Home Left

‘କେଦାରନାଥ’ର ଗୋଟିଏ ବର୍ଷ ପୂର୍ତ୍ତି: ପୋଷ୍ଟ ଲେଖି ପୁରୁଣା ସ୍ମୃତିକୁ ମନେ ପକାଇଲେ ସାରା

ବମ୍ବେ: ଇତିମଧ୍ୟରେ ଫିଲ୍ମ ‘କେଦାରନାଥ’କୁ ପୁରିଛି ଏକ ବର୍ଷ। ସୋସିଆଲ ମିଡିଆରେ ଫିଲ୍ମ ସହ ଜଡିତ କିଛି ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ମନେପକାଇଛନ୍ତି ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌। ଗୋଟିଏ ବର୍ଷ ବିତିଯାଇଥିବା ଭଳି ମନେ ହେଉ ନ…

ଶୀତଦିନେ ଦହି ଖାଉଥିଲେ…

ଦହି ସ୍ବାସ୍ଥ୍ୟପ୍ରତି ହିତକର ବୋଲି ଜାଣିଛେ। ମାତ୍ର ଶୀତଦିନେ ଦହି ଖାଇଲେ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ହୋଇଥାଏ। ଆୟୁର୍ବେଦ ବିଶେଷଜ୍ଞଙ୍କ ମତରେ , ଦହି ଖାଇବା ଫଳରେ କଫ ସମସ୍ୟା ଦେଖାଯାଇଥାଏ। ଏହା ସହିତ ଯେଉଁମାନଙ୍କର ଇମ୍ୟୁନ ସିଷ୍ଟମ ଦୁର୍ବଳ ସେମାନଙ୍କ…

ଶୁଖୁଛି ବିଶ୍ୱର ଏହି ଜଳପ୍ରପାତ

ଲୁସାକା: ବିଶ୍ୱର ପ୍ରମୁଖ ଜଳପ୍ରପାତ ମଧ୍ୟରୁ ଦକ୍ଷିଣଆଫ୍ରିକାର ଜାମ୍ବିଆ ଏବଂ ଜିମ୍ବାଓ୍ବେକୁ ବିଭାଜନ କରୁଥିବା ଭିକ୍ଟୋରିଆ ଜଳପ୍ରପାତ ଅନ୍ୟତମ। ୩୫୫ ଫୁଟ ଉଚ୍ଚର ଏହି ଜଳପ୍ରପାତ ପ୍ରତିବର୍ଷ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ମାତ୍ର ୨୫ ବର୍ଷ ଧରି…

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର ଅପରାହ୍ନରେ ଶାସ୍ତ୍ରୀନଗରଠାରେ ରହୁଥିବା ଦୀପକ ସୂତାର(୨୨) ଆତ୍ମହତ୍ୟା କରୁଥିବା ବେଳେ ଝରକା ବାଟେ…

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: କଏଦୀଙ୍କ ପାଇଁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା

ଜେଲ୍‌ର ନାଁ ଶୁଣିଲେ ଆପଣା ଛାଏଁ ମନକୁ ଆସେ ସେଠାକାର ରହିବା ଓ ଖାଇବା କେମିତି ହୋଇଥିବ। ହେଲେ କ୍ୟୁବାରେ ଏମିତି ଏକ ଜେଲ୍‌ ଅଛି ଯାହାର ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ ନାହିଁ ବରଂ ଏଠାରେ କଏଦୀଙ୍କ ପଛରେ ଖର୍ଚ୍ଚ…

କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।…

ଚିଠି ଲେଖିଲେ ସ୍ବରାଷ୍ଟ୍ର ସଚିବ: ନାରୀ ସୁରକ୍ଷା ଦିଗରେ ଖିଲାପ କଲେ ଦଣ୍ଡିତ ହେବେ ପୋଲିସ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ଦେଶରେ ଏବେ ନାରୀ ନିର୍ଯାତନା ପ୍ରମୁଖ ପ୍ରସଙ୍ଗ ହୋଇ ଉଭା ହେଲାଣି। ରାଜ୍ୟଗୁଡ଼ିକରେ ମଧ୍ୟ ମହିଳା ଏବଂ ଶିଶୁମାନଙ୍କ ପ୍ରତି ବଳାତ୍କାର, ଅପହରଣ ପରି ଘଟଣା ବଢ଼ିବାରେ ଲାଗିଛି। ଏନେଇ ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ…

୪୭ ବର୍ଷ ବୟସରେ ବି ସୁପରଫିଟ୍‌ ମନ୍ଦିରା

ବମ୍ବେ: ବୟସବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଏ। ହେଲେ କେତେଜଣ ନାୟିକା ଅଛନ୍ତି ଯେଉଁମାନେ ସବୁବେଳେ ଏଭରଗ୍ରିନ୍‌। ସେ ରେଖା ହୁଅନ୍ତୁ ଅବା ମାଧୁରୀ, ବୟସର ଛାପ ଯେମିତି ସେମାନଙ୍କ ପାଖ ମାଡେନି ସେଭଳି ମନେହୁଏ। କେବଳ ଯେ ବଲିଉଡ୍‌ ଅଭିନେତ୍ରୀ ତାହା…

ଦୃଷ୍ଟିଶକ୍ତି ବଢ଼ାଇଥାଏ ଏସବୁ ଖାଦ୍ୟ

ଆଜିକାଲି ଅଧିକାଂଶ ଲୋକଙ୍କ ଦୃଷ୍ଟିଶକ୍ତି କମ୍‌ ରହୁଛି। ଖାଦ୍ୟପେୟରେ ଅନିୟମିତତା, ପରିବର୍ତ୍ତିତ ଜୀବନଶୈଳୀ ତଥା ଅଧିକ ସମୟ ଟିଭି, ମୋବାଇଲ୍‌, କମ୍ପ୍ୟୁଟର ଆଦି ଦେଖିବା ଯୋଗୁ ଦୃଷ୍ଟିଶକ୍ତି ହ୍ରାସ ପାଉଛି। ଆଖିକୁ ସୁସ୍ଥ ରଖିବା ପାଇଁ ଭିଟାମିନ୍‌ ‘ଏ’, ‘ବି’, ‘ସି’…

ଉନ୍ନାଓ ପୀଡିତାଙ୍କ ମୃତ୍ୟୁକୁ ନେଇ ରାଜନୀତି ସରଗରମ: ଭାଜପା କାର୍ଯ୍ୟାଳୟ ଘେରିଲେ କଂଗ୍ରେସକର୍ମୀ

ଲକ୍ଷ୍ନୌ,୭।୧୨: ଉନ୍ନାଓ ବଳାତ୍କାର ପୀଡିତାଙ୍କ ମୃତ୍ୟୁ ପରେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନେକ ରାଜନୈତିକ ଦଳ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଥିବା ବେଳେ ତୁରନ୍ତ…

ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ୭ ଡିଗ୍ରୀ ରହିଥିଲା। ଯାହାକି ପୁଣି ହ୍ରାସ ପାଇବାରେ…

୧୦ ବର୍ଷ ପରେ ଟେଷ୍ଟ ଦଳକୁ ଫେରିଲେ ଫଓ୍ବାଦ ଆଲମ

କରାଚୀ, ୭।୧୨- ଦୀର୍ଘ ୧୦ ବର୍ଷ ପରେ ପାକିସ୍ତାନରେ କୌଣସି ଅନ୍ତର୍ଜାତୀୟ ଟେଷ୍ଟ ସିରିଜ୍‌ ଖେଳାଯିବାକୁ ଯାଉଛି। ଆସନ୍ତା ୧୧ ତାରିଖରେ ରାଓ୍ବଲପିଣ୍ଡଠାରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଶନିବାର ପାକିସ୍ତାନ ଦଳ ଘୋଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?