ସିଜେଆଇଙ୍କ ମନ୍ତବ୍ୟକୁ ନେଇ ଉପରାଷ୍ଟ୍ରପତିଙ୍କ ଜବାବ: ରାୟରେ ବିଳମ୍ବ ଗ୍ରହଣୀୟ ନୁହେଁ
ପୁଣେ,୯ା୧୨: ନ୍ୟାୟ ପ୍ରଦାନ ସମ୍ପର୍କିତ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେଙ୍କ ମନ୍ତବ୍ୟରେ ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁ ପୂର୍ଣ୍ଣ ସହମତ ହୋଇନାହାନ୍ତି। ତତ୍କାଳନ ନ୍ୟାୟ ପ୍ରଦାନ କରାଯାଇପାରିବ ନାହିଁ ବୋଲି ସିଜେଆଇ କହିଥିବାବେଳେ ନାଇଡୁ ସେଥିରେ ଏକମତ ହୋଇଛନ୍ତି।…
ଘଟଣାର ତଦନ୍ତ ହୋଇ ସତ ବାହାରକୁ ଆସୁ: ଭାଜପା
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁର କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ତାଙ୍କ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବିଧାୟକଙ୍କ ଗାଡି ସହିତ ବିଜୁ ଯୁବ ବାହିନୀର ଏକ ଆମ୍ବୁଲାନ୍ସ…
କୋଏମ୍ବାଟୁର-ଆସନ୍ସୋଲ ଚାଲିବ ସ୍ପେଶାଲ ଟ୍ରେନ୍ :ଭଦ୍ରକ ଓ ଭୁବନେଶ୍ୱର ଦେଇ ଚଳାଚଳ କରିବ
ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ତାମିଲନାଡ଼ୁର କୋଏମ୍ବାଟୁରରୁ ପଶ୍ଚିମବଙ୍ଗର ଆସନସୋଲ ମଧ୍ୟରେ ଭୁବନେଶ୍ୱର ଓ ଭଦ୍ରକ ଦେଇ ଚଳାଚଳ କରିବ ସ୍ପେଶାଲ ଟ୍ରେନ୍। କୋଏମ୍ବାଟୁରରୁ ଡିସେମ୍ବର ୨୮ ଏବଂ ଆସନସୋଲରୁ ଡିସେମ୍ବର ୩୦ ପର୍ଯ୍ୟନ୍ତ ଏହି ଟ୍ରେନ୍ ଚଳାଚଳ କରିବ। ଉଭୟ ଷ୍ଟେଶନ ମଧ୍ୟରେ…
ରାଜଭବନରେ ଓଡ଼ିଆ ଖାଦ୍ୟ ଖାଇଲେ ରାଷ୍ଟ୍ରପତି
ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ସନ୍ଧ୍ୟା ୫ଟାରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ବିଦାୟ ଦେବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଗଣେଶୀ ଲାଲ,…
ପୁରୁଣା ବନ୍ଧୁଙ୍କୁ ଭେଟିଲେ ରାଷ୍ଟ୍ରପତି
ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ପ୍ଲାଟିନମ୍ ଜୁବିଲିର ଉଦ୍ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ତାଙ୍କର ପୁରୁଣା ବନ୍ଧୁ ତଥା ପୂର୍ବତନ ରାଜ୍ୟ ସଭା…
ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ଅନିୟମିତତାରେ ଚାଲିବା ଘଟଣା: ଜିଲାପାଳଙ୍କ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଶୂନ
ଦେବଗଡ଼, ୯।୧୨(ଡି.ଏନ୍.ଏ.) -ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସମଗ୍ର ଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସମଗ୍ର ଶିକ୍ଷା…
ଆକର୍ଷଣ ସାଜିଛି ଏସ୍ଏଚ୍ଜି ମହିଳାଙ୍କ ପସରା
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଆୟୋଜିତ ମିଶନ ଶକ୍ତି ମେଳାରେ ସମଗ୍ର ରାଜ୍ୟରୁ ଆସିଥିବା ସ୍ବଂୟ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀ ଆକର୍ଷଣ ସାଜିଛି। ଢେଙ୍କାନାଳ ଡୋକ୍ରା କାରୁକାର୍ଯ୍ୟରୁ ଆରମ୍ଭକରି କନ୍ଧମାଳ ହଳଦୀ, ରାୟଗଡ଼ା ଜନଜାତିଙ୍କ…
୫ ବର୍ଷରେ ୨୭ ଆଇଆଇଟି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା
ଇନ୍ଦୋର,୯ା୧୨(ପି.ଟି.): ଗତ ୫ ବର୍ଷ ମଧ୍ୟରେ ଦେଶର ୧୦ଟି ପ୍ରମୁଖ ଶିକ୍ଷାନୁଷ୍ଠାନ ଭାରତୀୟ ପ୍ରାଦ୍ୟୋଗିକୀ ସଂସ୍ଥାନ (ଆଇଆଇଟି)ରେ ୨୭ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ଅଧିକାର ଆଇନ (ଆର୍ଟିଆଇ) ଆବେଦନରୁ ଜଣାପଡିଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନରେ ଥିବା ଉଚ୍ଚଶିକ୍ଷା…
ଉନ୍ନାଓରେ ୩ ବର୍ଷର ଶିଶୁକୁ ବଳାତ୍କାର
ଉନ୍ନାଓ,୯ା୧୨(ଆଇଏଏନ୍ଏସ୍): ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ପୋଡି ମାରିଦେବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ପୁଣି ସେହି ଜିଲାରେ ଜଣେ ୩ ବର୍ଷର ଶିଶୁକୁ ତାଙ୍କ ପଡୋଶୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଅଭିଯୁକ୍ତ ଜଣକ ଶିଶୁଟିକୁ…
ସରିଲା ଡଗ୍ ଶୋ’:‘ଜାମ୍ପି’କୁ ବେଷ୍ଟ ଇନ୍ ଶୋ’ ପୁରସ୍କାର
ଭୁବନେଶ୍ୱର, ୯ା୧୨(ବ୍ୟୁରୋ): କୁକୁର ହୋଇ ମଧ୍ୟ ମାଲିକ ପ୍ରତି ଥିବା ବିଶ୍ୱସନୀୟତା ପ୍ରତିପାଦିତ କରୁଥିଲେ। ମାଲିକଙ୍କ ଆଜ୍ଞାଧୀନ ହୋଇ ବିଚାରକଙ୍କ ସବୁ କଥାକୁ ମାନୁଥିଲେ ସେମାନେ। ଏଭଳି ଦେଖିବାକୁ ମିଳିଥିଲା ଡଗ୍ ଶୋ’ରେ। ରବିବାର ଶେଷ ହୋଇଯାଇଛି ଡଗ୍ ଶୋ’। ଓଡ଼ିଶା…
ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ
କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ କଂଗ୍ରେସ ନେତା ସେକ୍ ଗୁଲଜାର(୩୪)ଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଏହାସହ ତାଙ୍କ…
ସାଧୁ ବେଶରେ ଚୋରି କରି ୨ ଗିରଫ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଚୋରି ପାଇଁ ସାଧୁବେଶ ଭଳି ଅଭିନବ ଉପାୟ ଆପଣେଇବା ଶେଷରେ ମହଙ୍ଗା ପଡ଼ିଛି। ମିଠା କହି ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇ ଘରେ କଳାକନା ବୁଲାଉଥିବା ୨ ଅଭିଯୁକ୍ତଙ୍କୁ ରବିବାର ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ…

