Home Left

ଚିଦାମ୍ବରମଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୧୯।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୁଣିଥରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ଲାଗିଛି ଝଟ୍‌କା। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ଗୁରୁବାର ପୁଣିଥରେ ତାଙ୍କୁ ବିଚାର ବିଭାଗୀୟ ଅଦାଲତକୁ ପଠାଇ ଦେଇଛନ୍ତି। ଏବେ ସେ ୧୪ ଦିନ ଅର୍ଥାତ୍‌ ଅକ୍ଟୋବର ୩…

ଆଜିର ଦିନରେ ହୋଇଥିଲା ଛ’ ଛକାର ରେକର୍ଡ, ଟୁଇଟ୍‌ କଲେ ଯୁବି

ନୂଆଦିଲ୍ଲୀ,୧୯।୯: ଆଜିକୁ ଠିକ ୧୨ ବର୍ଷ ତଳେ ଯୁବରାଜ ସିଂ (ଯୁବି) ଗୋଟିଏ ଓଭରରେ ଛ’ ଛକା ଲଗାଇଥିଲେ। ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଭାରତକୁ ଭେଟିଥିଲା ଇଂଲଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୧୮ତମ ଓଭର ସୁଦ୍ଧା ୩…

ପୁଣି ମାମୁ ହେବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ଙ୍କ ଘରକୁ ପୁଣି ଜଣେ କୁନି ଅତିଥି ଆସିବାକୁ ଯାଉଛନ୍ତି। ତାଙ୍କ ଭଉଣୀ ଅର୍ପିତା ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି। ଆଇଫା ଆଓ୍ବାର୍ଡ ସମାରୋହରେ ଯୋଗଦେବା ଅବସରରେ ଅର୍ପିତା ଏବଂ ଆୟୁଷ୍‌ ନିଜେ ଏକଥା ଖୁଲାସା…

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ସାଇକେଲ ଆରୋହୀଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ…

ସିବିଆଇକୁ ମିଳିଲା ରାଜୀବଙ୍କ ଠିକଣା

କୋଲକାତା,୧୯।୯: ଶାରଦା ଚିଟପଣ୍ଡ ମାମଲାରେ ଛନ୍ଦି ହୋଇଥିବା କୋଲକାତାର ପୂର୍ବତନ କମିଶନର ରାଜୀବ କୁମାରଙ୍କ ଠିକଣା ମିଳିଛି। ଗୁରୁବାର ରାଜୀବଙ୍କ ଠିକଣା ମିଳିବା ପରେ ସିବିଆଇର ଗୋଟିଏ ଟିମ୍‌ ସିଜିଓ କମ୍ଲେକ୍ସ ଯାଇଥିବା ବେଳେ ଅନ୍ୟ ଟିମ୍‌ କୋଲକାତା ସ୍ଥିତ ୩୪-ପାର୍କ…

ଖୁବ୍‌ଶୀଘ୍ର ରିଲିଜ୍‌ ହେବ ହାଉସ୍‌ ଫୁଲ୍‌-୪ର ଟ୍ରେଲର୍‌

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ହାଉସ୍‌ ଫୁଲ-୪’କୁ ତାଙ୍କର ଫ୍ୟାନମାନେ ଅପେକ୍ଷା ରଖିଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାର ଟ୍ରେଲର୍‌ ରିଲିଜ୍‌ ହେବ ବୋଲି ଘୋଷଣା କରିଛନ୍ତି ଫିଲ୍ମର ନିର୍ମାତା। ସୂଚନା ଅନୁଯାୟୀ ଏହାର ଟ୍ରେଲର ଆସନ୍ତା…

ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ନ କରିପାରି ପ୍ରୟାଗରାଜରେ ସଫ୍ଟ ଲ୍ୟାଣ୍ଡିଂ କଲେ ଯୁବକ

ପ୍ରୟାଗରାଜ,୧୯।୯: ପ୍ରୟାଗରାଜରେ ୩ଦିନରୁ ଜାରି ରହିଥିବା ଡ୍ରାମା ବୁଧବାର ଶେଷ ହୋଇଛି। ଫିଲ୍ମ ସୋଲେରେ ଯେଉଁଭଳି ଧର୍ମେନ୍ଦ୍ର ଟାଓ୍ବାର ଉପରେ ଚଢ଼ି ବାସନ୍ତୀ ସହ ବିବାହ ପାଇଁ ଜିଦ୍‌ ଧରିଥିଲେ। ସେହିପରି ଚନ୍ଦ୍ରକୁ ଯାଇଥିବା ବିକ୍ରମ ଲ୍ୟାଣ୍ଡର ସହ ସମ୍ପର୍କ କରିବା…

‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ବଡ଼ ଘୋଷଣା କରିପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୧୯।୯: ଆସନ୍ତା ୨୨ରେ ଆମେରିକାର ହ୍ୟୁଷ୍ଟନଠାରେ ପାଖାପାଖି ୫୦ ହଜାର ଭାରତୀୟଙ୍କୁ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଯୋଗ ଦେବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ…

ଶାହଙ୍କୁ ଭେଟିଲେ ମମତା: ଏନ୍‌ଆର୍‌ସିକୁ ନେଇ ଭୟ କରୁଛନ୍ତି ଲୋକେ; ହଇରାଣ ନ କରିବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୧୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଗୁରୁବାର ଭେଟିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଏନ୍‌ଆର୍‌ସି ନେଇ ଆଲୋଚନା ହୋଇଥିବା କୁହାଯାଉଛି। ଏନ୍‌ଆର୍‌ସି ନେଇ ଲୋକେ ଭୟ କରୁଥିବା ମମତା କହିଛନ୍ତି। ତେଣୁ ଏହାକୁ ନେଇ…

ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ତାଲିବାନ

କାବୁଲ,୧୯।୯: ଦକ୍ଷିଣ ଆଫଗିସ୍ତାନର ଜାବୁଲ ସହରରେ ଗୁରୁବାର ହୋଇଥିବା ବିସ୍ଫୋରଣରେ ଏବେ ସୁଦ୍ଧା ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ଅନୁମାନ କରାଯାଉଛି। ଏହି…

ସାଲେପୁର ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ପ୍ରସଙ୍ଗ: ନାବାଳିକାଙ୍କ ପରିବାର କହିଲେ ‘୧୭ ମାସ ପରେ ନ୍ୟାୟ ମିଳିଛି’

ନିଶ୍ଚିନ୍ତକୋଇଲି, ୧୯।୯(ସ୍ବ.ପ୍ର.): ୨୦୧୮ରେ ସାଲେପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଗୁରୁବାର ଦୋଷୀ ମହମ୍ମଦ ମୁସ୍ତାକଙ୍କୁ କଟକର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ…

କମିଲା ଆରସିବି, କେକେଆର ବ୍ରାଣ୍ଡଭାଲ୍ୟୁ

ମୁମ୍ବାଇ,୧୯।୯: ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱ କ୍ରିକେଟର ସୁପରଷ୍ଟାର। ହେଲେ ତାଙ୍କ ନେତୃତ୍ୱାଧୀନ ଆଇପିଏଲ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରୁଛି। ଦଳ ଗତ କିଛିବର୍ଷ ହେଲା ପ୍ଲେଅଫ୍‌ରେ ପ୍ରବେଶ କରିପାରି ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri