Home Left

ରଣବୀର ସିଂଙ୍କୁ ଭୁଲିଗଲେ ଦୀପିକା

ବଲିଉଡ୍‌ର ମୋଷ୍ଟ ପପୁଲାର କପଲ୍‌ ହେଉଛନ୍ତି ଦୀପିକା ପାଦ୍ୟୁକୋନ୍‌ ଓ ରଣବୀର ସିଂ। ଦୁହେଁ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ମଧ୍ୟ। ନିକଟରେ ଏକ ଇଭେଣ୍ଟ୍‌ରେ ଯୋଗ ଦେବା ଅବସରରେ ଦୀପିକା ବିବାହିତ ବୋଲି କହିବାକୁ ଭୁଲି ଯାଇଥିଲେ। ମୁଁ ଜଣେ…

ଚିକିତ୍ସା ଅବହେଳା ଅଭିଯୋଗ: ଅକ୍ସିଜେନ ଦିଆ ନ ଯିବାରୁ ଝିଅର ମୃତ୍ୟୁ

କେନ୍ଦୁଝର,୧୭।୯(ସ୍ବ.ପ୍ର.): ସାପ କାମୁଡ଼ାରେ ଅସୁସ୍ଥହୋଇ କେନ୍ଦୁଝର ଜିଲା ମୁଖ୍ୟ ଡକ୍ତରଖାନାରେ ଚିକିତ୍ସଧୀନ ଜଣେ ଯୁବତୀଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଯାତ୍ରୀ ପାତ୍ର(୧୭)। ତାଙ୍କ ଘର ମୟୂରଭଞ୍ଜ ଜିଲା ବଡ଼କରଞ୍ଜିଆ ଗ୍ରାମରେ। ଯାତ୍ରୀଙ୍କୁ ଠିକ୍‌ ସମୟରେ ଅକ୍ସିଜେନ ଦିଆ…

ଅମିତାଭଙ୍କ ଅନୁରୋଧରେ ହିନ୍ଦୀ ଫିଲ୍ମ ଦେଖିଥିଲେ ମୋଦି

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ୬୯ ତମ ଜନ୍ମ ଦିନ ପାଳନ କରୁଥିବା ବେଳେ ସବୁଆଡୁ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ବଲିଉଡ୍‌ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛି। ଏହି କ୍ରମରେ ମୋଦିଙ୍କ ବଲିଉଡ୍‌ ସହ ଥିବା…

୨ ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷକ ମାଡ଼ମାରିବା ଅଭିଯୋଗ : ବିଦ୍ୟାଳୟ ପରିସରରେ ଉତ୍ତେଜନା

ହାଟଡ଼ିହୀ,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ କୁଶଟିକିରି ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଧାନ ଶିକ୍ଷକ ୨ ଜଣ ଶିକ୍ଷୟିିତ୍ରୀଙ୍କୁ ଗାଳିଗୁଲଜ କରିବା ସହ ମାଡ଼ ମାରିଛନ୍ତି। ଏ ନେଇ ୨ ଶିକ୍ଷୟିତ୍ରୀ ହାଟଡ଼ିହୀ ଶିକ୍ଷା ଜିଲା ଧିକାରୀଙ୍କ ପାଖରେ ଅଭିଯୋଗ କରିଛନ୍ତି।…

ମାଡ଼ି ଆସୁଛି ବିପଦ: ୭ମ ଥର ପାଇଁ ସମ୍ପୂର୍ଣ୍ଣ ଧ୍ୱଂସ ହେବ ପୃଥିବୀ !

ଓ୍ବାଶିଂଟନ,୧୭।୯ : ଜଳବାୟୁ ପରିବର୍ତ୍ତନର ପ୍ରଭାବ ପରିବେଶ ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ପୃଥିବୀ ପୁଣି ଧ୍ୱଂସ ମୁହାଁ ହେବାରେ ଲାଗିଛି। ଏହା ପୂର୍ବରୁ ପୃଥିବୀ ୬ଥର ସମ୍ପୂର୍ଣ୍ଣ ଧ୍ୱଂସ ହୋଇ ସାରିଛି। ଏବେ ୭ମ ଥର ପାଇଁ ସେହି ବିପଦ…

ଧରିତ୍ରୀର ପ୍ରଭାବ: ପୋଲିସ ଚଢ଼ାଉରେ ଚୋରା କୋଇଲା ଜବତ

ଯୋଡ଼ା, ୧୭।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ବାଂଶପାଣିଠାରେ ଚୋରା କୋଇଲା କାରବାର ସମ୍ପର୍କରେ କିଛି ଦିନ ତଳେ ଧରିତ୍ରୀରେ ଶୀର୍ଷକ ‘ବାଂଶପାଣି ଅଞ୍ଚଳରେ କୋଇଲା ଚୋରା ଚାଲାଣ’ ପ୍ରକାଶିତ ହେବା ପରେ ପୋଲିସ ପ୍ରଶାସନ ତପତ୍ରତା…

ଟୁଇଟରରେ ଛାଇଲେ ମୋଦି: ବିଶ୍ୱର ଟପ୍‌ ୨ ଟ୍ରେଣ୍ଡିଂ ଟପିକ୍‌ରେ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ,୧୭।୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୬୯ତମ ଜନ୍ମଦିନ ମଙ୍ଗଳବାର ପାଳନ କରୁଛନ୍ତି। ମୋଦିଙ୍କ ଜନ୍ମଦିନ ଅବସରରେ ନେତା ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ପ୍ରଶଂସକ ପର୍ଯ୍ୟନ୍ତ ଶୁଭେଚ୍ଛାର ସୂଅ ଛୁଟିଛି। ଏନେଇ ଟୁଇଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା…

ଚାଳକ ଦିବସ: ସରକାରୀ ସୁବିଧା ଦାବିକଲେ ଚାଳକ

ବ୍ରହ୍ମପୁର ଅଫିସ,୧୭ା୯: ଓଡ଼ିଶା ମୋଟର୍‌ ଚାଳକ ସଂଘର ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି। ଏହି ଅବସରରେ ସକାଳେ ବହୁ ସଂଖ୍ୟାରେ ଗାଡ଼ି ଚାଳକ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଏକାଠି ହୋଇଥିଲେ। ସେଠାରୁ ଏକ ରାଲିରେ ବାହାରି…

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା କମିଛି: ମୋଦି-ଇମ୍ରାନ୍‌ଙ୍କୁ ଖୁବ୍‌ ଶୀଘ୍ର ଭେଟିବାକୁ ସୂଚନା ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୭।୯: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ପୁଣି ଥରେ ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମନ୍ତବ୍ୟ ଦେଇଛନ୍ତିି। ଜମ୍ମୁ-କଶ୍ମୀର ନାମ ନ ନେଇ ଟ୍ରମ୍ପ୍‌ କହିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ଉତ୍ତେଜନା କମିଛି । ସେ ଖୁବ୍‌ ଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦେବଦୂତ ସାଜିଲେ ଡାକ୍ତର: ଅନାଥ ପିଲାକୁ ଭାରରେ ବୋହି ଡାକ୍ତରଖାନା ନେଲେ

ମାଲକାନଗିରି,୧୭।୯(ସ୍ବ.ପ୍ର): ମାଲକାନଗିରି ଜିଲା ଖଇରିପୁଟ ବ୍ଲକ ବଣ୍ଡାଘାଟି ବଡ଼ଡୁରାଲ ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ଜଣେ ୧୨ ବର୍ଷର ଅନାଥ ପିଲା କମୁଳୁ କିରସାନିଙ୍କ ପେଟ ଫୁଲିବା ଯୋଗୁ ସେ କଷ୍ଟ ଭୋଗୁଥିଲେ। ଏ ନେଇ ଗାଁ ଲୋକ ଆରୋଗ୍ୟ ପ୍ଲସ୍‌କୁ ଖବର…

ବିଗ୍‌ ବସ୍‌ ଫେମ୍‌ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡ କାଟ ପାଇଁ ୫୦ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କଲେ ଭିଏଚ୍‌ପି ନେତା

ଶାହାଜହାନପୁର,୧୭।୯: ଉତ୍ତର ପ୍ରଦେଶ ଶାହାଜହାନପୁର ଜିଲାର ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ସଚିବ ଏକ ବିବାଦୀୟ ବୟାନ ଦେଇଛନ୍ତି। ବିଗ୍‌ ବସ୍‌ ଫେମ୍‌ ତଥା ଆତ୍ମଘୋଷିତ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡକାଟ କଲେ ୫୦ ଲକ୍ଷ ଟଙ୍କା ପୁରସ୍କାର ମିଳିବ ବୋଲି ସେ…

ପୋଲିସ କର୍ମୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ: ଜବାବ ତଲବ କଲେ ଏସ୍‌ଏସ୍‌ପି

ଲକ୍ଷ୍ନୌ,୧୭।୯: ବର୍ତ୍ତମାନ ଦେଶରେ ସୋସିଆଲ ମିଡିଆରେ ଟିକ୍‌ଟକ୍‌ର ଟ୍ରେଣ୍ଡ ଚାଲିଛି। ଏନେଇ ଛୁଆଙ୍କଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଟିକ୍‌ଟକ୍‌ ମାନିଆ ଦେଖାଦେଇଛି। ଯେଉଁଠି ଦେଖିବେ ଯାହାକୁ ଦେଖିବେ ନିଜର ଅଜବ ଅଜବ ଭିଡିଓ ତିଆରି କରିବାରେ ସମସ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri