Home Left

ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଭାଜପା ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରତାପ ପ୍ରଥମ ଥର ପାଇଁ...

କ୍ୟାବିନେଟ୍‌ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଧର୍ମେନ୍ଦ୍ର ନରେନ୍ଦ୍ର ମୋଦିଙ୍କ ପ୍ରଥମ ପାଳିରେ ମଧ୍ୟ ମନ୍ତ୍ରୀ...

ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ

ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର ଜଣେ ଯୁବକ ସାବିନ ବାଗ (୧୯) ଓ ଜଣେ ନାବାଳକ(୧୭)। ୨୯...

ଉଠାଇ ହେଉନି ଜମାଟଙ୍କା: ବ୍ୟାଙ୍କ ସମ୍ମୁଖରେ ଚାଷୀଙ୍କ ବିିକ୍ଷୋଭ

ବିନିକା, ୩୦ା୫(ଡି.ଏନ୍‌.ଏ.) ଜମା ଟଙ୍କା ଉଠାଇବାରେ ସମସ୍ୟା ହେଉଛି। ବାରମ୍ବାର ବ୍ୟାଙ୍କକୁ ଯାଇ ନିରାଶ ହୋଇ ଫେରିବାକୁ ହେଉଛି। ବ୍ୟାଙ୍କରେ ଟଙ୍କା ନ ଥିବା କୁହାଯାଇ ସେମାନଙ୍କୁ ଗତ ତିନିଦିନ ହେଲାଣି ଫେରାଇ ଦିଆଯାଉଛି। ଏହିଭଳି ଅଭିଯୋଗ କରି ଗୁରୁବାର...

ଶପଥ ନେଲେ ନୂଆ ବିଧାୟକ: କାମଚଳା ବାଚସ୍ପତି ଶପଥପାଠ କରାଇଲେ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟମାନେ ବୁଧବାର ଶପଥ ନେବା ପରେ ଗୁରୁବାର ନବନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଅମର ଶତପଥୀ ବିଧାନସଭାରେ ବିଧାୟକମାନଙ୍କୁ ଶପଥପାଠ କରାଇଛନ୍ତି । ଏହି ଶପଥପାଠ କାର୍ଯ୍ୟକ୍ରମ...

ହାତୀ ଆକ୍ରମଣରେ ବୃଦ୍ଧା ସଙ୍କଟାପନ୍ନ

କେସିଙ୍ଗା/ସେରଗଡ଼,୩୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ତେର୍ଲୋ ଗ୍ରାମର ଜଣେ ବୃଦ୍ଧା ଗୁରୁବାର ସକାଳ ସାଢ଼େ ୬ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ (ଟୋଳ) ଗୋଟେଇବାକୁ ଯାଇ ଦନ୍ତାହାତୀ ଆକ୍ରମଣ ଶିକାର ହୋଇଛନ୍ତି । ସେ ହେଲେ ଗ୍ରାମର...

ନୟାଗଡ଼ ଗୋଛା ଗ୍ରାମରେ ନଗଡ଼ା ପ୍ରତିଛବି

ନୟାଗଡ଼ ଅଫିସ,୩୦।୫-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କଜଳାଇପଲ୍ଲୀ ପଞ୍ଚାୟତ ଗୋଛା ଗ୍ରାମରେ ଯାଜପୁର ଜିଲା ନଗଡା ଗ୍ରାମ ପ୍ରତିଛବି ଦେଖିବାକୁ ମିଳିଛି। ଏଠାକାର ଲୋକେ ପୁଷ୍ଟିହୀନତାର ଶିକାର ହେଉଥିବାବେଳେ ତାହା ଦୃଷ୍ଟି ଆଢୁଆଳରେ ରହିଯାଇଛି। ଗୋଛା ଗ୍ରାମରେ କିଛି ଆଦିବାସୀ...

ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶିତ: ସାହିତ୍ୟ ସମ୍ମାନରେ ଅନୁପମା ଟପ୍ପର

ଖଇରା, ୩୦।୫(ଡି.ଏନ.ଏ.)-ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଶାସ୍ତ୍ରୀ (+୩)ରେ ଖଇରା ବ୍ଲକ ଅଧୀନ ଅଲିପୁର ଶ୍ୟାମରାଈ ସଂସ୍କୃତ ମହାବିଦ୍ୟାଳୟ ଶେଷବର୍ଷ ଛାତ୍ରୀ ଅନୁପମା ମହାରଣା ସାହିତ୍ୟ ସମ୍ମାନରେ ଟପ୍ପର...

ଆମ୍ବପୁର ପ୍ରିମିୟର ଲିଗ୍‌, ଡେୟାରଡେଭିଲ୍ସ ଚାମ୍ପିୟନ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଆମ୍ବପୁର ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ଆମ୍ବପୁର ପ୍ରିମିୟର ଲିଗ୍‌ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଗ୍ରାମର ମୃତ ଯୁବକ ରୁଦ୍ର ପ୍ରଧାନଙ୍କ ସ୍ମୃତିରେ ଏହି ମ୍ୟାଚ ଆରମ୍ଭ ହୋଇଥିଲା। ୮ ତାରିଖରୁ ଆରମ୍ଭ ହୋଇଥିବା ଏହି...

ପୂର୍ବତଟ ରେଳପଥ ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା

ଭୁବନେଶ୍ୱର,୩୦-୫: ପୂର୍ବତଟ ରେଳପଥର ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା ଭାବେ ରବି ଶଙ୍କର ମିତ୍ର ଯୋଗ ଦେଇଛନ୍ତି। ସେ ଭାରତୀୟ ରେଳବାଇ ଆକାଉଣ୍ଟସ ସେବାର ୧୯୮୭ ବ୍ୟାଚ୍‌ ଅଧିକାରୀ। ଏହି ନୂତନ ପଦବୀରେ ଯୋଗଦାନ ପୂର୍ବରୁ ସେ ଗୌହାଟିସ୍ଥିତ ଉତ୍ତର...

ଖଇର ହିଂସା ଘଟଣା, ମୁଖ୍ୟ ଅଭିଯୁକ୍ତ ଅମିତ ଗିରଫ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ଜରଡା ଥାନା ଖଇର ଗ୍ରାମରେ ଗତ ୧୪ ତାରିଖ ରାତିରେ ହିଂସା ଘଟିଥିଲା। ଗ୍ରାମରେ ଯାତ୍ରାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବୁଝାମଣା ପାଇଁ ବୈଠକ ଚାଲିଥିବାବେଳେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୯ରୁ ଉର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଜଣେ...

ମୁଖ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଆଇଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦-୫: ଆଇଟିସି ଅଧ୍ୟକ୍ଷ ତଥା ନିର୍ଦ୍ଦେଶକ ସଞ୍ଜୀବ ପୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥ ଗ୍ରହଣ ଉତ୍ସବ ପରେ ସାକ୍ଷାତ କରିଛନ୍ତି। ବାତ୍ୟା ପ୍ରଭାବିତଙ୍କ ଲାଗି ଆଇଟିସି ପକ୍ଷରୁ ୫ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ମନ୍ତ୍ରୀଙ୍କୁ ପୁରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri