ଔଷଧ ନୁହେଁ ଦେହରେ ନିଆଁ ଲଗାଇ କରାଯାଏ ରୋଗର ଚିକିତ୍ସା
ଔଷଧ ତଥା ଚେରମୂଳି ଦ୍ୱାରା ରୋଗର ଚିକିତ୍ସା କରାଯାଉଥିବା ସମସ୍ତେ ଜାଣନ୍ତି। ହେଲେ ଦେହରେ ନିଆଁ ଲଗାଇ ରୋଗର ଚିକିତ୍ସା କରାଯାଉଥିବା ବିଷୟରେ କେବେ ଶୁଣିଛନ୍ତି? ହୁଏତ ନା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଚୀନ୍ରେ ୧୦୦ରୁ ଊର୍ଦ୍ଧ୍ୱ ବର୍ଷ…
ମୋଦିଙ୍କୁ ଭେଟିଲେ ମମତା: କୁର୍ତ୍ତା, ମିଠା ଦେଲେ ଉପହାର
ନୂଆଦିଲ୍ଲୀ, ୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତ୍କାରରେ ମମତା ମୋଦିଙ୍କୁ କୁର୍ତ୍ତା ଓ ମିଠା ଉପହାର ଦେଇଛନ୍ତି। ଏଥିସହ ସେ ମୋଦିଙ୍କୁ ପଶ୍ଚିମବଙ୍ଗ ଯିବା ପାଇଁ ନିମନ୍ତ୍ରଣ…
ଆକ୍ସନ ମୋଡ୍ରେ ଗଣଶିକ୍ଷା ମନ୍ତ୍ରୀ: ବାଲିଅନ୍ତା ବିଇଓ ଅଫିସ, ସ୍କୁଲକୁ ଅଚାନକ ଗସ୍ତ; ଅନୁପସ୍ଥିତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ
ବାଳକାଟି,୧୮।୯(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ଦାସ। ଏହା ପରଠାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ସେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ଏପରିକି ବିଭିନ୍ନ ସମୟରେ…
ପରଲୋକରେ ହରର ଫିଲ୍ମ ନିର୍ଦ୍ଦେଶକ
ମୁମ୍ବାଇ,୧୮।୯: ବଲିଉଡ୍ରେ ୭୦ ଓ ୮୦ ଦଶକରେ ଆସିଥିବା ହରର ଫିଲ୍ମର ନିର୍ଦ୍ଦେଶକ ଶ୍ୟାମ ରାମସେଙ୍କ ବୁଧବାର ପରଲୋକ ହୋଇଛି। ୬୭ବର୍ଷ ବୟସରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ନିଧନ ହୋଇଛି। ନିର୍ଦ୍ଦେଶକ ଶ୍ୟାମ କିଛି ଦିନରୁ ନିମୋନିଆରେ ପୀଡ଼ିତ ଥିବା ବେଳେ…
ଦିଗ୍ବିଜୟଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ ଆଇଏସ୍ଆଇ ଠାରୁ ଟଙ୍କା ଆଣୁଥିବା ନେଇ ଦିଗ୍ବିଜୟ ଏକ ବୟାନ ଦେଇଥିଲେ। ଏହି ବୟାନ…
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ତେବେ ଭୁବନେଶ୍ୱରରୁ ଦୁବାଇ ଯାଉଥିବା ଓଡ଼ିଶା ଯାତ୍ରୀଙ୍କ ସୁବିଧା ତଥା ରାଜ୍ୟର…
ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ବିଦ୍ୟାଳୟ ବନ୍ଦ କଲା ପ୍ରଶାସନ
କଣ୍ଟାପଡ଼ା,୧୮।୯(ଡି.ଏନ୍.ଏ.): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ନିୟମ ଅନୁଯାୟୀ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ କଣ୍ଟାପଡା ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟକୁ ମନମୁଖି ଭାବେ ବନ୍ଦ କରିଦିଆଯାଇଛି। ଏ ନେଇ…
ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ
ଧାମନଗର,୧୮।୯(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ ଲେଙ୍କା (୫୮)। ଋଣଭାର ଶୁଝି ନ ପାରି ସେ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ…
ଏସ୍ଟିଏଫ୍ ହାତରେ ଲେଡି ବ୍ରାଉନ୍ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା ଖାତୁନ। ଅନ୍ତର୍ଜାତୀୟ ଡ୍ରଗ ୍ସମାଫିଆ ଶେଖ ରାଜାଙ୍କ ସହ ତାଙ୍କର ସମ୍ପୃକ୍ତି ଥିବା…
ଗର୍ଲଫ୍ରେଣ୍ଡଙ୍କ ସହ ଶାରୀରିକ ସମ୍ପର୍କ ନେଇ ଏମିତି କହିଲେ ରୋନାଲ୍ଡୋ
ମାଡ୍ରିଡ୍,୧୮।୯: ବର୍ତ୍ତମାନ ବିଶ୍ୱ ଫୁଟ୍ବଲର ଶ୍ରେଷ୍ଠ ଖେଳାଳି ବିବେଚିତ ହେଉଥିବା କ୍ରିଷ୍ଟିଆନୋ ରୋନାଲ୍ଡୋ ନିଜ ମଡେଲ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗୁଏଜଙ୍କ ସମ୍ପର୍କରେ ଏମିତି ଏକ ମନ୍ତବ୍ୟ ଦେଇଛନ୍ତି, ଯାହାକୁ ଅନେକ ପ୍ରଶଂସକ ନାପସନ୍ଦ କରିପାରନ୍ତି। ଏକ ଅନ୍ତର୍ଜାତୀୟ ଚ୍ୟାନେଲକୁ ଦେଇଥିବା ସାକ୍ଷାତ୍କାରରେ…
ଯୁକ୍ତ ୩ ପରୀକ୍ଷା ଫି’ ବୃଦ୍ଧି ପ୍ରତିବାଦ: କଲେଜ ପରିସରରେ ନିଆଁ
ବସ୍ତା,୧୮।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀନାରାୟଣ କଲେଜରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜର ଯୁକ୍ତ ୩ ପରୀକ୍ଷା ଫି’ ଅହେତୁକ ବୃଦ୍ଧି ପ୍ରତିବାଦରେ କଲେଜ ଛାତୀଛାତ୍ର ମୁଖ୍ୟ ଫାଟକ ବନ୍ଦ କରିବା ସହ ଆନ୍ଦୋଳନ ଜାରି ରଖିଛନ୍ତି।…
ମଶାଧୂପରୁ ଅଗ୍ନିକାଣ୍ଡ: ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ
ମାର୍ଶାଘାଇ, ୧୮।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ପରକୂଳା ପଞ୍ଚାୟତ ଆଙ୍କୋ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗ୍ରାମର କ୍ଷେତ୍ରବାସୀ ରାଉତଙ୍କ ୨ ବଖରା ବାସଗୃହ ସମେତ ୨ ବଖରା…
Archives


