ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ
ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକୁରଗଡ଼ ଗ୍ରାମର ହାଡିବନ୍ଧୁ ନାୟକ, ନୀଳକଣ୍ଠ ରାଉତ।…
ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ: ଗୋପାଳପୁରରୁ ଦସ୍ତଖତ ଅଭିଯାନ ଶୁଭାରମ୍ଭ
ଗୋପାଳପୁର,୧୯ା୯- ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ ଅବସରରେ ଜନ ସଚେତନତା ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଗୋପାଳପୁର ବେଳାଭୂମିରେ ଗୁରୁବାର ଶୁଭାରମ୍ଭ ହୋଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ…
ନାବାଳିକାଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ, ଶାଶୁ, ଶ୍ୱଶୁର, ଦିଅର ଫେରାର
ପୁରୁଷୋତ୍ତମପୁର,୧୯ା୯(ଡି.ଏନ.ଏ.)- ସରକାର ବାଲ୍ୟ ବିବାହ ରୋକିବା ଲାଗି ସ୍ବତନ୍ତ୍ର ଆଇନ ପ୍ରଣୟନ କରିଛନ୍ତି। ବିବାହ କରୁଥିବା ଅଧିକାରୀ ଓ ବିବାହ ପଞ୍ଜିକୃତ ଅଧିକାରୀଙ୍କୁ ଉଭୟ ବର କନ୍ୟାଙ୍କ ଜନ୍ମଗତ ବୟସ ସମ୍ପର୍କିତ ପ୍ରମାଣପତ୍ରକୁ ତନଖି କରି କାର୍ଯ୍ୟ କରିବାକୁ କଡା ନିର୍ଦ୍ଦେଶ…
ପରଫ୍ୟୁମ୍-ଡିଓ ବି ମଶାଙ୍କୁ କରେ ଆକୃଷ୍ଟ…
କେତେକ ବ୍ୟକ୍ତିଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମଶା କାମୁଡ଼ନ୍ତି। ଏହା ସ୍ଥଳ ବିଶେଷରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ଲଡ୍ ଗ୍ରୁପ୍ ଉପରେ ନିର୍ଭର କରିଥାଏ। ତେବେ ପରଫ୍ୟୁମ୍, ଡିଓ ତଥା ଅନ୍ୟ ପ୍ରସାଧନ ସାମଗ୍ରୀ ବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ମଶା ଅଧିକ କାମୁଡ଼ିଥାନ୍ତି…
ବିଦ୍ୟୁତ୍ ଆଘାତରେ ମା’,ପୁଅ ମୃତ
ଖଲ୍ଲିକୋଟ,୧୯ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ…
ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି
ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ ଇଲେକ୍ଟ୍ରି ଦୋକାନ, ତେଜରାତି, ସେଲୁନ, ଗୋଖାଦ୍ୟ ଓ ଗୋଟିଏ ଭେରାଇଟି ଷ୍ଟୋରର କବାଟ ଭାଙ୍ଗି…
ତିଗିରିଆରେ ହେବ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର
ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- କଟକ ଜିଲା ତିଗିରିଆଠାରେ ଖୁବ୍ ଶୀଘ୍ର ଏକ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର (ମଡେଲ୍ ରୁରାଲ୍ ହେଲ୍ଥ ରିସର୍ଚ୍ଚ ୟୁନିଟ୍) କାର୍ଯ୍ୟକ୍ଷମ ହେବ। ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁବାର ଏହି ସୂଚନା ଦେଇଛନ୍ତି। ବିଭିନ୍ନ…
ବିରଳ ମାଛ: ଡାଇନୋସର୍ ସହ ରହିଛି ସାମଞ୍ଜସ୍ୟ, ଫଟୋ ଭାଇରାଲ
ନର୍ଓ୍ବେର ଅକ୍ସର ନାମକ ଜଣେ ୧୯ ବର୍ଷୀୟ ନୌଯବାନ ଏକ ବିରଳ ମାଛ ଧରିଛନ୍ତି। ଏବେ ଏହି ମାଛର ଫଟୋ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ମାଛଟିକୁ ଦେଖିଲେ ଭୟରେ ଦେହ ଥରି ଉଠିବ। ଅକ୍ସର ମାଛ ଧରିବାକୁ…
ଝିଅ ବାହାଘର ହେଉଛି ୫୧ ଟଙ୍କାରେ
ରାଞ୍ଚି: ହଜାର କି ଶହେ ନୁହେଁ ୫୧ ଟଙ୍କାରେ ଝିଅ ବାହାଘର ହେଉଛି ରାଞ୍ଚିର ପାହାଡି ମନ୍ଦିରରେ। ଏହି ମନ୍ଦିରରେ ପୂଜା କରିବା ବ୍ୟୟବହୁଳ ହୋଇଥିତ୍ବାବେଳେ ବାହାଘର ପୂରା କମ୍ ଖର୍ଚ୍ଚରେ କରାଯାଉଛି। ଅନ୍ତ୍ୟୋଦୟ ଓ ଲଲକାର୍ଡଧାରୀମାନଙ୍କୁ ଯେମିତି ସରକାରୀ ଯୋଜନାରୁ…
୨୦ ବର୍ଷ ପରେ କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଲେ
ଅହମ୍ମଦାବାଦ: ଦୁର୍ଘଟଣାରେ ଜଣେ ପଙ୍ଗୁ ହୋଇଯିବା ପରେ ଦୀର୍ଘ ଦୁଇ ଦଶନ୍ଧି ପରେ କ୍ଷତିପୂରଣ ପାଇବା ଘଟଣା ଏବେ ସାମନାକୁ ଆସିଛି। ଗୁଜରାଟର ଅହମ୍ମଦାବାଦରେ ରହୁଥିବା ମନୀଷ ଖ୍ରୀଷ୍ଟି ଏକ ଦୁର୍ଘଟଣାରେ ପଙ୍ଗୁ ହୋଇଯିବା ପରେ କ୍ଷତିପୂରଣ ପାଇବାକୁ ମିର୍ଜାପୁର ଗ୍ରାମୀଣ…
୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ
ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍ସିଂହପୁର ଜିଲାରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ଗୁରୁବାର କଟକ ଜିଲା ସାଲେପୁରର ଜନୈକ ଦୋଷୀଙ୍କୁ…
ଗହମ ବ୍ୟତୀତ ଖାଆନ୍ତୁ ଏସବୁ ଶସ୍ୟରୁ ପ୍ରସ୍ତୁତ ରୁଟି, ମିଳିବ ଅନେକ ରୋଗରୁ ମୁକ୍ତି
ଖାଦ୍ୟରେ ରୁଟିକୁ ସମ୍ପୂର୍ଣ୍ଣ ଆହାର କୁହାଯାଇଥାଏ। ଦିନରେ ହେଉ କି ରାତିରେ। ରୁଟି ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି। ତେବେ ଜାଣନ୍ତୁ ଭିନ୍ନ ଭିନ୍ନ ଶସ୍ୟରୁ ପ୍ରସ୍ତୁତ ରୁଟି ଖାଇଲେ କ’ଣ ସବୁ ଉପକାର ମିଳିଥାଏ।…
Archives


