ଅଖିଳ ଭାରତ ଡାକ କର୍ମଚାରୀ ସଂଘ କଟକ ଦକ୍ଷିଣ ମଣ୍ଡଳର ସମ୍ମିଳନୀ :ଦରମା ବୃଦ୍ଧି, ଖାଲି ପଦବୀ ପୂରଣ ଦାବି ଜୋର
ଜଗତ୍ସିଂହପୁର ଅଫିସ,୯ା୧୨: ଭାରତୀୟ ଡାକ ସେବାରେ କାର୍ଯ୍ୟରତ ୩ୟ ଶ୍ରେଣୀ, ପୋଷ୍ଟ ମ୍ୟାନ, ଏମ୍ଟିଏସ୍ ଏବଂ ଜିଡିଏସ୍ କର୍ମଚାରୀଙ୍କୁ ଦିଆଯାଉଥିବା ଦରମା ସନ୍ତୋଷଜନକ ନୁହେଁ। ତେଣୁ ଏହି ଦରମା ବୃଦ୍ଧି କରାଯାଉ। ଏଥିସହ ଏନ୍ପିଏସ୍ ଉଚ୍ଛେଦ କରାଯାଇ ପୁରୁଣା ହିସାବରେ ପେନ୍ସନ୍…
ସୋନିଆ ରାଜନୀତିଠାରୁ ଦୂରେଇ ରହିବାକୁ ଚାହୁଁଥିଲେ !
ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର ଲୁସିଆନାଠାରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୮ରେ ସେ ରାଜୀବ ଗାନ୍ଧୀଙ୍କୁ ବିବାହ କରିଥିଲେ। ଦୀର୍ଘ…
ଚିଲିକା ସେଲ୍ଡକ୍ ଫକ୍ କାର୍ନିଭାଲ ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ
ବାଲୁଗାଁ,୯ା୧୨ (ଡି.ଏନ.ଏ.): ଓଡ଼ିଶାର ସଂସ୍କୃତି ଓ ଲୋକକଳାକୁ ବଜାୟ ରଖିବା ଉଦ୍ଦେଶ୍ୟରେ ସ୍ଥାନୀୟ ବଡ଼କୁଳସ୍ଥିତ ଚିଲିକା ତଟଦେଶରେ ଅବସ୍ଥାପିତ ଓଡ଼ି ଆର୍ଟ ମ୍ୟୁଜିୟମ୍ ପରିସରରେ ଶନିବାରଠାରୁ ୫ଦିନ ବ୍ୟାପୀ ଚିଲିକା ସେଲ୍ଡକ୍ ଫକ୍ କାର୍ନିଭାଲ ଆରମ୍ଭ ହୋଇଛି ା ସନ୍ଧ୍ୟାରେ ସଂସ୍କୃତି…
ଭଏସ୍ ଅଫ ନୟାଗଡ଼ ସିଜିନ୍ ୨: ବାଜି ମାରିଲେ ମୋନାଲିସା
ନୟାଗଡ଼ ଅଫିସ,୯ା୧୨: ଜିଲାର ଯୁବ କଣ୍ଠଶିଳ୍ପୀଙ୍କୁ ଲୋକଲୋଚନ ଆଣିବା ଲକ୍ଷ୍ୟରେ ନୟାଗଡ଼ କ୍ଲବ ପକ୍ଷରୁ ଆୟୋଜିତ ଭଏସ୍ ଅଫ ନୟାଗଡ଼ ସିଜିନ୍-୨ରେ ମୋନଲିସା ସ୍ବାଇଁ ବାଜି ମାରିଛନ୍ତି। ଶନିବାର ସନ୍ଧ୍ୟାରେ ପଠାଣିସାମନ୍ତ ଅଡ଼ିଟୋରିୟମରେ ହୋଇଥିବା ଫାଇନାଲ ରାଉଣ୍ଡରେ ୧୦ ଜଣ ପ୍ରତିଯୋଗୀଙ୍କୁ…
ଦିୟା ମିର୍ଜା ‘ତୁମ୍ସା ନେହିଁ ଦେଖା’ରେ ଶୁଟିଂ ସେଟ୍ରେ ହରାଇଥିଲେ ନିଜର ନିୟନ୍ତ୍ରଣ…
ମୁମ୍ବାଇ,୯।୧୨: ବଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ଦିୟା ମିର୍ଜା ସୋମବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ଡିସେମ୍ବର ୯ରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ଏକ ମଲ୍ଟି ମିଡ଼ିଆ କମ୍ପାନୀର ମାକେର୍ଟିଂ ଏକ୍ସିକ୍ୟୁଟିଭ୍ ଭାବେ ଦିୟା ନିଜର କ୍ୟାରିୟର ଆରମ୍ଭ କରିଥିଲେ।…
ନାଗରିକତ୍ୱ ସଂଶୋଧନ ବିଧେୟକ: ସମର୍ଥନ କରିବ ବିଜେଡି
ଭୁବନେଶ୍ୱର,୯ା୧୨:(ବ୍ୟୁରୋ): କେନ୍ଦ୍ର ସରକାର ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ କରିବାକୁ ଯାଉଛନ୍ତି। ଏହି ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ ସଦନରେ ବିଭିନ୍ନ ରାଜନୈତିକ ଦଳର ସହଯୋଗ ଲୋଡ଼ାଯାଇଛି। ସେହିକ୍ରମରେ ବିଜେଡିର ସହଯୋଗ ପାଇଁ ମଧ୍ୟ…
ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ: ସରିଛି ୯୨ କି.ମି. ବାକି ରହିଛି ୧୯୭
ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ପ୍ରସ୍ତାବିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ମୋଟ ଦୈର୍ଘ୍ୟ-୨୮୯ କିଲୋମିଟର। ତନ୍ମଧ୍ୟରୁ ଏଯାବତ୍ ୯୨ କି.ମି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇପାରିଛି। ଆହୁରି ୧୯୭ କି.ମି ରେଳପଥ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହ କାର୍ଯ୍ୟକ୍ଷମ ହେବାକୁ ବାକି ରହିଛି। ରେଳବାଇ ମନ୍ତ୍ରୀ…
କଶ୍ମୀରରୁ କଟକଣା ଉଠାଇବାକୁ ଆମେରିକା କଂଗ୍ରେସରେ ପ୍ରସ୍ତାବ
ଓ୍ବାଶିଂଟନ,୯ା୧୨: ଜମ୍ମୁ-କଶ୍ମୀରରେ ଯୋଗାଯୋଗ ଉପରେ ଲାଗୁ ହୋଇଥିବା କଟକଣା ତୁରନ୍ତ ହଟାଇବା ସହ ଧର୍ମୀୟ ସ୍ବାଧୀନତା ବଜାୟ ରଖିବା ପାଇଁ ଭାରତକୁ ଅନୁରୋଧ କରିବା ନିମନ୍ତେ ଆମେରିକା କଂଗ୍ରେସରେ ଏକ ପ୍ରସ୍ତାବ ଆଗତ ହୋଇଛି। ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟା ପ୍ରମିଳା ଜୟପାଲ…
ସାପକାମୁଡ଼ା ଜାଣିବା ପାଇଁ ନୂଆ ବ୍ୟବସ୍ଥା
କଟକ ଅଫିସ,୯ା୧୨: ସାପ କାମୁଡ଼ାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯାଉଛି। ତେଣୁ ଏହାର ଫାଇଦା କିଛି ଲୋକ ନେଉଛନ୍ତି। ହୃଦ୍ଘାତ କିମ୍ବା ବ୍ରେନ୍ ଷ୍ଟ୍ରୋକ୍ରେ ମୃତ୍ୟୁବରଣ କରୁଥିବା ରୋଗୀ ସାପ କାମୁଡ଼ାଜନିତ ଦର୍ଶାଇ ସରକାରୀ ସହାୟତା ହାତଉଛନ୍ତି।…
କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ, ରପ୍ତାନିକୁ ଗୁରୁତ୍ୱ: ୨୩ରେ ଓଡ଼ିଶାରେ ହେବ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସାରା ଦେଶରେ ଓଡ଼ିଶା ଅନ୍ୟତମ ପ୍ରମୁଖ କାଜୁ ବାଦାମ ଉତ୍ପାଦନ କରୁଥିବା ରାଜ୍ୟ। କାଜୁ ପୁଷ୍ଟିସାର ଜାତୀୟ ଖାଦ୍ୟ ହୋଇଥିବାରୁ ଏହାର ଦେଶ,ବିଦେଶରେ ଚାହିଦା ରହିଛି। ତେଣୁ ଏହା ସ୍ଥିର ଅର୍ଥନୈତିକ ଫାଇଦା ଦିଗ ରହିଥିବାରୁ କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ…
ରାଜସ୍ଥାନ ଯାଇ ଜିତେନ୍ଦ୍ରଙ୍କୁ ଭେଟିଲା ମହିଳା କଂଗ୍ରେସ ଟିମ୍
ଭୁବନେଶ୍ୱର,୯ା୧୨(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବାକୁ ଯାଇଥିବା ଓଡିଶା ମହିଳା କଂଗ୍ରେସ ନେତ୍ରୀମାନେ ରବିବାର ଦଳର ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କୁ ସାକ୍ଷାତ କରିଛନ୍ତି। ଏହି ଓଡ଼ିଆ ଟିମ୍ ଦିଲ୍ଲୀରୁ ରାଜସ୍ଥାନ ଜିତେନ୍ଦ୍ରଙ୍କ ଗାଁକୁ ଗସ୍ତ କରି ତାଙ୍କ ସହ…
ବଳାତ୍କାର, ପୋକ୍ସୋ ମାମଲା ତଦନ୍ତ ୨ ମାସରେ ସାର
ପାଟନା,୯ା୧୨(ପି.ଟି.): ବଳାତ୍କାର ମାମଲା ଏବଂ ପୋକ୍ସୋ ଆଇନରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ତଦନ୍ତ ୨ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବା ଆବଶ୍ୟକ। ଏଥିପାଇଁ କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କୁ ପତ୍ର ଲେଖି…

