କୋମାରୁ ବାହାରିବା ପରେ ଯୁବକ କହିଲେ ଅଲଗା ଦେଶର ଭାଷା
ଅଷ୍ଟ୍ରେଲିଆର ଜଣେ ୨୭ ବର୍ଷୀୟ ଯୁବକ ଏକ ସଡ଼କ ଦୁର୍ଘଟଣାରେ କୋମାକୁ ଚାଲିଯାଇଥିଲେ। ଯେତେବେଳେ କୋମାରୁ ବାହାରିଲେ ସେତେବେଳେ ନିଜର ମୂଳଭାଷା ପରିବର୍ତ୍ତେ ଅଲଗା ଦେଶର ଭାଷା କହିବାକୁ ଲାଗିଲେ। ଯାହା ଶୁଣି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକ ରିପୋର୍ଟରୁ ପ୍ରକାଶ,…
ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ
ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବରଗଡ଼ ଜିଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…
ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ
ରାଜନଗର,୧୯।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି।…
ଭାତ-ଡାଲି ଆନୁବଂଶିକ ରୋଗରୁ ଦେବ ମୁକ୍ତି
ବର୍ଲିନ୍,୧୯।୯: ଭାରତୀୟ ଖାଦ୍ୟ ଭାତ-ଡାଲି ଆନୁବଂଶିକ ରୋଗରୁ ମୁକ୍ତି ଦେବ। ଜର୍ମାନୀର ଲ୍ୟୁବେକ୍ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ପ୍ରକାଶ ପାଇଛି। ଆନୁବଂଶିକ ରୋଗ ପାଇଁ ଡିଏନ୍ଏ ସଂରଞ୍ଚନା ଦାୟୀ ରହିବା ସହିତ ଖାଦ୍ୟପେୟର ମଧ୍ୟ ପ୍ରଭାବ ରହିଛି…
ଆଇଫା ଆଓ୍ବାର୍ଡରେ ଘଟିଲା ଏମିତି, ନ ହସି ରହି ପାରିଲେନି ଦୀପିକା
ବହୁ ପ୍ରତୀକ୍ଷିତ ଆଇଫା ଆଓ୍ବାର୍ଡ ୨୦୧୯ ବୁଧବାର ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ବଲିଉଡ୍ ଅଭିନେତ୍ରୀ, ଅଭିନେତାଙ୍କ ଜଲ୍ଓ୍ବା ଦେଖିବାକୁ ମିଳିଥିଲା। ଗ୍ରୀନ୍ କାର୍ପେଟ୍ ଉପରେ ଷ୍ଟାରମାନେ ଭିନ୍ନ ଭିନ୍ ଷ୍ଟାଇଲ୍ ଆଉ ଲୁକ୍ରେ ଦର୍ଶକଙ୍କ ସାମ୍ନାକୁ ଆସିଥିଲେ। ଆଓ୍ବାର୍ଡ ଶୋ’ରେ…
୧୪୪ ଆସନ ନ ମିଳିଲେ ଭାଜପା ସହ ମେଣ୍ଟ କରିବନି ଶିବସେନା
ମୁମ୍ବାଇ,୧୯।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି। ଏମିତିକି ପ୍ରାୟ ସବୁ ଦଳ ଆସନ ବାଣ୍ଟିବା କାମ ସାରିଲେଣି କହିଲେ ଚଳେ। କିନ୍ତୁ ଏପର୍ଯ୍ୟନ୍ତ ଭାଜପା ଓ…
ଅନ୍ତିମ ସଂସ୍କାର ପାଇଁ ବୃଦ୍ଧାଙ୍କ ମୃତଦେହକୁ କାନ୍ଧରେ ବୋହିଲେ ବୋହୂ ଓ ଝିଅ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ବାରାଣାସୀ,୧୯।୯: ଜଣେ ୭୫ ବର୍ଷ ବୟସ୍କା ବୃଦ୍ଧାଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାରରେ ପରିବାରର ବୋହୂ ଓ ଝିଅ ମାନେ ମିଳିମିଶି ମୃତଦେହକୁ କାନ୍ଧରେ ଶ୍ମଶାନକୁ ବୋହି ନେଇଛନ୍ତି। ସେଠାରେ ଝିଅ ବୃଦ୍ଧାଙ୍କୁ ମୁଖାଗ୍ନି ଦେଇଛନ୍ତି। ଏପରି ଏକ ନିଆରା ଘଟଣା…
ଗତିପଥ ବଦଳାଇଲା ମଙ୍ଗଳା ମୁହାଣ
ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି। ଗତ କିଛିଦିନ ହେବ ମଙ୍ଗଳା ନଦୀ ମୁହାଣ ପୋତିହୋଇ ସଙ୍କୁଚିତ ହୋଇଯାଇଥିଲା। ଏବେ…
କଂଗ୍ରେସକୁ ପୁଣି ଝଟ୍କା
ନୂଆଦିଲ୍ଲୀ,୧୯।୯: ଝାଡ଼ଖଣ୍ଡ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିବା ଡ. ଅଜୟ କୁମାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ସେ ଦିଲ୍ଲୀରେ ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗ ଦେଇଛନ୍ତି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କ ଉପସ୍ଥିତିରେ ସେ ଏଏପିରେ ଯୋଗ ଦେଇଥିବା…
ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି
ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏଥିପାଇଁ ବର୍ତ୍ତମାନ ଡିଜିପିଏସ୍ ମ୍ୟାପିଂ ଚାଲିଛି। ତେବେ ଏହା ପୂର୍ବରୁ ମେଘନାଦ…
ଜୋର୍ କା ଝଟ୍କା
ଚଳିତ ମାସ ୨୦ରେ ରିଲିଜ୍ ହେବାକୁ ଯାଉଛି ଓଡ଼ିଆ ଚଳଚ୍ଚିତ୍ର ‘ଜୋର୍ କା ଝଟ୍କା’। କମେଡିଭିତ୍ତିକ ଏହି ଫିଲ୍ମଟିର କାହାଣୀରେ ଏଭଳି ମସଲା ରହିଛି, ଯାହା ଯୁବପିଢ଼ିଙ୍କୁ ନିଶ୍ଚୟ ପ୍ରଭାବିତ କରିବ ବୋଲି ଆଶା ରଖିଛନ୍ତି ନବାଗତ ପ୍ରଯୋଜକ ଅଶୋକ ବେହେରା…
ଟୁ-ଇନ୍-ଓ୍ବାନ୍ ଅଭି
ଥରେ ଅପେରା ସିଜନ ଅଧାରେ ଏକ ପାର୍ଟିର ଆଙ୍କର କୌଣସି କାରଣବଶତଃ ପାର୍ଟି ଛାଡ଼ି ଚାଲିଗଲେ। ଠିକ୍ ସେତିକିବେଳେ ଜଲିଉଡ୍ର ବର୍ଷୀୟାନ ଅଭିନେତା କୈଳାସ ବେହେରା ଜଣେ ଅଭିନେତାଙ୍କୁ ଏହି ଦାୟିତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ଆଉ ସେହି ସୁଯୋଗ ପାଇବା…
Archives


