Home Left

‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା

ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ ସହାୟତା ମିଳିଛି। ଗତ ୩ମାସ ପୂର୍ବେ ତାଙ୍କ ପିଠିରେ ବାହାରିଥିବା ଟ୍ୟୁମର...

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର ବିଡେକା ପକ୍ଷରୁ ମନ୍ଦିର ପରିସରରେ ଆମ୍ବୁଲାନ୍ସ ସେବା ଓ ଲେଜର ଶୋ ଆରମ୍ଭ...

ଅତ୍ୟାଧୁନିକ ଆମ୍ବୁଲାନ୍ସ କବାଡିଆ ଦରରେ ବିକ୍ରି

ଫୁଲବାଣୀ ଅଫିସ, ୨୮।୫- କନ୍ଧମାଳ ଜିଲାକୁ ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ଶେଷରେ କବାଡିଆ ଦରରେ ବିକ୍ରି ହୋଇଛି। ବର୍ଷବର୍ଷ ଧରି ଖରା ବର୍ଷାରେ ଅକାମୀ ହୋଇ ପଡିବା ପରେ ୩୫ ଲକ୍ଷ ଟଙ୍କାର...

ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର

ପୁରୁଷୋତ୍ତମପୁର,୨୮।୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ, କାଳୀ ଓ ଫୁଲ ସୁନ୍ଦରୀ)ଙ୍କ ଘଟ ପର୍ଯ୍ୟାୟକ୍ରମେ ଗୋଟିଏ ଦିନ ପୂର୍ବଖଣ୍ଡ ରାଧାକାନ୍ତ...

ଜାହାଜ ପରିଚାଳନାରେ ପାରାଦୀପ ବନ୍ଦର ରେକର୍ଡ: ୨୪ ଘଣ୍ଟାରେ ପରିଚାଳିତ ହେଲା ୩୦ ଜାହାଜ

ଭୁବନେଶ୍ୱର,୨୮-୫: ଦୈନିକ ହାରାହାରି ଜାହାଜ ପରିଚାଳନାରେ ପାରାଦୀପ ବନ୍ଦର ରେକର୍ଡ ହାସଲ କରିଛି। ଚଳିତ ମାସ ୨୭ ତାରିଖ ସକାଳ ୭.୩୦ରୁ ୨୮ ତାରିଖ ୭.୩୦ ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ବନ୍ଦରରେ ୩୦ ଜାହାଜ ସଫଳ ଭାବେ ପରିଚାଳିତ...

ବିଧାୟିକା ହେବା ପରେ ବରୀ ବ୍ଲକ ଅଧ୍ୟକ୍ଷା ପଦରୁ ସୁନନ୍ଦା ଦାସଙ୍କ ଇସ୍ତଫା

ବରୀ,୨୮ା୫(ସ୍ବ.ପ୍ର.)- ବରୀ ବିଧାୟିକା ଭାବେ ନିର୍ବାଚିତ ହେବା ପରେ ସୁନନ୍ଦା ଦାସ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବୁଧବାର ସୁନନ୍ଦା ବିଧାୟିକା ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି। ଏ ନେଇ...

କାହିଁକି ରାତିରେ ସିଟି ମାରିବାକୁ ଅଶୁଭ କୁହାଯାଏ

କେବେ କେବେ ସିଟି ବଜାଇ ବଡଙ୍କ ଠାରୁ ଗାଳି ଖାଇବା ଅନୁଭବ କାହାର ନା କାହାର ଥାଇପାରେ। ହେଲେ କାହିଁକି ଗୁରୁଜନମାନେ ସିଟି ବଜାଇବାକୁ ବାରଣ କରନ୍ତି ତାହା ହୁଏତ ଅନେକଙ୍କୁ ଜଣା ନ ଥିବ। ସିଟି ବଜାଇବା ଦ୍ୱାରା...

ଚଳଚ୍ଚିତ୍ର ‘୮୩’ର ଶୁଟିଂ ପାଇଁ ଲଣ୍ଡନରେ ରଣବୀର: ଶେୟାର କଲେ କ୍ରିକେଟ ଦଳର ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ପୂର୍ବ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ୍‌ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହେଉଛି ଚଳଚ୍ଚିତ୍ର। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ରଣବୀର ସିଂହ। ତେବେ ଭାରତୀୟ ଦଳର ପ୍ରଥମ ବିଶ୍ୱକପ୍‌...

ସପ୍ତାହେ ସୁଦ୍ଧା ସମ୍ପୂର୍ଣ୍ଣ ଠିକ୍‌ ହେବ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ

ଭୁବନେଶ୍ୱର,୨୮-୫: ଫନୀ ଯୋଗୁ ରାଜ୍ୟରେ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ କ୍ଷତିଗ୍ରସ୍ତ ହୋଇଛି। ନେଟଓ୍ବର୍କ ପୁନରୁଦ୍ଧାର କାର୍ଯ୍ୟ ତ୍ୱରିତ ଭିତ୍ତିରେ ଜାରି ରହିଛି। ଏଭଳି ସ୍ଥିତିରେ ଗ୍ରାହକମାନେ ଲ୍ୟାଣ୍ଡ ଲାଇନ, ବ୍ରଡ ବ୍ୟାଣ୍ଡ, ଏଫ୍‌ଟିଟିଏଚ୍‌ ଏବଂ ଲିଜ୍‌ଡ ଲାଇନ ଭଳି ସେବା ନେବା...

ମଧୁମେହ ରୋଗୀ ଖାଇପାରିବେ କି ଆମ୍ବ

ସବୁ ଫଳରୁ ଆମ୍ବକୁ ରାଜା ଫଳ ବୋଲି କୁହାଯାଏ। ଛୋଟରୁ ବଡ଼ ସମସ୍ତଙ୍କ ପସନ୍ଦ ଆମ୍ବ। ଖରାଦିନ ଆସିଲେ ଆମ୍ବକୁ ସମସ୍ତେ ଅନାଇ ବସିଥାନ୍ତି। କିନ୍ତୁ ମଧୁମେହ ରୋଗୀଙ୍କ ପାଇଁ ଏହା ଏକ ଦଣ୍ଡ ସଦୃଶ। କାରଣ ଏହି ରୋଗରେ...

ଫିଲ୍ମ ଅନ୍ଦାଜରେ କମ୍ପାନୀରେ ହଙ୍ଗାମା କଲେ ଯୁବତୀ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜହାଁଗିରପୁରୀରେ ରହୁଥିବା ଜଣେ ଯୁବତୀଙ୍କୁ ନିଜ ଅଫିସରେ ହଙ୍ଗାମା କରିଥିବା ଦେଖିବାକୁ ମିଳିଛି। ସେକ୍ଟର-୧୮ ସ୍ଥିତ ଥିବା ଏକ କନଷ୍ଟ୍ରକସନ୍‌ କମ୍ପାନୀ ଜିଆର ଇମ୍ଫ୍ରାରେ ଯୁବତୀ ଜଣଙ୍କ କାର୍ଯ୍ୟରତ ଥିଲେ। ଡ୍ରାଫ୍ଟସ୍‌ମ୍ୟାନ ପଦରେ ୬ ମାସ ପାଇଁ...

ରଥଯାତ୍ରା ପୂର୍ବରୁ ସୁରକ୍ଷା ନେଇ ଡିଜିଙ୍କ ସମୀକ୍ଷା ବୈଠକ: ପୁରୀରେ ଲାଗିବ ସିସିଟିଭି

ପୁରୀ ଅଫିସ, ୨୮।୫: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁରକ୍ଷା ନେଇ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ରଥଯାତ୍ରା ମାସକ ପୂର୍ବରୁ ମଙ୍ଗଳବାର ସିପି ଅଫିସରେ ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରସ୍ତୁତି ବୈଠକ କରିଛନ୍ତି। ବୈଠକ ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri