Home Left

ଭୂତକୋଠି ପାଲଟିଛି ଡାକବଙ୍ଗଳା

ମୁନିଗୁଡ଼ା,୧୮।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ରାଜ୍ୟ ରାଜପଥ ପାର୍ଶ୍ୱରେ ଥିବା ବହୁ ପୁରାତନ ଗେଷ୍ଟ୍‌ ହାଉସ୍‌ ତଥା ଡାକବଙ୍ଗଳା ଭୂତକୋଠି ପାଲଟିଛି। ୩/୪ ଏକର ପରିମିତ ଜାଗାରେ ଥିବା ଏହି ସରକାରୀ ଡାକବଙ୍ଗଳାରେ ଉଚ୍ଚ ପଦାଧିକାରୀମାନେ…

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦକୁ ନେଇ ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ, ୧୮।୯: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗାସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦ ପ୍ରତିବାଦରେ ବୁଧବାର ବୁଗବୁଗା ଗ୍ରାମବାସୀ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ଶତାଧିକ ଗ୍ରାମବାସୀ ସାମିଲ ହୋଇ ବ୍ୟାଙ୍କ ଉଚ୍ଛେଦ ନ କରିବାକୁ…

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ମହାକାଳପଡ଼ା,୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବନାଞ୍ଚଳ ଅଧୀନ ସ୍ଥାନୀୟ ଜମ୍ବୁ ଗ୍ରାମର ଧନଞ୍ଜୟ ଗାଇନ(୩୫)ଙ୍କୁ ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣ କରିଛି। ଫଳରେ ତାଙ୍କର ଡାହାଣ ହାତର ଆଙ୍ଗୁଠି କଟି ଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଧନଞ୍ଜୟ ବାଡ଼ିପଟେ ଶୌଚ ହେବାକୁ…

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟ୍‌ର ଶିକାର ହୋଇଛନ୍ତି ସିମନବାଡ଼ି ଓ ବୁଡ଼ାଗୁଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ…

ଭିନେଶଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୁର ସୁଲତାନ(କାଜଖସ୍ତାନ),୧୮।୯(ପିଟି): ଭାରତୀୟ ଷ୍ଟାର ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ ୫୩ କିଗ୍ରା ବର୍ଗରେ ଟୋକିଓ ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ଚାମ୍ପିୟନଶିପ୍‌ରେ ବୁଧବାର ସେ ଆମେରିକାର ସାରା ହିଲ୍ଡେବ୍ରାନ୍‌ଡଙ୍କୁ ହରାଇ ଦେଇଛନ୍ତି। ୨୫…

ପରସ୍ପର ବୁଝାମଣା ଭିତରେ କଶ୍ମୀର ସମସ୍ୟାର ହେଉ ସମାଧାନ

ନୂଆଦିଲ୍ଲୀ,୧୮।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଭାରତ ବିରୋଧୀ ବୟାନ ଦେଇ ଆସୁଛି। ଆଉ ଭାରତକୁ ଘେରିବାକୁ ଅନ୍ତରାଷ୍ଟ୍ରୀୟ ସହାୟତା ମଧ୍ୟ ମାଗୁଛି। ହେଲେ ସବୁଠାରୁ ସେ ନିରାଶ ହେଉଛି। ଜାତିସଂଘ ପରେ ଏବେ ୟୁରୋପୀୟ ସଂଘର…

ଆତଙ୍କବାଦୀ ପ୍ରବେଶ ପ୍ରତିହତ ଲାଗି ସାଗର କବଚ ସମରାଭ୍ୟାସ

ଭୋଗରାଇ,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ ଥାନା ପକ୍ଷରୁ ବୁଧବାର ସାଗର କବଚ ସମରାଭ୍ୟାସ ଆରମ୍ଭ ହୋଇଛି। ଏଥିରେ ଚନ୍ଦନେଶ୍ୱର ଫାଣ୍ଡିର ଏକ ପ୍ଲାଟୁନ ପୋଲିସ ଫୋର୍ସ ସାମିଲ ହୋଇ ଆତଙ୍କବାଦୀ ପ୍ରବେଶ ପ୍ରତିହତ ପାଇଁ ସମୁଦ୍ରରେ ତଲାସି ଅଭିଯାନ…

ମଦ ନେଲା ଜୀବନ: ନିଶାରେ ସ୍ତ୍ରୀଙ୍କୁ ପିଟି ମାରିଦେଲେ ସ୍ବାମୀ

ରେମୁଣା,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ସେରଗଡ଼ ପଞ୍ଚାୟତ ୯ନଂ ଓ୍ବାର୍ଡରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ସ୍ବାମୀ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ବାସନ୍ତି ସିଂ(୩୦)। ଖବର ପାଇ ପୋଲିସ…

ଟ୍ୟାଙ୍କର ଧକ୍କାରେ ଛାତ୍ରୀ ମୃତ, ୨ ଗୁରୁତର

କୁଜଙ୍ଗ, ୧୮।୯(ସ୍ବ.ପ୍ର.): କଟକ-ପାରାରୀପ ରାସ୍ତାର ପଙ୍କପାଳ ଛକ କୁଜଙ୍ଗ ନିକଟରେ ବୁଧବାର ଟ୍ୟାଙ୍କର ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀ ହେଲେ ପଙ୍କପାଳ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ରୀ ତଥା ମନ୍ତ୍ରୀପଡ଼ା ନିବାସୀ…

ମା’ଙ୍କ ଚକ୍ଷୁଦାନ କଲେ ସନ୍ତାନ

ବ୍ରହ୍ମପୁର ଅଫିସ,୧୮।୯: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବଡ଼ବଜାର ଚନ୍ଦ୍ରମା ସାହି ନିବାସୀ ଭି.ଦମୟନ୍ତୀଙ୍କ ୯୨ବର୍ଷ ବୟସରେ ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ପରେ ତାଙ୍କ ସନ୍ତାନ ଦମୟନ୍ତୀଙ୍କ ଚକ୍ଷୁଦାନ କରାଇଛନ୍ତି। ତାଙ୍କ ମୃତ୍ୟୁ ଖବର ଜାଣିବା ପରେ ଫ୍ରେଣ୍ଡସ୍‌ ହେଲ୍‌ପିଂ…

ପାରା ଦେହରେ ଉର୍ଦ୍ଦୁ କୋର୍ଡ ଓ୍ବାର୍ଡ ଦେଖି ଚିନ୍ତାରେ ଗୁଇନ୍ଦା ବିଭାଗ

ଜୟପୁର,୧୮।୯: ରାଜସ୍ଥାନ ଶ୍ରୀଗଙ୍ଗାନଗର ଜିଲା ୬୧ ଏଫ୍‌ ଗାଁରୁ ଆସିଥିବା ଏକ ଖବର ଏବେ ସମସ୍ତଙ୍କୁ ଚମକାଇ ଦେଇଛି। କିଛି ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ପାକିସ୍ତାନର ଏକ ପାରା ଉଡିଆସି ରାଜସ୍ଥାନର ଏକ କ୍ଷେତରେ ବିସିଥିବା ଦେଖିଥିଲେ ଚାଷୀ ଲଖବିନ୍ଦ୍ର…

୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ କୃଷି ବିଭାଗ ପକ୍ଷରୁ ୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏଯାବତ ନକଲି କୀଟନାଶକ ପ୍ରସ୍ତୁତ କାରୀ ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ କାରଣ ଦର୍ଶାଅ ନୋଟିସ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri