Home Left

ଏହି ଦେଶରେ ରହିଛି ସମୁଦ୍ର ମନ୍ଥନରେ ମିଳିଥିବା ଅମୃତ କଳସ

ଇଣ୍ଡୋସେନିଆର ଏକ ମନ୍ଦିରରେ ସମୁଦ୍ର ମନ୍ଥନ ସମୟରେ ମିଳିଥିବା ଅମୃତ କଳସ ଥିବା କୁହାଯାଉଛି। କଂଡି ସୁକୁହ ନାମକ ଏହି ମନ୍ଦିରରେ ଏମିତି ଏକ କଳସ ରହିଛି ଯାହା ଭିତରେ ଥିବା ଦ୍ରବ୍ୟ ହଜାର ହଜାର ବର୍ଷ ହେବ ରହିଥିଲେ ବି…

ଘର ବାହୁଡା ହୋଇପାରନ୍ତି ଶିବପାଲ

ଲକ୍ଷ୍ନୌ,୨୦।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି କି ତାଙ୍କ ଦାଦା ଶିବପାଲ ଯାଦବ ପୁଣିଥରେ ସମାଜବାଦୀ ପାର୍ଟି(ଏସ୍‌ପି)କୁ ଫେରିପାରନ୍ତି। କାରଣ ଅଖିଳେଶ ଖୋଲାଖୋଲି ଭାବେ କହିଛନ୍ତି କି ଦଳର ଦ୍ୱାର ସବୁବେଳେ ସମସ୍ତଙ୍କ ପାଇଁ ଖୋଲା…

ଅଣ୍ଡରଓ୍ବାଟର ସେଲ୍‌ଫି ବଦଳାଇ ଦେଲା ପରିତ୍ୟକ୍ତ ପୋଖରୀର ରୂପ, ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦୀଘବର୍ଷ ଧରି ପରିତ୍ୟକ୍ତ ଭାବେ ପଡ଼ି ରହିଥିବା ଏକ ପୋଖରୀ ଏବେ ପର୍ଯ୍ୟଟନସ୍ଥଳୀ ଭାବେ ଲୋକପ୍ରିୟତା ଅର୍ଜନ କରିବାରେ ଲାଗିଛି। ଲୋକେ ଏଠାରେ ଅଣ୍ଡର ଓ୍ବାଟର ସେଲ୍‌ଫି ନେଇ ଏହାର ରୂପ ରଙ୍ଗ ବଦଳି ଗଲା। ଖାଲି ରୂପ ରଙ୍ଗ ବଦଳିନି,…

ପ୍ରଥମ ଭାରତୀୟ ପଙ୍ଘାଲ

ଇକାଟେରିନବର୍ଗ(ରୁଷିଆ),୨୦।୯(ପିଟି): ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ (୫୨ କେଜି) ଶୁକ୍ରବାର ପ୍ରଥମ ଭାରତୀୟ ବକ୍ସର ଭାବେ ବିଶ୍ୱ ପୁରୁଷ ବକ୍ସିଂ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲ କାଜାଖସ୍ତାନର ସାକେନ ବିବୋସିନୋଭଙ୍କୁ ହରାଇ ଦେଇଛନ୍ତି। ଦ୍ୱିତୀୟ ସିଡ୍‌ ପଙ୍ଘାଲ ୩-୨ ବ୍ୟବଧାନରେ…

ପୁଣି ଦୀପିକା ମା’ ହେବାକୁ ଯାଉଥିବା ନେଇ ଚର୍ଚ୍ଚା

ମୁମ୍ବାଇ: ପୁଣି ଦୀପିକା ମା’ ହେବାକୁ ଯାଉଥିବା ନେଇ ଚର୍ଚ୍ଚା। ଚଳିତ ବର୍ଷ ଆଇଫା ଆଓ୍ବାର୍ଡସ୍‌ରେ ଦୀପିକା ପର୍ପଲ(ବାଇଗେଣୀ) ରଙ୍ଗର ଏକ ଗାଉନ୍‌ ପିନ୍ଧିଥିଲେ। ନିଜ ଗ୍ଲାମରସ୍‌ ଲୁକ୍‌ର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ।  ଏବେ ଏହି…

ଉତ୍ତରାଖଣ୍ଡରେ ଉତ୍ତମ ଶିକ୍ଷା ବ୍ୟବସ୍ଥା ପାଇଁ ଅନୁରୋଧ କଲେ ସେନାମୁଖ୍ୟ

ଉତ୍ତରକାଶୀ,୨୦।୯: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର ଉତ୍ତରାଖଣ୍ଡ ଉତ୍ତରକାଶୀର ଥାଥି ଗାଁ ଗସ୍ତ କରିଥିଲେ। ସେଠାରେ ଥିବା ତାଙ୍କ ବନ୍ଧୁ ଘରକୁ ସେ ଯାଇଥିଲେ ଓ ସାଙ୍ଗରେ କିଛି ଉପହାର ମଧ୍ୟ ନେଇଥିଲେ। ସେଠାରେ ସେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର…

