ଶସ୍ତା ହେବ ଏଲ୍ସିଡି-ଏଲ୍ଇଡି ଟିଭି
ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫% ଆମଦାନୀ…
କ୍ୟାବିନେଟ ନିଷ୍ପତ୍ତି; ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ବୋନସ୍
ନୂଆଦିଲ୍ଲୀ,୧୯ -୯: କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍ ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଏଠାରେ ବସିଥିବା କ୍ୟାବିନେଟ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକ ଶେଷରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ…
ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍ଶୀଘ୍ର ବୁଝିବୁ
ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ ଭୟଭୀତ କରି ପ୍ରଶାସନକୁ ଅବଜ୍ଞା କରିବା ଲାଗି ନାନା ଉପାୟ ଆପଣାଉଛନ୍ତି। ଦୋକାନବଜାର ନ…
୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି
ନୂଆଦିଲ୍ଲୀ,୧୯ା୯: ୪ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରାଯାଇଛି। ଫଳରେ ସର୍ବୋଚ୍ଚ ଅଦାଲତ ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ପଦୋନ୍ନତି ପାଇଥିବା ବିଚାରପତିମାନେ ହେଲେ ପଞ୍ଜାବ ହରିୟାଣା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କ୍ରିଷ୍ଣ ମୁରାରୀ,…
ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ
ଦଶରଥପୁର,୧୯।୯ (ଡିଏନ୍ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଉକ୍ତ ଗ୍ରାମର ବିଜୟ ପାଢ଼ୀ(୬୫)। ଶିଶୁକନ୍ୟା ଜଣକ ସାଙ୍ଗମାନଙ୍କ…
ଅଟୋ ଶିଳ୍ପରେ ଶୀଘ୍ର ସୁଧାର ସମ୍ଭାବନା କମ୍
ନୂଆଦିଲ୍ଲୀ,୧୯-୯: ଦେଶର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଏହି ଶିଳ୍ପରେ ଏତେ ଶିଘ୍ର ସ୍ଥିତାବସ୍ଥା ଆସିବାର ସମ୍ଭାବନା ନାହିଁ ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ଚାହିଦା କମିବାରୁ ଅଟୋ ଶିଳ୍ପରେ ମାନ୍ଦାବସ୍ଥା ଲାଗି ରହିଥିବା…
କଶ୍ମୀରର ୫୨ ଅଧିକାରୀ ବଦଳିଲେ
ନୂଆଦିଲ୍ଲୀ, ୧୯ା୯: ଜମ୍ମୁ-କଶ୍ମୀରରେ ବୁଧବାର ଏକ ବଡ଼ ଧରଣର ଅମଲାତାନ୍ତ୍ରିକ ଅଦଳବଦଳ କରାଯାଇଛି। ଦୁଇ ଆଇଏଏସ୍ ଅଧିକାରୀଙ୍କ ସହ ୫୨ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ୧୯୯୨ ବ୍ୟାଚ୍ ଆଇଏଏସ୍ ଅଫିସର ବିପୁଲ ପାଠକଙ୍କୁ ସାମାଜିକ କଲ୍ୟାଣ ବିଭାଗର ପ୍ରମୁଖ ସଚିବଭାବେ…
ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଦାବି: ହାତରେ ଝାଡ଼ୁ ଧରି ଥାନା ଘେରିଲେ ମହିଳା
ଦଶରଥପୁର,୧୯।୯(ଡିଏନ୍ଏ): ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଲାଗି ବୁଧବାର ସମ୍ପୃକ୍ତ ପଞ୍ଚାୟତର ଶତାଧିକ ମହିଳା ହାତରେ ଝାଡ଼ୁ ଓ ପହଁରା ଧରି ମଙ୍ଗଳପୁର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଉକ୍ତ ପଞ୍ଚାୟତର ଚୋରା ମଦ ବ୍ୟବସାୟୀ ଓ ଗଞ୍ଜେଇ…
ସ୍କୁଲରେ ନିଆଁ ଲାଗି ୩୦ ପିଲା ଜଳିଗଲେ
ମନ୍ରୋଭିଆ, ୧୯ା୯: ପଶ୍ଚିମ ଆଫ୍ରିକୀୟ ରାଷ୍ଟ୍ର ଲାଇବେରିଆର ରାଜଧାନୀ ମନ୍ରୋଭିଆ ଅନ୍ତର୍ଗତ ପେନେସ୍ଭିଲ୍ଲେସ୍ଥିତ ଏକ କୋରାନିକ୍ ସ୍କୁଲରେ ମଙ୍ଗଳବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩୦ ସ୍କୁଲ ପିଲାଙ୍କ ପ୍ରାଣହାନି ଘଟିଛି। ପିଲାମାନେ ଏଠାରେ କୋରାନ୍ ଅଧ୍ୟୟନ କରୁଥିଲେ। ଏମାନଙ୍କ ବ୍ୟତୀତ…
ବିଦେଶୀ ପକ୍ଷୀଙ୍କ ଉପରେ ଶିକାରୀଙ୍କ ଲୋଲୁପ ଦୃଷ୍ଟି
ଯାଜପୁର ରୋଡ଼,୧୯।୯(ନି.ପ୍ର.): ଯାଜପୁର ରୋଡ଼ ସହରର ସାପଗଡ଼ିଆ ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଏହି ପକ୍ଷୀମାନେ ସାଇବେରିଆ ଅଞ୍ଚଳରୁ ଆଜକୁ ୨୦ବର୍ଷ ଧରି ଏଠାକୁ ଆସି ଅଣ୍ଡା ଦେଇଥାନ୍ତି। ଅଣ୍ଡାରୁ ଛୁଆ ବାହାରିଲା ପରେ ଛୁଆକୁ ସାଙ୍ଗରେ ନେଇ ପୁଣି…
ନର୍ସ ନିହାରିକା ହତ୍ୟା ମାମଲା : ପ୍ରେମିକଙ୍କୁ ନେଇ ବଢୁଛି ସନ୍ଦେହ
ଜଗତ୍ସିଂହପୁର ଅଫିସ/ବିରିଡ଼ି(ଡି.ଏନ୍.ଏ.),୧୯ା୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ଦୁଇଦିନ ପରେ ମଧ୍ୟ ସମଗ୍ର ଘଟଣା ରହସ୍ୟାବୃତ ହୋଇରହିଛି। ବିଶେଷକରି ତାଙ୍କ ପ୍ରେମିକ ବିରିଡ଼ି…
ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ ଶୁଭସ୍ମିତା
କେନ୍ଦ୍ରାପଡ଼ା ଅଫିସ,୧୯ା୯: ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ପ୍ରୋଜେକ୍ଟ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭସ୍ମିତା ତ୍ରିପାଠୀ ସ୍ଥାନ ପାଇଛନ୍ତି । ଏହି ପୁରସ୍କାର ପାଇଁ ବିଶ୍ୱରୁ ୩୦୦୦ରୁ ଊର୍ଦ୍ଧ୍ୱ…
Archives


