ଷ୍ଟାର ସ୍କ୍ରିନ୍ ଆଓ୍ବାର୍ଡରେ ଚମକିଲେ ବଲିଉଡ୍ କଳାକାର
ମୁମ୍ବାଇ: ମୁମ୍ବାଇର ଗୋରେଗାଓଁ ସ୍ଥିତ ଫିଲ୍ମ ସିଟିରେ ରବିବାର ଷ୍ଟାର ସ୍କ୍ରିନ୍ ଆଓ୍ବାର୍ଡସ୍ ଶୋ’ର ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବଲିଉଡ୍ରୁ ଆରମ୍ଭ କରି ଟେଲିଜଗତର ବହୁ ନାମୀଦାମି ବ୍ୟକ୍ତିବିଶେଷ ଯୋଗଦେଇଥିଲେ। ଏଥିରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ, ଅଭିନେତା ରଣବୀର…
ବିବାହ ଭୋଜିରେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର
ଚେନ୍ନାଇ,୯।୧୨: ତାମିଲନାଡୁରେ ପିଆଜ କିଲୋ ୨ ଶହ ଟଙ୍କାରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ଆୟୋଜିତ ଏକ ବିବାହ ଭୋଜିରେ ଅତିଥିମାନେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର ଦେଇଛନ୍ତି। ସ୍ଥାନୀୟ କୁଡ୍ଡାଲୋରରେ ହୋଇଥିବା ବିବାହ ଭୋଜିରେ ଶାହୁଲ ଏବଂ…
ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ
ହଜାରିବାଗ,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ଏବେ ଝାଡ଼ଖଣ୍ଡରେ ପହଞ୍ଚୁଥିବା ଦେଖାଯାଇଛି। ସୋମବାର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ହଜାରିବାଗ ଗସ୍ତ କରିଛନ୍ତି। ସେଠାରେ ସେ ଏକ ଜନସଭାକୁ…
ବିଦେଶ ଯାତ୍ରା କରିପାରିବେ ରବର୍ଟ
ନୂଆଦିଲ୍ଲୀ,୯।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ବିଦେଶ ଯାତ୍ରା କରିବାକୁ ଦିଲ୍ଲୀର ଏକ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେ ତାଙ୍କର ଚିକିତ୍ସା ଓ ବ୍ୟବସାୟ କାମରେ ବିଦେଶ ଯାତ୍ରା କରିପାରିବେ ବୋଲି କୋର୍ଟ କହିଛନ୍ତି।…
ଏନ୍ଆର୍ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ
ମୁମ୍ବାଇ,୯।୧୨: ବଲିଉଡ୍ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ପୁଣିଥରେ ସେ ଏମିତି ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଏନ୍ଆର୍ସିରୁ ଧ୍ୟାନ ହଟାଇବାକୁ…
ଡାଇବେଟିସ ରୋଗୀଙ୍କ ପାଇଁ ଲାଭଦାୟକ ସୋୟାବିନ୍
ଆମେରିକାସ୍ଥିତ ମାସାଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(ଏମ୍ଆଇଟି)ର ଏକ ଗବେଷଣାରୁ ଜଣାପଡ଼ିଛି, ଡାଇବେଟିସ ରୋଗୀଙ୍କ ପାଇଁ ସୋୟାବିନ ସବୁଠୁ ଲାଭଦାୟକ। ଏଥିରେ ଆଇସୋଫ୍ଲୋଭୋନେସ୍ ରହିଛି, ଯାହା ବ୍ଲଡ୍ ସୁଗାର ଓ କୋଲେଷ୍ଟରଲ ସ୍ତର କମ୍ କରିବାରେ ସାହାଯ୍ୟ କରିଥାଏ। ଏପରିକି ହୃଦ୍ଘାତ ଏବଂ କିଡ୍ନୀଜନିତ…
ପୃଥକ୍ ସଡ଼କ ଦୁର୍ଘଟଣା: ୨ ମୃତ
ଛତ୍ରପୁର,୯।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାର ପୃଥକ୍ ପୃଥକ୍ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଡିଭାଇଡରକୁ ଏକ ବାଇକ୍ ଧକ୍କା ଦେବା ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…
ଛୋଟ ପିଲା ଭାବି ଇଣ୍ଡଷ୍ଟ୍ରିରେ ମୋତେ ଗୁରୁତ୍ୱ ଦେଉ ନ ଥିଲେ
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ମାପିଚୁପି କଥା କହୁ ନ ଥିବା କଳାକାରଙ୍କ ମଧ୍ୟରୁ ବଲିଉଡ୍ ଅଭିନେତା ରିଷି କପୁର ଅନ୍ୟତମ। ବଲିଉଡ୍ ହେଉ କି ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ସେ ସ୍ପଷ୍ଟବାଦୀ କଥା କହିବାରେ ବିଶ୍ୱାସ ରଖନ୍ତି। ପୂର୍ବରୁ କେବଳ…
ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି। ଏ ନେଇ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମନ୍ଦିର ସିଂହଦ୍ୱାରରୁ ଭଜନ ମଣ୍ଡପ ଏବଂ ସିଂହଦ୍ୱାରରୁ ସବ୍ଷ୍ଟେଶନ…
ମହିଳାଙ୍କୁ ଗଣବଳାତ୍କାର ଘଟଣା: ୪ ଅଭିଯୁକ୍ତ ଗିରଫ
ସମ୍ବଲପୁର,୯।୧୨(ବ୍ୟୁରୋ) : ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଧୀନରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା ଆଜି ଅର୍ଥାତ୍ ସୋମବାର କରାଯିବ। ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ…
ନାଗରିକତା ସଂଶୋଧନ ବିଲ୍କୁ ବିରୋଧ: ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ କଲେ ସ୍ବାକ୍ଷର
ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍କୁ ବିରୋଧ କରି ଦେଶର ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ ସ୍ବାକ୍ଷର କରିଛନ୍ତି। ଏହା ଦ୍ୱାରା ଦେଶର ସମ୍ବିଧାନର ମୂଳ ସ୍ବରୂପ ହଜି ଯିବାର ଆଶଙ୍କା ଥିବା ସେମାନେ କହିଛନ୍ତି। ଭାରତୀୟ ସମ୍ବିଧାନ ସବୁବେଳେ ଧର୍ମ ନିରପେକ୍ଷତାକୁ ଗୁରୁତ୍ୱ…
ବଳାତ୍କାର ମାମଲାର ଶୁଣାଣି ପାଇଁ ଉତ୍ତର ପ୍ରଦେଶରେ ଗଠନ ହେବ ୨୧୮ ଫାଷ୍ଟଟ୍ରାକ୍ କୋର୍ଟ
ଲକ୍ଷ୍ନୌ,୯।୧୨: ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ପରେ ପରେ ଉନ୍ନାଓ ଗଣବଳାତ୍କାର ମାମଲାକୁ ନେଇ ଏବେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର କଡା ପଦକ୍ଷେପ ନେଇଛନ୍ତି। ଦେଶ ତଥା ରାଜ୍ୟରେ ଏବେ ଏଭଳି ମାମଲା ବଢିବାରେ ଲାଗିଛି। ତେବେ ଉତ୍ତର…

