ସମାନତା, ନ୍ୟାୟ ଓ ସ୍ବାଧୀନତା ପ୍ରତିଷ୍ଠା କରେ ମାନବିକ ଅଧିକାର
ଜାତିସଂଘ: ଜାତିସଂଘ ଦ୍ୱାରା ପ୍ରତିବର୍ଷ ୧୦ ଡିସେମ୍ବରରେ ମାନବାଧିକାର ଦିବସ ପାଳନ କରାଯାଉଛି। ୧୯୪୮ରେ ଜାତିସଂଘ ସାଧାରଣ ପରିଷଦ ଏହି ଦିବସକୁ ଗ୍ରହଣ କରିଥିଲେ ମଧ୍ୟ ଆଧିକାରିକ ସ୍ତରରେ ୪ ଡିସେମ୍ବର ୧୯୫୦ରେ ଆନ୍ତର୍ଜାତିକ ମାନବାଧିକାର ଦିବସ ପାଳନ କରିବା ଲାଗି…
ଫାରୁକ ଅବଦୁଲାଙ୍କ ପିତାଙ୍କୁ ୧୧ ବର୍ଷ ଜେଲରେ ରଖିଥିଲା କଂଗ୍ରେସ: ଶାହ
ନୂଆଦିଲ୍ଲୀ,୧୦।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ଲୋକ ସଭାରେ ଜମ୍ମୁ-କଶ୍ମୀରରେ ବନ୍ଦୀଥିବା ନେତାଙ୍କୁ ନେଇ ନିଜର ମତ ରଖିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରେ ଗୃହବନ୍ଦୀ ଥିବା ନେତାଙ୍କୁ ମୁକୁଳାଇବା କାମ ସେଠାକାର ପ୍ରଶାସନର। ଏହି ମାମଲାରେ କେନ୍ଦ୍ର ସରକାର ହସ୍ତକ୍ଷେପ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ
ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ…
ପିଆଜ କିଣିବା ପାଇଁ ଧାଡିରେ ଛିଡା ହୋଇଥିବା ଚାଷୀଙ୍କ ମୃତ୍ୟୁ
ବିଜୟଓ୍ବାଡା,୧୦।୧୨: ସାରା ଦେଶରେ ପିଆଜର ଦରବୃଦ୍ଧି ଲୋକଙ୍କୁ କନ୍ଦାଉଛି। ଏହାର ବର୍ଦ୍ଧିତ ଦର ସିଧାସଳଖ ଲୋକଙ୍କ ପକେଟ ଉପରେ ପଡ଼ୁଛି। ଆନ୍ଧ୍ରପ୍ରଦେଶରେ ସବ୍ସିଡିରେ ମିଳୁଥିବା ପିଆଜକୁ କିଣିବା ପାଇଁ ଧାଡିରେ ଠିଆ ହୋଇଥିବା ଜଣେ ବ୍ୟକ୍ତିଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,…
ଗୁପ୍ତେଶ୍ୱର ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମନ୍ଦିର ନୀତିକାନ୍ତି ବନ୍ଦ
ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଶିବଲିଙ୍ଗଠାରୁ ମାତ୍ର ଅଳ୍ପ ବ୍ୟବଧାନରେ ଏହି ଅଭାବନୀୟ ଘଟଣା ଘଟିଛି। ଭୋର…
ସୁନିଲ ସେଟ୍ଟିଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ
ନୂଆଦିଲ୍ଲୀ,୧୦।୧୨: ବଲିଉଡ୍ ଅଭିନେତା ସୁନିଲ ସେଟ୍ଟିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ନ୍ୟାଶନାଲ ଆଣ୍ଟି-ଡୋପିଂ ଏଜେନ୍ସି(ଏନ୍ଏଡିଏ)ର ବ୍ରାଣ୍ଡ ଆମ୍ବାସଡର ଭାବେ ମଙ୍ଗଳବାର ସୁନିଲଙ୍କୁ ନିଯୁକ୍ତ କରାଯାଇଛି। ନିକଟରେ ଏନ୍ଏଡିଏ ଓ ଅଲ୍ ଇଣ୍ଡିଆ ଫୁଟବଲ ଫେଡରେଶନ(ଏଆଇଏଫ୍ଏଫ୍) ମିଳିତ ଭାବେ ଏକ ଆଣ୍ଟି…
ବାର୍ହା ଫାଶରେ ପଡି ହାତୀର ଜୀବନ ଗଲା
ବରଗଡ଼ ଅଫିସ/ଅମ୍ବାଭୋନା,୧୦।୧୨(ଡି.ଏନ୍.ଏ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ଜଣେ ଚାଷୀଙ୍କ ବିଲରେ ଏକ ଦନ୍ତାହାତୀର ମୃତଦେହ ପଡିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବିଦ୍ୟୁତ ତାର ସଂଯୋଗ ହୋଇଥିବା ଫାଶ ବିଛାଇ ହୋଇ ପଡି ଥିବା…
ପିଆଜ ଶୁଙ୍ଘାଇ ହୋସ୍ ଅଣାଯାଏ; ତେବେ ତାହା ଏବେ ନୁହେଁ ସମ୍ଭବ: ଶିବସେନା
ମୁମ୍ବାଇ,୧୦।୧୨: ଦେଶରେ ପିଆଜର ଦାମ ଆକାଶ ଛୁଇଁଛି। ସେହିପରି ଅର୍ଥବ୍ୟବସ୍ଥା ମଧ୍ୟ ସଙ୍କଟରେ ପଡ଼ିଛି। ଏହାକୁ ନେଇ ଶିବସେନା ମୁଖପତ୍ର ସାମନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଛି। ସାମନାରେ ପ୍ରକାଶିତ ଏକ ଲେଖାରେ କୁହାଯାଇଛି ଯେ, ପିଆଜ…
ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ: ୭୩ ବୟସ୍କା ମହିଳା ଦୌଡ଼ି ଦୌଡ଼ି ଭ୍ରମଣ କଲେଣି ୧୨ ଦେଶ
ଇସ୍ତାନବୁଲ୍,୧୦।୧୨: ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ ଆରମ୍ଭ କରିଛନ୍ତି ବ୍ରିଟେନ୍ର ୭୩ ବର୍ଷ ବୟସ୍କା ମହିଳା ରୋଜି ସ୍ବେଲ ପୋପ୍। ସେ ଅଣ୍ଟାରେ ଟ୍ରଲି ବାନ୍ଧି ଦୌଡ଼ି ଦୌଡ଼ିି ଇତିମଧ୍ୟରେ ୧୨ ଦେଶ ଭ୍ରମଣ କଲେଣି। ସେ ଇଂଲଣ୍ଡରୁ ନେପାଳ…
୪୦୦ ରନ୍ ରେକର୍ଡ କେବଳ ଏହି ଦୁଇ ଭାରତୀୟ କ୍ରିକେଟର ଭାଙ୍ଗିପାରିବେ: ବ୍ରାଏନ୍ ଲାରା
ଓ୍ବେଷ୍ଟଇଣ୍ଡିଜର ପୂର୍ବତନ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା ୨୦୦୩ରେ ଆଣ୍ଟିଗୁଆରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ସ୍କୋର କରିବାର ରେକର୍ଡ ହାସଲ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୪୦୦ରନର ପାଳି ଖେଳିଥିଲେ। ଏହି ରେକର୍ଡ ଆଜି ବି କାଏମ୍ ରହିଛି। ଲାରା ନିଜର…
ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ
ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍ ହୋଇଛି। ରିଲିଜ୍ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର ବିଭିନ୍ନ ସହରରେ ଫିଲ୍ମକୁ ବ୍ୟାନ କରିବା ପାଇଁ ଆନ୍ଦୋଳନକାରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଙ୍ଗଳବାର…
ନାଗରିକତା ସଂଶୋଧନ ବିଲ୍କୁ ନେଇ ଜେଡିୟୁରେ ଫାଟ
ପାଟନା,୧୦।୧୨: ନାଗରିକତା ସଂଶୋଧନ ବିଲ୍ ସୋମବାର ରାତିରେ ଲୋକ ସଭାରେ ଗୃହୀତ ହେବା ପରେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। ଏହି ବିଲ୍କୁ ନେଇ ବିହାରର ଜେଡି(ୟୁ)ରେ ଫାଟ ସୃଷ୍ଟି ହୋଇଥିବା କୁହାଯାଉଛି। କାରଣ ଦଳ…