ତୃତୀୟ ଥର ଲାଗି ଆର୍ମୀ ଅଫିସର ଭୂମିକାରେ ବିକ୍କି

ମୁମ୍ବାଇ: ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌, ‘ରାଜି’, ‘ମଶାନ୍‌’ ପରି ହିଟ୍‌ ଚଳଚ୍ଚିତ୍ର ଦେବା ପରେ ଏବେ ଅଭିନେତା ବିକ୍କି କୌଶଲଙ୍କ ନିକଟରେ ପ୍ରଯୋଜକଙ୍କ ଲମ୍ବା ଲାଇନ। ଖୁବ୍‌ ଶୀଘ୍ର ବିକ୍କିଙ୍କ ‘ଭୂତ-ପାର୍ଟ ଓ୍ବାନ: ହଣ୍ଟେଡ୍‌ ସିପ୍‌୍‌’, ସର୍ଦ୍ଦାର ଉଦ୍ଧମ ସିଂ…

୨ କୁଇଣ୍ଟାଲ ଗଞ୍ଜେଇ ସହ ୧ ଲକ୍ଷ ଟଙ୍କା ଜବତ: ୨ ଅଭିଯୁକ୍ତ କୋର୍ଟ ଚାଲାଣ

କେସିଙ୍ଗା, ୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଞ୍ଚାୟତ ଖ୍ରୀଷ୍ଟିଆନପଡ଼ା ବଞ୍ଜିମୁଣ୍ଡା ଗ୍ରାମରେ କେସିଙ୍ଗା ପୋଲିସ ଚଢ଼ାଉ କରି ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ…

ମା’ଙ୍କ ପାଇଁ ଅଗାଧୁଆରେ ୪୦ ଦିନ

ଭିଲ୍‌ଓ୍ବାଡ଼ା : ହିନ୍ଦୁ ସମାଜରେ ଈଶ୍ୱରଙ୍କ ଆରାଧନାକୁ ପବିତ୍ର ମନେକରାଯାଏ। ବେଶ୍‌ ଶୁଦ୍ଧପୂତ ଭାବେ ଶ୍ରଦ୍ଧାଳୁ ଦେବଦେବୀଙ୍କ ଆବାହନ କରିଥାନ୍ତି। ହେଲେ ରାଜସ୍ଥାନ ଭିଲ ସମ୍ପ୍ରଦାୟ ପକ୍ଷରୁ ପାଳନ କରାଯାଉଥିବା ଗୌରଜ୍ୟା ମା’ଙ୍କ ପୂଜା ଉତ୍ସବରେ ଭାଗ ନେଉଥିବା ମାନସିକଧାରୀମାନେ ୪୦ଦିନ…

କୋହଲି ହିଁ ରହିବେ ଆରସିବି ଅଧିନାୟକ

ବେଙ୍ଗାଲୁରୁ,୨୦।୯: ୨୦୧୩ଠାରୁ ବିରାଟ କୋହଲିଙ୍କ ନେତୃତ୍ୱରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଥରେ ହେଲେ ଆଇପିଏଲ ଟ୍ରଫି ହାସଲ କରିପାରି ନାହଁି। ହେଲେ ଫ୍ରାଞ୍ଚାଇଜ ଦଳର ନେତୃତ୍ୱରେ କୌଣସି ପରିବର୍ତ୍ତନ କରିବାକୁ ଇଚ୍ଛୁକ ନୁହେଁ। ଗୁରୁବାର ଆରସିବି ତା’ର ନୂଆ ସପୋର୍ଟ…

୮୮ ପୃଷ୍ଠାର ଏଫ୍‌ଆଇଆର୍‌: ଲେଖି ଲେଖି ପୋଲିସ ନୟାନ୍ତ

ଡେରାଡୁନ୍‌: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍‌ଆଇଆର (ଫାଷ୍ଟ ଇନ୍‌ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା ଏଫ୍‌ଆଇଆର୍‌ ଲେଖାଚାଲିଛି ଉତ୍ତରାଖଣ୍ଡ କାଶୀପୁର ଜିଲା କୋତଓ୍ବାଲି ଥାନାରେ। ଇତିମଧ୍ୟରେ ୪ଦିନ ବିତିଗଲାଣି। ଏହାକୁ…

ଘରଭଡ଼ା, ବକେୟା ୬୦ ପ୍ରତିଶତ ବେତନ ଦେବା ଲାଗି ଦାବି

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅମଲା ସଂଘ ତରଫରୁ ସ୍ଥାନୀୟ ଅମଲା ଭବନଠାରେ ଏକ ଜରୁରୀ ବୈଠକ ସଂଘର ସଭାପତି ସୁକାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲାମାନେ ଯୋଗଦେଇ ଆଲୋଚନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri