ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ବଦଳିଲେ ବିପିଏମ୍, ବିଏଏମ୍
ହାଟଡ଼ିହୀ,୧୯।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର(ବିପିଏମ୍) ଏବଂ ବ୍ଲକ ଆକାଉଣ୍ଟସ୍ ମ୍ୟାନେଜର (ବିଏଏମ୍)ଙ୍କ ବଦଳି ହୋଇଛି। ସେମାନଙ୍କ ସହ ମୋଟ ୫୧ଜଣଙ୍କର ବଦଳି ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସା ଓ…
ପ୍ରେମ ଅନ୍ତରାଳେ
ସୋନି ବସ୍ତିରେ ରହେ। ବଡ଼ ଭଉଣୀର ସେହି ବସ୍ତିରେ ଗୋଟିଏ ଢାବା ରହିଛି। ପ୍ରାୟ ଅନେକ ସମୟରେ ଜଣେ ଯୁବକ ସେହି ଢାବାକୁ ଖାଇବାକୁ ଆସେ। ଏମିତି କେତେଥର ଦେଖାହେବା ପରେ ସୋନି ପ୍ରେମରେ ପଡ଼ିଯାଇଛି ସେହି ଯୁବକ। ଆଉ ତା’ପରେ…
ଭାରତର ଜାତୀୟ ସଙ୍ଗୀତ ସ୍ବରରେ ଝୁମିଲେ ଆମେରିକା ଆର୍ମି ବ୍ୟାଣ୍ଡ
ଓ୍ବାଶିଂଟନ,୧୯।୯: ଆମେରିକାର ମ୍ୟାକୋର୍ଡ ସ୍ଥିତ ଜଏଣ୍ଟ ବେସ ଲେବିସରେ ଭାରତ-ଆମେରିକା ମଧ୍ୟରେ ୧୯ତମ ସଂଯୁକ୍ତ ଯୁଦ୍ଧାଭ୍ୟାସ ଚାଲିଛି। ଏହି ଅବସରରେ ଆମେରିକାର ଆର୍ମି ବ୍ୟାଣ୍ଡ ଭାରତର ରାଷ୍ଟ୍ରଗାନ ବା ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ବଜାଇ ଏହାକୁ ସମ୍ମାନ ଦେଇଛନ୍ତି।…
ଆତଙ୍କବାଦୀଙ୍କୁ ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍ଙ୍କ ପରାମର୍ଶ
ଇସଲାମାବାଦ୍,୧୯।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଆତଙ୍କବାଦୀଙ୍କୁ ପରାମର୍ଶ ଦେଇଛନ୍ତି। ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍ କହିଛନ୍ତି। ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ତୋରଖାମ୍ ଟର୍ମିନାଲର ଲୋକାର୍ପଣ ଉତ୍ସବରେ ଯୋଗଦେଇ ସେ ଏପରି କହିଛନ୍ତି। ଭାରତ ବିନା ସୂଚନାରେ ଯେ କୌଣସି ପଦକ୍ଷେପ…
ଚୁଜି ହେଲେଣି ଅନନ୍ୟା
ନବାଗତା ଅନନ୍ୟା ଏବେ ଚୁଜି ହେଲେଣି। ଭୂମିକା ହେଉ କି କାହାଣୀ ଯଦି ପସନ୍ଦ ନ ହେଲା ତେବେ ସିଧା ସିଧା ମନା କରିଦେଉଛନ୍ତି। ନିକଟରେ ଏପରି ୩-୪ଟି ଅଫର ହାତଛଡ଼ା କରିଛନ୍ତି ଚଙ୍କି ପାଣ୍ଡେଙ୍କ ଏହି କନ୍ୟା। ‘ପ୍ରଥମେ କାହାଣୀ…
ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଅଭୁଲା ଦିନ, ଜାଣନ୍ତୁ କାହିଁକି
ଆଜିର ଦିନ ଭାରତୀୟ କ୍ରିକେଟ ପାଇଁ ଏକ ଐତିହାସିକ ଦିନ। ବିଶେଷ କରି ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂଙ୍କ ପାଇଁ ଆଜିର ଦିନ ଏକ ଅଭୁଲା ଦିନ। ୨୦୦୭ ଟି-୨୦ କ୍ରିକେଟ ବିଶ୍ୱକପ ଯୁବରାଜ ସିଂ ଯେଉଁ କୀର୍ତ୍ତିମାନ ସ୍ଥାପନ…
୨୫ବର୍ଷ ପରେ…
ବଲିଉଡ୍ର ଅନ୍ୟତମ ଲୋକପ୍ରିୟ ଅଭିନେତା ରିଷି କପୁର। ଯୁବାବସ୍ଥାରେ ସେ ନିଜକୁ ଜଣେ ରୋମାଣ୍ଟିକ ନାୟକ ଭାବରେ ପରିଚୟ ସୃଷ୍ଟି କରିଥିଲେ। ‘ବବି, ପ୍ରେମ ରୋଗ, ସରଗମ୍, କର୍ଜ, ନସିବ ଅପନା ଅପନା, ଦୋସ୍ତି ଦୁସ୍ମନୀ, ନାଗିନା, ଚାନ୍ଦିନୀ, ହେନା, ବୋଲ୍…
ବିବାହ କଥା ଲୁଚାଇଥିଲେ ଏହିସବୁ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀମାନେ ଲାଇମ୍ ଲାଇଟ୍ ପରେ ବି କିଛି କଥାକୁ ସିିକ୍ରେଟ୍ ରଖିଥାନ୍ତି। ଏପରିକି ଫ୍ୟାନ୍ମାନଙ୍କୁ ବର୍ଷବର୍ଷ ଧରି ଏସବୁ କଥା ଜଣାପଡ଼ି ନ ଥାଏ। ଆଉ ଯେତେବେଳେ ଜଣାପଡ଼େ ସମସ୍ତେ ଆଶ୍ଚର୍ଯ୍ୟ ହୋଇଥା’ନ୍ତି। ଆଜି ଏମିତି କିଛି ଅଭିନେତ୍ରୀଙ୍କ ସମ୍ପର୍କରେ…
ଅଡୁଆ କଲା କିସ୍
ଆଲିୟା କେତେ ଆଶା ବାନ୍ଧି ବସିଥିଲେ। ବଲିଉଡ୍ର ଆଗଧାଡ଼ିର ଅଭିନେତା ସଲମାନ ଖାନ୍ଙ୍କ ସହ ଅଭିନୟ କରିବେ। ହେଲେ ସବୁ ଆଶା ପାଣି ଫୋଟକା ପରି ମିଳାଇ ଗଲା। ମାତ୍ର ଗୋଟିଏ ସିନ୍ ପାଇଁ ସେ ଏଥିରେ ଅଭିନୟ କରିବେ ନାହିଁ…
ରାନି ପ୍ରନ
ଆମିଷ ଭିତରେ ଚିଙ୍ଗୁଡିକୁ ବିଭିନ୍ନ ରଙ୍ଗ ଦେଇ ପରଷା ଯାଇଥାଏ। ଷ୍ଟାର୍ଟରଠାରୁ ନେଇ ମେନ୍ କୋର୍ସରେ ସମସ୍ତେ ପସନ୍ଦ କରନ୍ତି ଏହି ଖାଦ୍ୟକୁ। ସେହିଭଳି ରାନି ପ୍ରନ ହେଉଛି ଚିଙ୍ଗୁଡିର ଏକ ସ୍ବତନ୍ତ୍ର ପ୍ରସ୍ତୁତି। ଭୁବନେଶ୍ୱରରେ ଖୁବ୍ କମ୍ ରେସ୍ତୋରଁ।ରେ ଏହା…
ଧୋନୀଙ୍କ ଠାରୁ ଅନେକ କିଛି ଶିଖିବାର ଅଛି
ଦୀର୍ଘବର୍ଷ ଧରି ଓଡ଼ିଶା କ୍ରିକେଟ ଦଳର ଫିଜିଓ ଦାୟିତ୍ୱରେ ଅଛନ୍ତି ଶୁଭକାନ୍ତ ସାହୁ। ଏପରିକି ପ୍ରଥମ ଓଡ଼ିଆ ଭାବେ ବିସିସିଆଇର ଲେଭଲ-୧ ଫିଜିଓ କୋର୍ସରେ ସେ ଉନ୍ନୀତ ହୋଇଥିଲେ। ପିତା ନବକିଶୋର ସାହୁ ଓ ମା’ ଶାନ୍ତିଲତା ସାହୁଙ୍କ ପୁଅ ଶୁଭକାନ୍ତଙ୍କ…
‘୫ମାସ କୋମାକୁ ଚାଲିିଯାଇଥିଲି’
ରତ୍ନାକର ରାଉତ। ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ବୋଇତା ଗ୍ରାମରେ ୧୯୬୧ମସିହା ଅଗଷ୍ଟ ୨୮ରେ ତାଙ୍କର ଜନ୍ମ। ଫକୀର ମୋହନ କଲେଜରୁ ସ୍ନାତକ ଓ ରେଭେନ୍ସାରେ ସ୍ନାତ୍ତକୋତର ପରେ ଏମ୍ଫିଲ୍ କରିବା ସମୟରେ ସେ ୧୯୮୫ ଜୁନ୍ରେ ପାଇଥିଲେ ଓଏଏସ୍…
Archives


