Home Left

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଶହିଦ ଯବାନଙ୍କ ପରିବାର

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ପରିବାର। କେବଳ ଶହିଦଙ୍କ ମା’ ହିଁ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଇପାରିବେ। ମେ ୩୦ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ଭବନରେ ଏହି ଶପଥ...

ପଞ୍ଚାୟତ ସଭା ଚାଲିଥିବା ବେଳେ ତଡ଼ା ଖାଇଲେ ସରପଞ୍ଚଙ୍କ ସ୍ବାମୀ

ଆନନ୍ଦପୁର,୩୦।୫: ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଚାୟତର ସଭା ଚାଲିଥିବା ବେଳେ ସରପଞ୍ଚଙ୍କ ସ୍ବାମୀଙ୍କୁ ତଡ଼ା ଖାଇବାକୁ ପଡ଼ିଛି। ସୂଚନାଯୋଗ୍ୟ, ମହିଳା ସରପଞ୍ଚଙ୍କ ଅନୁପସ୍ଥିତିରେ ତାଙ୍କ ସ୍ବାମୀଙ୍କ ଦାରା ଚାଲିଥିବା ସଭାକୁ ପଞ୍ଚାୟତ ପ୍ରତିନିଧି...

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆନ୍ଧ୍ରର ବିଭାଜନ ପରେ ସେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଅପରାହ୍ନ ୧୨ଟା...

ଉତ୍ସାହିତ କରେ ପ୍ରଶଂସକଙ୍କ ଭଲପାଇବା

ଗତବର୍ଷ ଜୁନ ମାସରେ ରାଜସ୍ଥାନରେ ଓଡ଼ିଆ ଚଳଚ୍ଚିତ୍ର ‘ଲୋକାଲ ଟୋକା ଲଭ ଚୋଖା’ର ଶୁଟିଂ ହେଉଥାଏ। ସୁଧାଂଶୁ ମୋହନ ସାହୁଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହୋଇଥିବା ଏହି ଚଳଚ୍ଚିତ୍ରରେ ରାଜସ୍ଥାନରେ ମୋଟ ୬ ଦିନର ଶୁଟିଂ ଦିନ ଧାର୍ଯ୍ୟ ହୋଇଥିଲା। ଭୋର...

ନିଜ ପଦରୁ ଇସ୍ତଫା ଦେଲେ ମଣିପୁରର ୧୨ କଂଗ୍ରେସ ବିଧାୟକ

ଇମ୍ଫାଲ,୩୦।୫: ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ସଙ୍କଟ ଲାଗି ରହିଛି। ମଣିପୁର ବିଧାନସଭାର ୧୨ ଜଣ ବିଧାୟକ ଗୁରୁବାର ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ରୁ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି। ଏମାନେ ଦଳ ତ୍ୟାଗ...

ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ

ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ଓ ବାବା ଅନନ୍ତ ନାରାୟଣ କ୍ରିକେଟ...

ସାପୁଆ କେଳାଙ୍କ ନାଗେଶ୍ୱରୀ ଧ୍ୱନୀ ପିଲାଙ୍କ ମସ୍ତିଷ୍କ ବିକାଶ କରେ: ରିପୋର୍ଟ

ଜେନେଭା,୩୦।୫: ଭାରତରେ ସାପୁଆ କେଳା ସାପ ଖେଳ ସମୟରେ ବଜାଉଥିବା ନାଗେଶ୍ୱରୀ ଧ୍ୱନୀ ଛୋଟ ପିଲାଙ୍କ ମସ୍ତିଷ୍କ ବିକାଶରେ ସହାୟକ ହୋଇଥାଏ। ଏନେଇ ଜେନେଭା ବିଶ୍ୱ ବିଦ୍ୟାଳୟରେ ଗବେଷକଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସମୟ...

ଦ୍ୱିତୀୟ ପାଳିରେ ପ୍ରଥମ ବିଦେଶ ଗସ୍ତରେ ମାଳଦ୍ୱୀପ ଯିବେ ମୋଦି

ନୂଆଦିଲ୍ଲୀ, ୩୦।୫: ଲଗାତର ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ମୋଦି ମାଳଦ୍ୱୀପ ଗସ୍ତରେ ଯିବେ। ଦ୍ୱିତୀୟ ପାଳିରେ ଏହା ତାଙ୍କର ପ୍ରଥମ ବିଦେଶ ଗସ୍ତ ହେବ ବୋଲି ଜଣାପଡିଛି। ଜୁନ୍‌ ୭-୮ ତାରିରିଖରେ ସେଠାକୁ...

ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍‌ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି...

ରାହୁଲ ଗାନ୍ଧୀଙ୍କ ପାଇଁ ବ୍ରତ ରଖୁଥିବା ଅଭିନେତ୍ରୀ ମୋଦିଙ୍କୁ ନେଇ ଏମିତି କହିଲେ

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଇଁ ବ୍ରତ ରଖୁଥିବା ଟିଭି ଅଭିନେତ୍ରୀ ତଥା ମଡେଲ ମାହିକା ଶର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବଡ କଥା କହିଛନ୍ତି। ସାଧାରଣ ନିର୍ବାଚନରେ ମୋଦିଙ୍କ ଜବରଦସ୍ତ ବିଜୟ ପରେ ମାହିକା କହିଛନ୍ତି,...

ଏହି ମନ୍ଦିରରେ ଦେବୀ ରୂପରେ ପୂଜାପାଆନ୍ତି ମାଛର ହାଡ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତରେ ଏପରି କିଛି ମନ୍ଦିର ଅଛି, ଯାହାର ସ୍ବତନ୍ତ୍ର ପରମ୍ପରା ରହିଛି। ଏହି ମନ୍ଦିରମାନଙ୍କୁ ନେଇ ଅନେକ କିମ୍ବଦନ୍ତୀ ମଧ୍ୟ ରହିଛି। ଆପଣ କ’ଣ ଏପରି ଏକ ମନ୍ଦିର ବିଷୟରେ ଶୁଣିଛନ୍ତି ଯେଉଁଠି ମାଛର ହାଡକୁ ପୂଜା କରାଯାଏ। ତେବେ...

ଅର୍ବାନ କୋଅପରେଟିଭ୍‌ ବ୍ୟାଙ୍କ୍‌ ଋଣ ଠକେଇ: ୧୭ବର୍ଷ ପରେ ଆଉ ଜଣେ ଗିରଫ, ଜେଲ୍‌ ଗଲେ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଜାଲ୍‌ କାଗଜପତ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ନେଇ ପରବର୍ତ୍ତୀ ସମୟରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ୧୭ବର୍ଷ ପରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗନ୍ଦିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri