Home Left

ପାକିସ୍ତାନସ୍ଥିତ ଗୁରୁ ନାନକ ମହଲରେ ଭଙ୍ଗାରୁଜା

ଲାହୋର, ୨୭।୫: ପାକିସ୍ତାନର ପଞ୍ଜାବ ସହରରେ ଥିବା ଐତିହାସିକ ଗୁରୁ ନାନକ ମହଲରେ ବ୍ୟାପକ ଭଙ୍ଗାରୁଜା ହୋଇଛି। ସ୍ଥାନୀୟ ଲୋକେ ମିଶି ମହଲର ଅଧା ଅଂଶ ଭାଙ୍ଗିବା ସହ କବାଟ ଝରକା ବିକି ଦେଇଛନ୍ତି। ୪ମହଲା ବିଶିଷ୍ଟ ଏହି ମହଲରେ...

ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଗୋପ, ୨୭।୫(ଡି.ଏନ୍‌.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍‌ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ରେଞ୍ଜ ଡିଏସ୍‌ପି ଅକ୍ଷୟ କୁମାର ମିଶ୍ରଙ୍କ ସହ...

ନିରୀହ ଆଦିବାସୀଙ୍କୁ ଗିରଫ ପ୍ରତିବାଦରେ ଡଙ୍ଗରିଆଙ୍କ ପକ୍ଷରୁ ବିକ୍ଷୋଭ

ମୁନିଗୁଡ଼ା,୨୭।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ସଭ୍ୟ ଦଧି କାଡ୍ରାକା ମାଓବାଦୀଙ୍କ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଗତ୧୫ ତାରିଖରେ ମୁନିଗୁଡା ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାର ପ୍ରତିବାଦରେ ସୋମବାର ମୁନିଗୁଡ଼ାଠାରେ ଶତାଧିକ ଡଙ୍ଗରିଆ ଅସ୍ତ୍ରଶସ୍ତ୍ର...

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ହେବାକୁ ଯାଉଛି। ୮ ତାରିଖରେ ୩ଟି ଓ ୯ରେ ୨ଟି ସିଫ୍ଟରେ...

ଶାକାହାରୀ ଯାତ୍ରୀଙ୍କୁ ମାଂସାହାରୀ ଖ୍ୟାଦ୍ୟ ପରଷି ଅଡ଼ୁଆରେ ଏୟାର ଏସିଆ ବିମାନ: ଲାଗିଲା ଦେଢ଼ଲକ୍ଷ ଟଙ୍କାର ଜରିମାନା

ଅମୃତଶର,୨୭।୫: ଜଣେ ଶାକାହାରୀ ଯାତ୍ରୀଙ୍କୁ ବିମାନରେ ମାଂସାହାରୀ ଖାଦ୍ୟ ଦେଇ ହଇରାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ କନଜ୍ୟୁମର କୋର୍ଟରେ ଅଭିଯୋଗ କରାଯାଇଥିବା ବେଳେ ଏବେ ତା’ର ଶୁଣାଣି ହୋଇଛି। କୋର୍ଟ ଏହି ମାମଲାରଳ ଶୁଣାଣି କରି ଏୟାର ଏସିଆ...

ଗଙ୍ଗା କୂଳରେ ହେଲା ‘ପିଏମ୍‌ ନରେନ୍ଦ୍ର ମୋଦି’ ବାୟୋପିକ୍‌ର ସ୍ପେଶାଲ ସ୍କ୍ରିନିଂ

ରିଷିକେଶ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନି ଉପରେ ଆଧାରିତ ଫିଲ୍ମ ‘ପିଏମ୍‌ ନରେନ୍ଦ୍ର ମୋଦି’ ବାୟୋପିକ୍‌ର ସ୍ପେଶାଲ ସ୍କ୍ରିନିଂ ରିଷିକେଶର ପରମାର୍ଥ ନିକେତନ ଆଶ୍ରମ ନିକଟ ଗଙ୍ଗାକୂଳରେ କରାଯାଇଛି। ଏଥିରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ବହୁ ଲୋକ ବାୟୋପିକ୍‌ର ମଜା...

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ହସ୍ତକ୍ଷେପ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜର୍ମାନୀର ୬୧ ବର୍ଷ...

ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ୫ ଅଣବ୍ରିଟିଶ୍‌ ଖେଳାଳି

ଲଣ୍ଡନ,୨୭।୫- ଆସନ୍ତା ୩୦ ତାରିଖଠାରୁ ଆଇସିସି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଏହି ବିଶ୍ୱକପ୍‌ ଲାଗି ଫେଭରାଇଟ ଗଣାଯାଉଥିବା ଇଂଲଣ୍ଡ ଦଳରେ ଅଣ ବ୍ରିଟିଶ୍‌ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଇଆନ ମୋର୍ଗାନ, ଜୋଫ୍ରା ଆର୍ଚର, ବେନ୍‌ ଷ୍ଟୋକ୍ସ,...

ସରକାରୀ କର୍ମଚାରୀ ଯାଉଥିବା ବସ୍‌କୁ ଟାର୍ଗେଟ କଲେ ଆତଙ୍କବାଦୀ

କାବୁଲ,୨୭।୫: ଆଫଗାନୀସ୍ତାନର କାବୁଲ ସହର ଦେଇ ସରକାରୀ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ। ଏହି ବସ୍‌କୁ ଟାର୍ଗେଟ କରି ସେମାନେ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌(ଆଇଇଡି) ବିସ୍ଫୋରଣ କରିଛନ୍ତି। ଏଥିରେ ୧୦ ଜଣ ଆହତ ହୋଇଥିବା...

ନିର୍ବାଚନ ଫଳାଫଳ ଆସିବା ପରେ ଖାଇବା ଛାଡିଦେଇଥିଲେ ଲାଲୁ, ଡାକ୍ତର କହିଲେ ଏମିତି

ପାଟନା, ୨୭।୫: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଗତ ୩-୪ ଦିନ ହେବ ଜେଲରେ ମଧ୍ୟାହ୍ନ ଭୋଜନ ଖାଇବା ଛାଡିଦେଇଥିଲେ। ଫଳରେ...

୩ ଖାନ୍‌ଙ୍କ ଫିଲ୍ମରେ କାମ କରିବାକୁ ମନା କରିଥିଲେ ଏହିସବୁ ଅଭିନେତ୍ରୀ

ବଲିଉଡ୍‌ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି ଯେଉଁମାନେ ୩ ଖାନ୍‌ ଅର୍ଥାତ ଶାହାରୁଖ, ଅମୀର ଏବଂ ସଲମାନଙ୍କ ବିଗ୍‌ ବଜେଟ୍‌ ଫିଲ୍ମରେ କାମ କରିବାକୁ ମନା କରି ଦେଇଛନ୍ତି। ଜାଣନ୍ତୁ ଏହି ଅଭିନେତ୍ରୀମାନେ କିଏ? ଐଶ୍ୱର୍ଯ୍ୟା ରାୟ : ଐଶ୍ୱର୍ଯ୍ୟା...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କମଲ ହାସନଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୨୭।୫: ମକଲ ନିଧି ମଇଅମର ଅଧ୍ୟକ୍ଷ ତଥା ଭେଟେରାନ୍‌ ଅଭିନେତା କମଲ ହାସନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ମିଳିଛି। ସୂଚନାଯୋଗ୍ୟ, ଆସନ୍ତା ୩୦ ତାରିଖରେ ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri