Home Left

ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା

ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କର୍ପୋରେଟ୍‌ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍‌ ମଧ୍ୟରେ ୧୯୦୦ ପଏଣ୍ଟ ବୃଦ୍ଧି ଘଟି ୩୭,୫୦୦ ସ୍ତର ଅତିକ୍ରମ କରିଛି। ସେହିପରି ନିଫଟି ୫୦୦ ପଏଣ୍ଟ…

ସ୍ପିନର ରୂପେ ପଦାର୍ପଣ କରିଥିଲେ, କିନ୍ତୁ ଏବେ ନଂ ୧ ଟେଷ୍ଟ ବ୍ୟାଟ୍ସମ୍ୟାନ

ଷ୍ଟିଭ ସ୍ମିଥଙ୍କ ନାମ ପ୍ରାୟତଃ କ୍ରିକେଟ ପ୍ରଶଂସକମାନେ ଶୁଣିଥିବେ। କିନ୍ତୁ ତାଙ୍କ ଅତୀତ ବିଷୟରେ ଖୁବ କମ୍‌ଙ୍କୁ ଜଣା। ୨୦୧୦ ସିଜନରେ ମେଲବୋର୍ନଠାରେ ପାକିସ୍ତାନ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟରେ ସେ ଜଣେ ଲେଗ୍‌ ସ୍ପିନର ଭାବେ ପଦାର୍ପଣ କରିଥିଲେ। ସେହି ମାସରେ…

ଟ୍ରେନ୍‌ରେ ବାଜିଥାଏ ୧୧ ପ୍ରକାର ହର୍ନ: ଜାଣନ୍ତୁ ଏହା କ’ଣ ସୂଚାଇଥାଏ

ପିଲାଙ୍କଠାରୁ ବୁଢ଼ା ପର୍ଯ୍ୟନ୍ତ ଟ୍ରେନ୍‌ ବିଷୟରେ ପ୍ରାୟ ସମସ୍ତେ ଜାଣନ୍ତି। ଟ୍ରେନ୍‌ରେ ବାଜୁଥିବା ହର୍ନ ମଧ୍ୟ ସମସ୍ତେ ଶୁଣିଥିବେ। ହେଲେ ଆପଣମାନେ କେବେ ଧ୍ୟାନ ଦେଇଛନ୍ତି, ଟ୍ରେନ୍‌ରେ କେତେ ପ୍ରକାର ହର୍ନ ବାଜିଥାଏ। କହିରଖୁଛୁ ଟ୍ରେନ୍‌ରେ ୧୧ ପ୍ରକାର ହର୍ନ ବାଜିଥାଏ।…

ଚାଷ ଜମିରେ କୃଷକ ସ୍ଥାପନ କଲେ ‘ଗଜରାଜଙ୍କ ପ୍ରତିମା’

ମହାସମୁନ୍ଦ,୨୦।୯: ଛତିଶଗଡ଼ ମହାସମୁନ୍ଦ ଜିଲାର ଏକ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଫସଲକୁ ହାତୀ ପଲଙ୍କଠାରୁ ବଞ୍ଚାଇବା ପାଇଁ ଚାଷ ଜମିରେ ଗଜରାଜଙ୍କ ପ୍ରତିମା ସ୍ଥାପିତ ହୋଇଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।…

ଆୟୁଷ୍ମାନ୍‌ଙ୍କ ସହ ନଜର ଆସିବେ ଏହି ଅଭିନେତ୍ରୀ

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଜଣକ ପରେ ଜଣେ ନୂଆ ଅଭିନେତ୍ରୀ ଏଣ୍ଟ୍ରି ମାରିବାରେ ଲାଗିଛନ୍ତି। କିଛିଦିନ ତଳେ ଛୋଟପରଦାରୁ ଆସି ବଡ଼ପରଦାରେ ସାଇନ୍‌ କରିଛନ୍ତି ଅଭିନେତା ଲକ୍ଷ୍ୟ। କରଣ ଜୋହରଙ୍କ ଫିଲ୍ମ ‘ଦୋସ୍ତାନା -୨’ରେ ସେ ସାଇନ୍‌ କରିଛନ୍ତି। ଏବେ ଏହି ତାଲିକାରେ…

କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍‌ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି କରିବା ପାଇଁ କର୍ପୋରେଟ୍‌ ଟ୍ୟାକ୍ସ କମାଇଛନ୍ତି। ଏନେଇ ଅଧ୍ୟାଦେଶ ପାସ୍‌ ହୋଇଯାଇଛି ବୋଲି ଅର୍ଥମନ୍ତ୍ରୀ…

‘ହାଉଡି ମୋଦି’ କାର୍ଯ୍ୟକ୍ରମ ପୂର୍ବରୁ ହଷ୍ଟନରେ ପ୍ରବଳ ବର୍ଷା: ସ୍କୁଲ, କଲେଜ୍‌ ବନ୍ଦ

ହଷ୍ଟନ,୨୦।୯: ଆଗାମୀ ସେପ୍ଟେମ୍ବର ୨୨ରେ ଆମେରିକାରେ ଆୟୋଜିତ ହେବ ‘ହାଉଡି ମୋଦି’ କାର୍ଯ୍ୟକ୍ରମ। ଟେକ୍ସାସର ହଷ୍ଟନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଆମେରିକା ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ ହଜାର ଭାରତୀୟ ଯୋଗ ଦେବେ। କିନ୍ତୁ…

ବାପା ମହେଶ ଭଟ୍ଟଙ୍କ ଜନ୍ମଦିନରେ ଆଲିଆ କହିଲେ ଏମିତି କିଛି କଥା

ନିର୍ମାତା ତଥା ନିର୍ଦ୍ଦେଶକ ମହେଶ ଭଟ୍ଟ ଆଜି ଅର୍ଥାତ ଶୁକ୍ରବାର ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ୨୦ ସେପ୍ଟେମ୍ବର ୧୯୪୮ ମସିହାରେ ଜନ୍ମିତ ମହେଶ ଭଟ୍ଟଙ୍କ ଜନ୍ମଦିନ ଅବସରରେ ସାନ ଝିଅ ଆଲିଆ କହିଛନ୍ତି , ବାପାଙ୍କ ସହିତ ବହୁତ କମ୍‌…

ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଗିରଫ

ଶାହଜହାନପୁର,୨୦।୯: ଶେଷରେ ବଳାତ୍କାର ମାମଲାରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଗିରଫ ହୋଇଛନ୍ତି। ଏବେ ତାଙ୍କୁ ମେଡିକାଲ ଟେଷ୍ଟ ପାଇଁ ନିଆଯାଇଛି। ସ୍ବାମୀଙ୍କ ନାଁରେ ଉତ୍ତର ପ୍ରଦେଶର ଶାହଜାହାନପୁରରେ ଥିବା ଚିନ୍ମୟାନନ୍ଦ ଲ’ କଲେଜର ଜଣେ…

ଝାଡ଼ଖଣ୍ଡ ସରକାରଙ୍କ ପୋଲ୍‌ ଖୋଲିଲେ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ

ରାଞ୍ଚି,୨୦।୯: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଆଉ ଅଳ୍ପ ଦିନ ବାକି ଅଛି। ରାଜ୍ୟରେ ପୁଣିଥରେ ଶାସନ ମଙ୍ଗ ଧରିବାକୁ ସଜବାଜ ହେଉଛି ଭାରତୀୟ ଜନତା ପାର୍ଟି। କିନ୍ତୁ ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ପୋଲ୍‌ ଖୋଲିଛନ୍ତି ଭାରତୀୟ କ୍ରିକେଟ ଦଳର…

ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବାରଙ୍ଗ, ୨୦।୯(ଡି.ଏନ୍‌.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲା। ଏହି ଘଟଣାର ମୁଖ୍ୟଅଭିଯୁକ୍ତଙ୍କୁ…

ବିବାଦରେ ଅମିତାଭ ବଚ୍ଚନ:ଘର ଆଗରେ ବିରୋଧ ପ୍ରଦର୍ଶନ ଜାରି

ବିଦାଦ ଘେରକୁ ଆସିଛନ୍ତି ବଲିଉଡ୍‌ ସୁପରଷ୍ଟାର୍‌ ଅମିତାଭ ବଚ୍ଚନ। ମେଟ୍ରୋ କାର୍‌ ଶେଡ ପାଇଁ ମୁମ୍ବାଇର ଆରେ ଜଙ୍ଗଲର ୨୭୦୦ ଗଛ କଟାଯିବା ନିଷ୍ପତ୍ତିକୁ ବଲିଉଡ୍‌ ବହୁ ସେଲେବ୍ରିଟି ବିରୋଧ କରିଥିବାବେଳେ ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଏହା ସପକ୍ଷରେ ଯୁକ୍ତି ବାଢି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri