁ...

ଭୁଲ୍‌ରେ ମଧ୍ୟ ଏହିସବୁ ରୋଗୀ ଖାଆନ୍ତୁ ନାହିଁ ତରଭୁଜ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥା’ନ୍ତି। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍‌ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଗବେଷକଙ୍କ କହିବାନୁଯାୟୀ ଜଣେ ବ୍ୟକ୍ତି ଗୋଟିଏ ଦିନରେ ୩୦୦ ଗ୍ରାମ ତରଭୁଜ ଖାଇବା ଉଚିତ। ଏହା ସ୍ବାସ୍ଥ୍ୟ ଉପଯୋଗୀ...

ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତଜଣଙ୍କ...

ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟ ବୋର୍ଡରେ ନିଯୁକ୍ତି ପ୍ରସଙ୍ଗ:ଘୁଞ୍ଚୁଛି ଦିନ: ଆଶା ଆଶଙ୍କାରେ ଆବେଦନକାରୀ

ପୁରୁଣା ଭୁବନେଶ୍ୱର,୧ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼ ରହିଛି। ତେବେ ଅନେକ ସମୟରେ ବୋର୍ଡ଼ର ବେପରୁଆ କାର୍ଯ୍ୟକଳାପ ପାଇଁ ଠାକୁରଙ୍କ ତହବିଲରୁ ଅଯଥା ଅର୍ଥ ବ୍ୟୟ ହେଉଛି। ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟବୋର୍ଡରେ ନିଯୁକ୍ତି ଲାଗି ଖବରକାଗଜରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri