Home Left

ବିଶ୍ୱର କିଛି ବିପଦସଙ୍କୁଳ ପୋଲ: ଯାହାକୁ ଅତିକ୍ରମ କରିବା ପୂର୍ବରୁ ଭାବିବେ ୧୦ ଥର

ଅନେକ ଅଜବ ଜିନିଷ ରହିଛି ଯାହା ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଥାଏ। ତେବେ ବିଶ୍ୱରେ ଏଭଳି କିଛି ବିପଦପୂର୍ଣ୍ଣ ପୋଲ ରହିଛି, ଯେଉଁଠାକୁ ଯିବା ପୂର୍ବରୁ ଜଣେ ଦଶ ଥର ଚିନ୍ତା କରିବ। ଲୋକଙ୍କୁ ଡରାଇବା ଲାଗି ଏଗୁଡ଼ିକ ନିର୍ମାଣ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ପୂରିଲା ୪ ମାସ : ସରକାରୀ ମାନ୍ୟତା ପାଇନି ମୟୂରଭଞ୍ଜ ଆୟୁର୍ବେଦିକ କଲେଜ

ବାରିପଦା ଅଫିସ,୩୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜାନୁୟାରୀ ୩୦ ତାରିଖରେ ବାରିପଦା ଗସ୍ତରେ ଆସିଥିଲେ। ସେହି ସମୟରେ ବାରିପଦା ତକତପୁରସ୍ଥିତ ମୟୂରଭଞ୍ଜ ଆୟୁର୍ବେଦିକ କଲେଜକୁ ସରକାର ନିଜ ହାତକୁ ନେବାକୁ ବିଚାର କରୁଥିବା ଘୋଷଣା କରିଥିଲେ। ଇତିମଧ୍ୟରେ ୪...

ଗ୍ରୀଷ୍ମୀ ପ୍ରବାହ ପାଇଁ ରାଜଧାନୀରେ ୟେଲୋ ଆଲର୍ଟ ଜାରି

ନୂଆଦିଲ୍ଲୀ,୩୧।୫: ଗ୍ରୀଷ୍ମପ୍ରବାହ ପାଇଁ ସିଝୁଛି ସାରା ଦେଶ। ବିଭିନ୍ନ ସହରରେ ଭୀଷଣ ଗରମ ସହ ଗୁଳଗୁଳି ଅନୁଭୂତ ହେଉଛି। ବହୁ ସ୍ଥାନରେ ତାପମାତ୍ରା ୪୮ ଡିଗ୍ରୀ ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀରେ ତାପମାତ୍ରା ୪୫ ଡିଗ୍ରୀକୁ ଛୁଇଁଛି। ଏଠାରେ ଭୀଷଣ...

ଜିଭ ପୋଡ଼ିଯିବା ସମସ୍ୟାରୁ ମୁକ୍ତି ପାଇବା ଲାଗି ଜାଣନ୍ତୁ କିଛି ଘରୋଇ ଉପଚାର

ଅନେକ ସମୟରେ ତରତରରେ ଗରମ ଖାଦ୍ୟ ଖାଇବା ଫଳରେ ଜିଭ ପୋଡି ଯାଇଥାଏ। ତେବେ ଜିଭ ପୋଡିଯିବା କୌଣସି ବଡ଼ ସମସ୍ୟା ହୋଇ ନ ଥିଲେ ମଧ୍ୟ ଜିଭ ପୋଡିଯିବା ଫଳରେ ପାଟିର ସ୍ବାଦ ଖରାପ ହୋଇଯାଇଥାଏ। ଫଳରେ କିଛି...

ଏକାଧିକ ଥର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ସ୍ବାଧୀନ ଭାରତରେ ନରେନ୍ଦ୍ର ମୋଦିଙ୍କୁ ମିଶାଇ ୧୫ ଜଣ ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି। ପଣ୍ଡିତ ଜବାହରଲାଲ ନେହେରୁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିବା ବେଳେ ଗୁଲଜାରିଲାଲ୍‌ ନନ୍ଦାଙ୍କୁ ଦୁଇଥରରେ କାମଚଳା ପ୍ରଧାନମନ୍ତ୍ରୀ କରାଯାଇଥିଲା। ଗୁରୁବାର ନରେନ୍ଦ୍ର ମୋଦି ୨ୟ ଥର ପାଇଁ...

ପଶ୍ଚିମ ଓଡ଼ିଶାବାସୀଙ୍କୁ ନିରାଶ କଲେ ମୋଦି

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ବିଜେଡିର ଅସାଧାରଣ ସଫଳତା ଭିତରେ ଭାଜପା ବଞ୍ଚାଇ ରଖିଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାରୁ ଭାଜପାର କଳାହାଣ୍ଡି ସାଂସଦ ଭାବେ ରାଜ୍ୟ ସଭାପତି ବସନ୍ତ ପଣ୍ଡା ବିଜୟୀ ହୋଇଥିଲେ ହେଁ...

ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ କିଛି ଦିନ ତଳେ ବିବାହର ପ୍ରଲୋଭନ ଦେଖାଇ ବେନ୍ଦାଝୋଲା ଗ୍ରାମର ମାନସ ନାଏକ...

ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ରହିବ ମୌସୁମୀ

ନୂଆଦିଲ୍ଲୀ,୩୧।୫: ଗତ ଏପ୍ରିଲ ମାସରୁ ଦେଶର ଅଧିକାଂଶ ସହର ତତଲା କଡେଇରେ ପଡି ଏକ ପ୍ରକାର ଛଟପଟ ହେଉଛି କହିଲେ କିଛି ଭୁଲ୍‌ ହେବନି। କାରଣ କେତେକ ସହରର ତାପମାତ୍ରା ୪୮ ଡିଗ୍ରୀ ଛୁଇଁଥିବା ବେଳେ ଦେଶର ଅଧିକାଂଶ ସହରର...

୧୨ ଚୋରା ବାଇକ ଜବତ: ୨ ଗିରଫ

କଟକ ରୋଡ଼, ୩୧।୫(ଡି.ଏନ୍‌.ଏ.): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରୁଥିବା ଏକ ଗ୍ୟାଙ୍ଗର ୨ ଅଭିଯୁକ୍ତଙ୍କୁ ବଡ଼ଗଡ଼ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳର ପିଣ୍ଟୁ ବେହେରା ଓ...

ନିର୍ମଳାଙ୍କ ହାତରେ ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩୧। ୫: ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ନିର୍ମଳା ସୀତାରମଣଙ୍କୁ ଅର୍ଥମନ୍ତ୍ରଣାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। ମୋଦିଙ୍କ ପ୍ରଥମ ପାଳିରେ ସେ ବାଣିଜ୍ୟ ଓ ଉଦ୍ୟୋଗ, ପ୍ରତିରକ୍ଷା ଭଳି ମନ୍ତ୍ରଣାଳୟ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଥିଲେ। ଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରୁ ସେ...

ପୀୟୂଷ ଗୋୟଲଙ୍କୁ ରେଳ ମନ୍ତ୍ରଣାଳୟ ଦାୟିତ୍ୱ

ନୂଆଦିଲ୍ଲୀ,୩୧। ୫: ଗୁରୁବାର କେନ୍ଦ୍ରରେ ପ୍ରଧାନମନ୍ତ୍ରୀଙ୍କ ନରେନ୍ଦ୍ର ମୋଦିଙ୍କ ସମେତ ତାଙ୍କର ନୂଆ ମନ୍ତ୍ରୀମଣ୍ଡଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୋଦିଙ୍କ ପ୍ରଥମ ପାଳିରେ ରେଳ ମନ୍ତ୍ରଣାଳୟ ପୀୟୂଷ ଗୋୟଲଙ୍କ ନିକଟରେ ରହିଥିବା ବେଳେ ଚଳିତ ଥର ମଧ୍ୟ ସେ ରେଳ...

ଯବାନଙ୍କ ବଦାନ୍ୟତା

ବିଜାପୁର,୩୧।୫: ଛତିଶଗଡ଼ ବିଜାପୁରରେ ସିଆର୍‌ପିଏଫ୍‌ କୋବ୍ରା ବାଟାଲିୟନର ଯବାନଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ରାସ୍ତା ସୁବିଧା ନ ଥିବାରୁ ଟ୍ରାକ୍ଟରରୁ ପଡି ଆହତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଏହି ଯବାନମାନେ ୫ କିଲୋମିଟର ବାଟ ଏକ ଖଟରେ ବୋହି ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri