ମମତା-ରାହୁଲଙ୍କ ମଜା ଉଡ଼ାଇଲେ ଅନୁରାଗ
ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଫିଲ୍ମ ବ୍ୟତୀତ ନିଜର ବୁଦ୍ଧି ବିବେକ ଖଟାଇବା ଦିଗରେ ବଲିଉଡ୍ରେ ବେଶ୍ ଜଣାଶୁଣା। ଏବେ ତାଙ୍କ ଟାର୍ଗେଟରେ ରାଜନେତାମାନେ ରହିଛନ୍ତି। ସଦ୍ୟ ସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପାକୁ ବହୁମତ ମିଳିଥିବାରୁ ସେ ମୋଦିଙ୍କୁ...
ଏକୁଟିଆ ରହୁଥିବା ଲୋକଙ୍କଠାରେ ଦେଖାଯାଏ ଏହିସବୁ ଭଲଗୁଣ
ବଦଳୁଥିବା ଜୀବନଶୈଳୀ ଲାଗି ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ଦେଖାଯିବା ସ୍ବାଭାବିକ। ତେବେ ଏହି ପରିବର୍ତ୍ତନ ପାଇଁ ଜଣେ ଅନ୍ୟଜଣଙ୍କଠାରୁ ଭିନ୍ନ ହୋଇଥାନ୍ତି। କାହାକୁ ପରିବାର ସହିତ ମିଶିି ରହିବାକୁ ପସନ୍ଦ ଥିବା ବେଳେ କାହାକୁ ଏକୁଟିଆ ରହିବା ପସନ୍ଦ ହୋଇଥାଏ।...
ସହଯୋଗୀଙ୍କ ମୃତଦେହ କାନ୍ଧେଇଲେ ସ୍ମୃତି ଇରାନୀ
ଲକ୍ଷ୍ନୌ, ୨୬।୫: ଆମେଠିର ନର୍ବନିର୍ବାଚିତ ଭାଜପା ଏମ୍ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା କରାଯାଇଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ରବିବାର ତାଙ୍କ ପରିବାରକୁ ଭେଟିଛନ୍ତିି ସ୍ମୃତି ଇରାନୀ। ସେ ସୁରେନ୍ଦ୍ରଙ୍କ ମୃତଦେହକୁ କାନ୍ଧେଇ...
ବରିଷ୍ଠ ନେତାଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ପୁଅ ମୋହ ଯୋଗୁ ଆଜି ଦଳର ଏଭଳି ଅବସ୍ଥା
ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ କରିଛି। ଦେଶବ୍ୟାପୀ କଂଗ୍ରେସର ପ୍ରମୁଖ ନେତାମାନେ ଏହି ବୈଠକରେ ଯୋଗ ଦେଇ ପରାଜୟର...
‘ଆପ୍’ରେ କଳି: କେଜ୍ରିଓ୍ବାଲଙ୍କୁ ହଟାଇବା ଦାବି ଜୋର ଧରିଲା
ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀରୁ ଆମ ଆଦମୀ ପାର୍ଟି(ଆପ୍) ଗୋଟିଏ ବି ଆସନ ହାତେଇପାରିନାହିଁ। ଏହାକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଦଳର କିଛି ନେତା ପରାଜୟ ପାଇଁ ସିଧାସଳଖ ଦଳ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କ...
କାଠଯୋଡିରେ ବୁଡି ଘରୋଇ ଇଞ୍ଜିନିୟରିଂ ଛାତ୍ର ନିଖୋଜ
ବାରଙ୍ଗ,୨୬ା୫(ଡି.ଏନ୍.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି କୁମାର (୨୨)। ସୂଚନାଯୋଗ୍ୟ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ...
ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଜର୍ମାନୀ ସମାଜସେବୀଙ୍କ ଭିଜା ସମୟ ସୀମା ବଢ଼ାଇବା ମନା: ରିପୋର୍ଟ ତଲବ କଲେ ସୁଷମା
ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ ମନା କରାଯାଇଥିଲା। ଏହାପରେ ଫ୍ରିଡେରିକ୍ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେବାକୁ ଧମକ ଦେଇଛନ୍ତି।...
ବିଜେଡି ବିଧାୟକ ଦଳ ନେତା ହେଲେ ନବୀନ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ନବୀନଙ୍କୁ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଦଳର ବରିଷ୍ଠ ନେତା ବିକ୍ରମ...
ମରୁଡ଼ିଗ୍ରସ୍ତ ଔରଙ୍ଗାବାଦ୍: ସ୍ବେଚ୍ଛାସେବୀ ଅନୁଷ୍ଠାନ ଚାଷୀଙ୍କୁ ଖାଦ୍ୟ ଓ ଗାଈଗୋରୁଙ୍କୁ ଦେଉଛି ମାଗଣା ଦାନା
ଔରଙ୍ଗାବାଦ୍,୨୬।୫: ମହାରାଷ୍ଟ୍ର ଔରଙ୍ଗାବାଦ୍ରେ ମରୁଡ଼ି ଲାଗି ରହିଛି । ଖାଦ୍ୟ ଓ ପାନୀୟ ଜଳ ଅଭାବ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ସ୍ଥାନୀୟ ଜୈନ ସଂସ୍ଥାର ମିଳିତ ସହଯୋଗରେ ଆରିତ ସ୍ବେଚ୍ଛାସେବର ସଂଗଠନ ପକ୍ଷରୁ ଚାଷୀଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ...
ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ
ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ହତ୍ୟା...
ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର
ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ ରାମଦେବ କହିଛନ୍ତି ପରିବାରରେ ଜନ୍ମ ହେଉଥିବା ତୃତୀୟ ସନ୍ତାନକୁ ଭୋଟ ଦେବା ଅଧିକାରରୁ...
‘ଭୟଭୀତ ହେବାର ଆବଶ୍ୟକତା ନାହିଁ’
ଲଣ୍ଡନ,୨୬।୫- ବିଶ୍ୱକପ୍ର ଅନ୍ୟତମ ଫେଭରାଇଟ୍ ଭାରତକୁ ପ୍ରଥମ ଓ୍ବାର୍ମଅପ୍ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ ଘାତକ ବୋଲିଂ ଯୋଗୁ ଭାରତୀୟ ଦଳ ୮୧ ରନ୍ରେ ୬ ଉଇକେଟ ହରାଇ...
Archives


