Home Left

ଭରଣପୋଷଣ ପାଇଁ ସ୍ଥିର ହେବ ନିୟମାବଳୀ

ନୂଆଦିଲ୍ଲୀ,୧୯ା୯(ଆଇଏଏନ୍‌ଏସ୍‌): ବୈବାହିକ ମାମଲାରେ ଭରଣପୋଷଣ ପ୍ରଦାନ ସଂକ୍ରାନ୍ତ ନିୟମାବଳୀ ପ୍ରସ୍ତୁତି ପାଇଁ ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏନେଇ ଖଣ୍ଡପୀଠଙ୍କୁ ସହାୟତା କରିବାକୁ ଦୁଇଜଣ ଆଇନଜୀବୀ ଗୋପାଳ ଶଙ୍କରନାରାୟଣନ ଏବଂ ଅନିଥା ଶେନୟଙ୍କୁ ଆମିକସ୍‌ କ୍ୟୁରି ଭାବେ ନିଯୁକ୍ତି ଦିଆଯାଇଛି। ଗତ ସପ୍ତାହରେ…

ଆଉ ୬ ଦେଶକୁ ଡାକ ବିଭାଗର ସ୍ପିଡ ପୋଷ୍ଟ ସେବା

ନୂଆଦିଲ୍ଲୀ,୧୯-୯: ଭାରତୀୟ ଡାକ ବିଭାଗ ପକ୍ଷରୁ ଆଉ ୬ ଦେଶକୁ ସ୍ପିଡ ପୋଷ୍ଟ ସେବା ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏସିଆ, ୟୁରୋପ ଏବଂ ଦକ୍ଷିଣ ଆମେରିକାର ଏହି ଦେଶ ଗୁଡିକ ମଧ୍ୟରେ ରହିଛନ୍ତି ହର୍ଜିଗୋଭିନା, ବ୍ରାଜିଲ, ଇକ୍ୱାଡୋର, କାଜାକିସ୍ତାନ,ଲିଥୁଆନିଆ ଏବଂ…

ଏନ୍‌ଜେନ୍‌ କର୍ମଚାରୀଙ୍କ ୪ ଦଫା ସମସ୍ୟାର ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ 

କେନ୍ଦ୍ରାପଡା ଅଫିସ, ୧୯ା୯: ୪ ଦଫା ଦାବି ନେଇ ଏନ୍‌ଜେନ୍‌ କର୍ମଚାରୀ ତଥା ଇଲେକ୍‌ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ବୁଧବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ନ ହେଲେ ଆଗାମୀ…

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ସୁବିଧାଜନକ ସ୍ଥିତିରେ ଭାରତ ଏ

ମହୀଶୂର,୧୯।୯(ପି.ଟି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଭାରତ ଏ’ ଉନ୍ନତ ବ୍ୟାଟିଂ ଓ ବୋଲିଂ କରି ସୁବିଧାଜନକ ସ୍ଥିତିରେ ରହିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ଏ’…

ଏନ୍‌କାଉଣ୍ଟରକୁ ଡରୁନାହାନ୍ତି ଅପରାଧୀ 

କେନ୍ଦ୍ରାପଡା ଅଫିସ, ୧୯ା୯: ଅପରାଧୀଙ୍କୁ କାବୁ କରିବା ପାଇଁ କେନ୍ଦ୍ରାପଡ଼ାରେ ବାରମ୍ବାର ପୋଲିସ ଏନ୍‌କାଉଣ୍ଟର କରୁଛି। ଗତ ୧୫ ମାସ ମଧ୍ୟରେ ଜିଲା ପୋଲିସ ୧୧ ଜଣ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରି ଗୁରୁତର କରିଛି । ଏହାସତ୍ତ୍ୱେ ଅପରାଧୀଙ୍କ ମନରେ ଭୟ…

ସ୍ବଚ୍ଛ ଭାରତ ମିଶନ୍‌ ବାଟବଣା: ବ୍ୟକ୍ତିଗତ ନୁହେଁ ଗୋଷ୍ଠୀକୁ ଦେଉଛନ୍ତି ଗୁରୁତ୍ୱ

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.),୧୯।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ଜରିଆରେ ପାଇଖାନା ନିର୍ମାଣ କାର୍ଯ୍ୟ ବାଟବଣା ହେଉଥିବା ଅଭିଯୋଗ ହେଉଛି। ନୂଆଗାଁ ବ୍ଲ୍ଳକରେ ମୋଟ ୨୫, ୯୬୩ ଜଣ ହିତାଧିକାରୀ ପାଇଖାନା ନିର୍ମାଣ ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ୨୨ ହଜାର…

କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠ: ୧୦ ଶ୍ରେଣୀ ପାଇଁ ଅଛନ୍ତି ୬ ଶିକ୍ଷକ

ରଣପୁର,୧୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୫୦୦ ଛାତ୍ରୀଛାତ୍ର ପଢୁଛନ୍ତି। ୩୦ ପିଲାରେ ଜଣେ ଶିକ୍ଷକ ଅନୁପାତକୁ ଦେଖିଲେ ଏଠାରେ ୧୭ ଶିକ୍ଷକ ରହିବା…

ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ: ପ୍ରମୋଦ ସିଙ୍ଗଲ୍ସ, ଡବଲ୍ସ କ୍ୱାର୍ଟରରେ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ର ହୁଆମାର୍କ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ତୃତୀୟ ଦିବସରେ ବୁଧବାର ଅନୁଷ୍ଠିତ…

ଏସ୍‌ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା ସହ କଥା ହୋଇଥିବାବେଳେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଓ ଦାୟିତ୍ୱରେ…

ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯:  କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ…

ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି…

ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri