Home Left

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ୍‌, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ବାରିପଦା,…

ଶୀତଦିନରେ ବୁଟ୍ସ ଦେବ ଷ୍ଟାଇଲିଶ୍‌ ଲୁକ୍‌

ଶୀତଦିନରେ ନିଜକୁ ଷ୍ଟାଇଲିଶ୍‌ ଦେଖାଇବାକୁ ହେଲେ ଅନେକ ଉପାୟ ରହିଛି । ଏହି ସିଜିନ୍‌ରେ ନିଜ ଲୁକ୍‌କୁ ଷ୍ଟାଇଲିଶ୍‌ କରିବାକୁ ହେଲେ ବୁଟ୍ସ ଭଲ ଅପ୍‌ସନ୍‌ । ଆପଣ ଦେଖିଥିବେ ଅନ୍‌ଲାଇନ୍‌ ହେଉ କି ଅଫ୍‌ଲାଇନ୍‌ ସବୁ ଜାଗାରେ ବୁଟ୍ସ ନଜର…

କର୍ମଜୀବୀ ଓ ମେକ୍‌ଅପ

ଓ୍ବାର୍କିଂ ଓ୍ବମେନ ଅର୍ଥାତ୍‌ କର୍ମଜୀବୀ ମହିଳା ନିଜର ଦୈନନ୍ଦିନ କାମକୁ ନେଇ ଏତେ ବ୍ୟସ୍ତ ଯେ ନିଜ ସୌନ୍ଦର୍ଯ୍ୟକୁ ଚମକଦାର ରଖିବା ପାଇଁ ଆବଶ୍ୟକ ସମୟ ଦେଇପାରି ନ ଥାନ୍ତି। ହେଲେ ଖୁବ୍‌ ଅଳ୍ପ ସମୟ ମଧ୍ୟରେ ସେମାନେ ନିଜକୁ ବେଶ୍‌…

ଲିଙ୍ଗଭିତ୍ତିକ ହିଂସାର ବିଲୋପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପଠାଗଲା ପୋଷ୍ଟକାର୍ଡ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ସହର ହେଉ ବା ଗ୍ରାମାଞ୍ଚଳ, ସବୁଠାରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାୟ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ମହିଳା, ଯୁବତୀ ତଥା ବାଳିକାଙ୍କ ସହ ନିର୍ଯାତନା ଓ ପାଶବିକ ଅତ୍ୟାଚାର ହେଉଛି।…

ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲା: ତଦନ୍ତ ଲାଗି ଏସ୍‌ଆଇଟି ଗଠିତ

ହାଇଦ୍ରାବାଦ, ୧୦ା୧୨: ପ୍ରାଣୀ ଚିକିତ୍ସକ ପ୍ରିୟଙ୍କା ରେଡ୍ଡୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ତେଲଙ୍ଗାନା ପୋଲିସ ଏନ୍‌କାଉଣ୍ଟର କରି ମାରିବା ଘଟଣାର ତଦନ୍ତ ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରିଛନ୍ତି। ଅଭିଯୁକ୍ତଙ୍କ…

ଜେଏନ୍‌ୟୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ

ନୂଆଦିଲ୍ଲୀ, ୧୦ା୧୨: ହଷ୍ଟେଲ ଫି ବୃଦ୍ଧି ପ୍ରତିବାଦରେ ନୂଆଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ର ଛାତ୍ରୀଛାତ୍ରମାନେ ବିକ୍ଷୋଭ କରିବା ସହ ସରୋଜିନୀ ନଗର ଅଞ୍ଚଳରୁ ରାଷ୍ଟ୍ରପତି ଭବନ ଆଡ଼କୁ ଯାଉଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇବାକୁ ଯାଇ ଲାଠିଚାର୍ଜ କରିଛି। ଭିକାଜି କାମା…

ସୋସିଆଲ ମିଡିଆ ସହ ଆଧାର ଲିଙ୍କ୍‌: ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

ନୂଆଦିଲ୍ଲୀ,୧୦ା୧୨(ପ.ଟି.): ସୋସିଆଲ୍‌ ମିଡିଆକୁ ଆଧାର, ପାନ୍‌ କିମ୍ବା ଭୋଟର ପରିଚୟପତ୍ର ସହ ସଂଯୋଗ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟ ସୋମବାର ମନା କରିଦେଇଛନ୍ତି। ଏହା ଦ୍ୱାରା ସାଧାରଣ ଆକାଉଣ୍ଟଧାରୀଙ୍କ ତଥ୍ୟ ବିଦେଶକୁ ଚାଲିଯିବ ବୋଲି ଅଦାଲତ କହିଛନ୍ତି। ମୁଖ୍ୟ…

ଟୁଥ୍‌ପେଷ୍ଟରେ ଥିବା ଲେବଲ୍‌ର ରଙ୍ଗ କ’ଣ ସୂଚନା ଦିଏ

ଟୁଥପେଷ୍ଟ ଆମ ନିତିଦିନିଆ ଜୀବନର ଏକ ନିହାତି ଦରକାରୀ ଜିନିଷ। ରାତି ପାହିଲେ ପିଲାଠାରୁ ବୟସ୍କ ସମସ୍ତେ ଏହାକୁ ଖୋଜି ବସନ୍ତି। ହେଲେ ଏଥିରେ ଥିବା ଲେବଲ୍‌ର ରଙ୍ଗକୁ ନ ଦେଖି ଯଦି ଟୁଥପେଷ୍ଟ ବ୍ୟବହାର କରାଯାଏ ତେବେ ଏହା ଶରୀର…

ଶଙ୍ଖାବାଲୀର ଶଙ୍ଖା, ଚୁଡ଼ି କିମିଆ

ଆରଡ଼ି, ୧୦।୧୨ (ଡି.ଏନ.ଏ.)- ଶଙ୍ଖା, ଚୁଡ଼ି, ସିନ୍ଦୂର ସୌଭାଗ୍ୟର ପ୍ରତୀକ। କାହିଁ କେଉଁ କାଳରୁ ବିବାହିତ ସଧବା ମହିଳାମାନେ ଏହାକୁ ପିନ୍ଧି ଆସୁଛନ୍ତି। ଆଜିକାଲି ହାଟବଜାରରେ ଲେଡିଜ କର୍ନ୍ନର ଓ ଫ୍ୟାଶନ ସେଣ୍ଟରରେ ଶଙ୍ଖାସିନ୍ଦୂର ଭଳି ନାନା ପ୍ରସାଧନ ସାମଗ୍ରୀ ବିକ୍ରି…

କଲେଜ ଛାତ୍ରଙ୍କ କମାଲ:ବାଇକ୍‌ ପରି ଗଡୁଛି ସାଇକେଲ

ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍‌ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ ରହିଛି। ୩ ଘଣ୍ଟା ବ୍ୟାଟେରୀ ଚାର୍ଜ ହେଲେ ୪୦ କି.ମି. ପର୍ଯ୍ୟନ୍ତ ଯାଉଛି। ମୋବାଇଲ…

ଭଙ୍ଗାଗଲା ମଙ୍ଗୁ ମଠ

ପୁରୀ ଅଫିସ, ୧୦।୧୨:ବହୁ ବାଦ ବିବାଦ ପରେ ଶେଷରେ ଉଚ୍ଛେଦ ହୋଇଛି ମଙ୍ଗୁ ମଠ। ସୋମବାର ମଠର ବ୍ୟବସାୟିକ କୋଠା ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଏହି ମଠକୁ ସୁରକ୍ଷା ଦେବା ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ ହୋଇଥିଲା। ଏମିତି କି…

ଟାଣିନେଲା ୩୩ କେଭି ବିଦ୍ୟୁତ୍‌: ଜଳିଗଲେ ରଙ୍ଗମିସ୍ତ୍ରି, ଅନ୍ୟ ଜଣେ ଗୁରୁତର

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶିଶୁ ବିହାରରେ ସୋମବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ଘରର ରଙ୍ଗ କାମ ଚାଲିଥିବାବେଳେ ଜଣେ ଯୁବକଙ୍କୁ ଯମ ଭଳି ଟାଣି ନେଇଥିଲା ୩୩ କେଭି ବିଦ୍ୟୁତ୍‌ ତାର। କେହି କିଛି ବୁଝିବା ପୂର୍ବରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?