ପିଏଲ୍ଏଫ୍ଆଇ ଏରିଆ କମ୍ପାଣ୍ଡର ଗିରଫ
ରାଉରକେଲା ଅଫିସ,୨୦-୯:ରାଉରକେଲା ପୋଲିସ ସୀମାନ୍ତରେ ଆତଙ୍କ ଚଳାଇଥିବା ଆଉ ଜଣେ ପିଏଲ୍ଏଫ୍ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍ ଇଣ୍ଡିଆ) ଏରିଆ କମାଣ୍ଡରଙ୍କୁ ଗିରଫ କରିଛି। ତାଙ୍କ ନଁା ସୁଦାମ ସିଂ(୩୪)। ତାଙ୍କ ନିକଟରୁ ଏକ ଦେଶୀ ପିସ୍ତଲ ସହ ଗୁଳି ଜବତ…
ସୌଦି ତେଲ ମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତକୁ ତୈଳ ଯୋଗାଣ ପ୍ରଭାବିତ ହେବନି
ନୂଆଦିଲ୍ଲୀ,୨୦-୯: ସୌଦି ଆରବ ତେଲ ଉତ୍ପାଦନ ପ୍ରଭାବିତ ହେବା ପରେ ଏହାର ପ୍ରଭାବ ଭାରତ ଉପରେ ପଡିଛି। ଆଗାମୀ ଦିନରେ ଏହି ସମସ୍ୟା ଲାଗି ରହିବା ନେଇ ଆଶଙ୍କା କରାଯାଇଛି। ଉକ୍ତ ସମସ୍ୟାର ଦୂରୀକରଣ ଲାଗି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…
ପିଆଜ ଜ୍ୱାଳାରେ ଲୋକେ ଛଟପଟ:ଦର ଛୁଇଁଲାଣି ୪୫
ଭୁବନେଶ୍ୱର,୨୦-୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତିଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୪୫ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ କିଲୋ ଜାଗାରେ ଅଢ଼େଇଶ…
ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ,୨ମାସରେ ୪ଜଣଙ୍କୁ ଫାଶୀ
କଟକ ଅଫିସ/ନିଶ୍ଚିନ୍ତକୋଇଲି,(ଡି.ଏନ୍.ଏ.),୨୦-୯:ବହୁଚର୍ଚ୍ଚିତ ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ପୋକ୍ସୋ ଅଦାଲତ ଦୋଷୀ ସାବ୍ୟସ୍ତ କରି ଗୁରୁବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସ୍ବତନ୍ତ୍ର ପୋକ୍ସୋ…
ବୃଦ୍ଧା ମା’ ଉପରେ ପୁଅର ବୋଝ
ନୟାଗଡ଼ ଅଫିସ,୨୦ା୯- ପୁଅ ବଡ଼ ହୋଇ ଘର ଚଳାଇବ। ମା’ ବାପାଙ୍କ ଦାୟିତ୍ୱ ନେବ। ସବୁ ମା’ବାପାଙ୍କ ପରି ସ୍ବପ୍ନ ଦେଖିଥିଲେ ଜଣେ ମା’। ହେଲେ ଭାଗ୍ୟର ବିଡ଼ମ୍ବନା, ପୁଅ ଘର ଚଳାଇବା ପରିବର୍ତ୍ତେ ମା’ ଉପରେ ବୋଝ ପାଲଟିଛନ୍ତି। ଖାଲି…
ଅର୍ଥନୀତିକୁ ନେଇ ଟୁଇଟରରେ ଅର୍ଥମନ୍ତ୍ରୀ-ବାୟୋକନ ମୁଖ୍ୟ ମୁହାଁମୁହିଁ
ନୂଆଦିଲ୍ଲୀ,୨୦-୯: ଦେଶର ଆର୍ଥିକ ପରିସ୍ଥିତିକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏବଂ ବାୟୋକନ ଲିମିଟେଡ ମୁଖ୍ୟ କିରଣ ମଜୁମଦାର ସ’ ଗୁରୁବାର ଟୁଇଟରରେ ମୁହାଁମୁହିଁ ହୋଇଥିଲେ। ମିଡିଆ ଏହାକୁ ତର୍କ ବୋଲି ଉଲ୍ଲେଖ କରିଥିଲେ ସୁଦ୍ଧା କିରଣ ଏହାକୁ ଆଲୋଚନା ବୋଲି…
ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍ ସୁଇସ୍ ରିପୋର୍ଟ: ସାଂଘାତିକ ହେବ ଏଫ୍ଏମ୍ସିଜି ସେକ୍ଟର ପ୍ରଦର୍ଶନ
ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍ଏମ୍ସିଜି) ସେକ୍ଟରର ପ୍ରଦର୍ଶନ ସାଂଘାତିକ ହେବ। ଏହାର ଚଳିତବର୍ଷ ଏହାର ପ୍ରଦର୍ଶନ ୧୫ ବର୍ଷର ସର୍ବନିମ୍ନ ସ୍ତରରେ…
ଓଲା-ଉବର ଯୋଗୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା: ଅର୍ଥମନ୍ତ୍ରୀଙ୍କୁ ସମର୍ଥନ କଲା ମାରୁତି
ନୂଆଦିଲ୍ଲୀ,୨୦-୯:ଓଲା ଓ ଉବର କ୍ୟାବ୍ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ବୟାନକୁ ଶେଷରେ ମାରୁତି ସୁଜୁକି ମଧ୍ୟ ସମର୍ଥନ କରିଛି। ମିଡିଆକୁ ଏକ ସାକ୍ଷତାକାର ଦେଇ କମ୍ପାନୀ ଅଧ୍ୟକ୍ଷ…
ଆଜି ଜିଏସ୍ଟି କାଉନସିଲ୍ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦-୯:ଜିଏସ୍ଟି କାଉନସିଲ୍ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ କରିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ…
ଭାରତର ଅର୍ଥନୀତି ମଜବୁତ୍: ଶକ୍ତିକାନ୍ତ
ମୁମ୍ବାଇ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଦେଶର ବାଣିଜ୍ୟ ହ୍ରାସକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ, ବିଶ୍ୱ ସ୍ତରରେ ଏବେ ସୁଦ୍ଧା ମାନ୍ଦାବସ୍ଥା ସ୍ଥିତି ଉପୁଜି ନାହିଁ। ବିଶ୍ୱରେ ସୃଷ୍ଟି ହୋଇଥିବା…
ସାନିଟାରି ପ୍ୟାଡ୍ ବ୍ୟବହାର କରୁଛନ୍ତି ରାଜ୍ୟର ୧୩% ମହିଳା
ଭୁବନେଶ୍ୱର,୨୦-୯(ବ୍ୟୁରୋ): ସାନିଟାରି ପ୍ୟାଡ୍ ବ୍ୟବହାର କ୍ଷେତ୍ରରେ ପଛୁଆ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା କିଛିଟା ଆଗୁଆ ରହିଛି। ଏଠାରେ ମହିଳାଙ୍କ ମଧ୍ୟରେ ପ୍ୟାଡ୍ ବ୍ୟବହାର ପରିମାଣ ପ୍ରାୟ ୧୨ରୁ ୧୩%। ସେହିଭଳି ରାଜ୍ୟରେ ଆଦିବାସୀ ବହୁଳ ଅଞ୍ଚଳରେ ଏଭଳି ପ୍ରଡକ୍ଟ ବ୍ୟବହାର ନେଇ…
୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍ପିଏ ଘୋଷିତ ହେବନି ଏମ୍ଏସ୍ଏମ୍ଇ ଋଣ
ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍ଏସ୍ଏମ୍ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍ପିଏ ଘୋଷଣା…
Archives


