ଷ୍ଟାର୍ଟ ଅପ୍ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ଷ୍ଟାର୍ଟ ଅପ୍ କ୍ଷେତ୍ରରେ ଓଡିଶାକୁ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ୩୮ ପାରାମିଟର ଆଧାରରେ ରାଜ୍ୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଗୁରୁବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ...
ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଖାଲି ପେଟରେ ଖାଆନ୍ତୁ ଦୁଇ କୋଲା ରସୁଣ
ରସୁଣ ଖାଇବାର ଫାଇଦା ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ୍ ପ୍ଲାନ୍ରେ ସାମିଲ କରିବା ଉଚିତ୍। କିନ୍ତୁ ସକାଳ ଓ ସନ୍ଧ୍ୟାରେ ଖାଲିପେଟରେ ରସୁଣ ଖାଇବା ଦ୍ୱାରା...
୧୦% ସଂରକ୍ଷଣ ମହାରାଷ୍ଟ୍ରର ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବନି
ନୂଆଦିଲ୍ଲୀ,୩୧।୫ :(ପି.ଟି.):ସାଧାରଣ ବର୍ଗ ଗରିବ (ଇଡବ୍ଲ୍ୟୁଏସ୍)ଙ୍କ ଲାଗି ଉଦ୍ଦିଷ୍ଟ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ୨୦୧୯-୨୦ ଶିକ୍ଷାବର୍ଷ ଲାଗି ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିନ୍ତି। କାରଣ କୋଟା ବ୍ୟବସ୍ଥା କାର୍ଯ୍ୟକାରୀ...
ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା
ଭୁବନେଶ୍ୱର,୩୧।୫(ବ୍ୟୁରୋ) : ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପୁଣି ଚର୍ଚ୍ଚାକୁ ଆସିଛି। ୨୦୧୭ ଦ୍ୱିତୀୟାର୍ଦ୍ଧରେ ତତ୍କାଳୀନ ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ହୋଇଥିଲା। ଏହା ପରେ ସେହି ଆସନ ଖାଲି ପଡିବାରୁ ଉପନିର୍ବାଚନ ଆବଶ୍ୟକ ହୋଇଥିଲା। ଶାସକ ଦଳ ବିଜେଡି ସ୍ବର୍ଗତ...
ନେତାନ୍ୟାହୁ ବିଫଳ:ଇସ୍ରାଏଲରେ ହେବ ସାନି ନିର୍ବାଚନ
ଜେରୁଜେଲମ୍,୩୧।୫ :(ପି.ଟି.):ପୁଣି ଇସ୍ରାଏଲରେ ଜାତୀୟ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ମିଳିତ ସରକାର ଗଠନ କରିବାରେ ବିଫଳ ହେବା ପରେ ଦେଶରେ ପ୍ରଥମଥର ଲାଗି ଏଭଳି ସ୍ଥିତି ଉପୁଜିଛି। ସମସ୍ତ ସାଂସଦଙ୍କ ମତ ନିଆଯାଇ ସଂସଦ ଭଙ୍ଗ କରାଯାଇଛି। ସେପ୍ଟେମ୍ବର...
ଟିଭିରେ ଦେଖିଲେ ମୋଦିଙ୍କ ମା’
ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍ସ୍ଥିତ ଘରେ ବସି ଟିଭିରୁ ଶପଥ ଗ୍ରହଣ ଉତ୍ସବ ଦେଖିଥିଲେ। ଲୋକ ସଭା ନିର୍ବାଚନରେ...
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ୧୧ ନୂଆ ମୁହଁ:ବାଦ୍ ପଡ଼ିଲେ ୧୧ ମନ୍ତ୍ରୀ
ନୂଆଦିଲ୍ଲୀ,୩୧।୫:ନରେନ୍ଦ୍ର ମୋଦିଙ୍କ ପୂର୍ବ ସରକାରରେ ମନ୍ତ୍ରୀ ଥିବା କେତେଜଣ ନେତା ଏଥର ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଛନ୍ତି। ଏଥିସହିତ କେତେଜଣ ନୂଆ ମୁହଁକୁ ଦ୍ୱିତୀୟ ପାଳି ସରକାରରେ ସାମିଲ କରାଯାଇଛି। ବାଦ୍ ପଡିଥିବା ୧୦ ଜଣ ପୂର୍ବତନ ମନ୍ତ୍ରୀଙ୍କ ମଧ୍ୟରେ ଅଛନ୍ତି...
୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ ସେଲସିୟସ ଉପରେ ରହିଛି। ପୂର୍ବ ଭଳି ଆଉ ଗ୍ରୀଷ୍ମ ପ୍ରବାହ ନାହିଁ।...
ମାଟି କାମୁଡ଼ିଛି ଶାଳଘର
ପୁରୀ ଅଫିସ, ୩୧।୫ : ବାତ୍ୟାରେ କୁମ୍ଭକାର ସମ୍ପ୍ରଦାୟଙ୍କ ଶାଳଘର ମାଟିରେ ମିଶିଯାଇଛି। ହଜାର ହଜାର କୁଡୁଆ ଭାଙ୍ଗିପଡ଼ିଛି। ଶ୍ରୀପଞ୍ଚମୀଠାରୁ ତିଆରି ଆରମ୍ଭ କରିଥିବା ଅଧରହାଣ୍ଡି ବି ଚୂର୍ମାର ହୋଇଯାଇଛି। ଆଗକୁ ମହାପ୍ରଭୁଙ୍କ ଅଧରପଣା। ତେବେ ଏଭଳି ପରିସ୍ଥିତିରେ ଅଧରହାଣ୍ଡି...
କତାଶିଳ୍ପକୁ ଅଣଦେଖା
ପୁରୀ ଅଫିସ, ୩୧।୫: ବାତ୍ୟା ଫନୀ ସମଗ୍ର ପୁରୀ ଜିଲାକୁ ଧ୍ୱଂସବିଧ୍ୱଂସ୍ତ କରିଦେଇଛି। ଭାଙ୍ଗି ପକାଇଛି ଅନେକ ଘରଦ୍ୱାର, ବିଦ୍ୟୁତ୍ ଖୁଣ୍ଟ ଏବଂ ଟାୱାର। ଧରାଶାୟୀ ହୋଇଛି ଲକ୍ଷ ଲକ୍ଷ ଗଛ। ସରକାର ଘର, ଗୃହପାଳିତ ପଶୁ ପ୍ରଭୃତିଙ୍କ କ୍ଷୟକ୍ଷତି...
ଏସ୍ସିବିକୁ ମିଳିଲା ସୋଟୋ ସ୍ବୀକୃତି
କଟକ ଅଫିସ, ୩୧।୫ : ଏସ୍ସିବିକୁ ଷ୍ଟେଟ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ସୋଟୋ) ସ୍ବୀକୃତି ମିଳିଛି। ନ୍ୟାଶନାଲ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ନୋଟୋ) ପକ୍ଷରୁ ଏସ୍ସିବିକୁ ଏହି ସ୍ବୀକୃତି ମିଳିବା ପରେ ଏଠାରେ ଖୁବ୍ଶୀଘ୍ର...
ଦୁବାଇରେ ୧୦ ଓଡ଼ିଆ ଶ୍ରମିକ ନିର୍ଯାତିତ : ଫସିଛନ୍ତି ଦାଦା, ପୁତୁରା
ନୟାଗଡ଼ ଅଫିସ,୩୧।୫-ଦୁବାଇକୁ କାମ କରିବାକୁ ଯାଇଥିବା ୧୦ ଜଣ ଓଡିଆ ଶ୍ରମିକଙ୍କୁ ସେଠାରେ ନିର୍ଯାତନା ଦିଆଯାଉଛି । ସେମାନଙ୍କ ମଧ୍ୟରେ ନୟାଗଡର ୨ଜଣ ଅଛନ୍ତି। ସେଠାରେ ସେମାନେ ନଜରବନ୍ଦୀ ରହିଥିବା ଓ ପାଖରେ ଅର୍ଥ ନ ଥିବାରୁ ଫେରି ଆସି...
Archives


