ବନ୍ଧୁତା ପାଇଁ ଜର୍ମାନୀରୁ ଗୋପ
ଗୋପ, ୧୭-୯(ଡି.ଏନ୍.ଏ.):ଗ୍ଲୋବାଲ ଓ୍ବାର୍ମିଂ ଆଜି ବିଶ୍ୱବାସୀଙ୍କ ପାଇଁ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିରୁ ମୁକ୍ତି ପାଇବାର ଗୋଟିଏ ମାଧ୍ୟମ ବୃକ୍ଷରୋପଣ। ଏହା ସହ ଜର୍ମାନୀ ଓ ଭାରତ ମଧ୍ୟରେ ବନ୍ଧୁତା ସ୍ଥାପନ କରିବାକୁ ହେଲେ ଏହି ବୃକ୍ଷ…
ମାଲେସିଆ ଫେରିଗଲା ଜିନ୍ ହ୍ବା: ଛାଡ଼ିଗଲା ସ୍ମୃତି, ଦେଇଗଲା ଅନେକ ଅନୁଭୂତି
ବ୍ରହ୍ମଗିରି, ୧୭-୯(ଡି.ଏନ୍.ଏ.):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାଜହଂସ ଓ ଖିରୀସାହି ମଝି ବଙ୍ଗୋପ ସାଗର କୂଳରେ ଅଟକିଥିବା ମାଲେସିଆର ପଣ୍ୟବାହୀ ଜାହାଜ ଜିନ୍ ହ୍ବା ରବିବାର ରାତିରେ କୂଳ ଛାଡ଼ିଥିଲା। ଗତ ମାସ ୭ତାରିଖରୁ ବୈଷୟିକ ତ୍ରୁଟି ଯୋଗୁ କୂଳକୁ…
ଆସୁଛି ଧର୍ମମାସ କାର୍ତ୍ତିକ:ଦୟନୀୟ ଅବସ୍ଥାରେ ତୀର୍ଥ ପୁଷ୍କରିଣୀ
ପୁରୀ ଅଫିସ,୧୭-୯:ଆସୁଛି ଧର୍ମମାସ କାର୍ତ୍ତିକ। ଏହି ସମୟରେ ହବିଷ ପାଳିବାକୁ ଶ୍ରୀକ୍ଷେତ୍ର ଆସିବେ ହଜାର ହଜାର ହବିଷିଆଳି। ମାସେ ପର୍ଯ୍ୟନ୍ତ ପୁରୀରେ ରହିବେ। ଏଠାକାର ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରାତଃ ସ୍ନାନ ସାରି ଚଉଁରା ମୂଳେ ରାଇ ଦାମୋଦରଙ୍କ ପୂଜା କରିବେ।…
ଜିତେନ୍ଦ୍ରଙ୍କ ‘ଦି ଲାଷ୍ଟ୍ କଲର୍’ ଶ୍ରେଷ୍ଠ ଫିଚର ଫିଲ୍ମ
ଭୁବନେଶ୍ୱର, ୧୭-୯(ବ୍ୟୁରୋ):ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ରଙ୍କ ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ୍ କଲର୍’ ପୁଣି ଏକ ମାଇଲଷ୍ଟୋନ୍ ଅତିକ୍ରମ କରିଛି। ଜିତେନ୍ଦ୍ରଙ୍କ ନିର୍ମିତ ଏହି ଫିଲ୍ମ ଇଣ୍ଡିଆ ଇଣ୍ଟରନ୍ୟାଶ୍ନାଲ…
ଶହୀଦନଗର ଦୁର୍ଗାପୂଜା ସମିତି:ତୋରଣରେ ଲକ୍ଷ୍ନୌ ରାଜପ୍ରାସାଦ
ଭୁବନେଶ୍ୱର,୧୭-୯(ବ୍ୟୁରୋ):ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତିରେ ନିଜକୁ ସାମିଲ କରିଛି ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ପୂଜାମଣ୍ଡପ ଶହୀଦନଗର। ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ଏବେ ସୁଦ୍ଧା ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସହ ପାର୍ଶ୍ୱବର୍ତ୍ତୀ ମୂର୍ତ୍ତି ଓ ତୋରଣ ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ପର୍ଯ୍ୟାୟରେ…
ମୁମ୍ବାଇ ପଶ୍ଚିମ ଓଡ଼ିଶା ପରିବାରର ନୂଆଖାଇଁ ଭେଟ୍ଘାଟ୍
ଭୁବନେଶ୍ୱର, ୧୭-୯(ବ୍ୟୁରୋ):ମୁମ୍ବାଇ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ରବିବାର ମୁମ୍ବାଇର ସ୍ବତନ୍ତ୍ରବୀର ସାବରକର ଅଡିଟୋରିୟମଠାରେ ୧୩ତମ ନୂଆଖାଇଁ ଭେଟ୍ଘାଟ୍ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ପରିଚାଳନା କମିଟିର ସଦସ୍ୟ ଚମ୍ପକ ତ୍ରିପାଠୀଙ୍କ କଣ୍ଠରୁ ଦେବୀଙ୍କ ମନ୍ତ୍ର ସହ ବରିଷ୍ଠ ମହିଳା ସଦସ୍ୟଙ୍କ ଦ୍ୱାରା…
୧୬୦୦ କୀର୍ତ୍ତିରାଜି ଫଟୋରେ ନିର୍ମିତ ବିଶ୍ୱକର୍ମା
ପୁରୁଣା ଭୁବନେଶ୍ୱର,୧୭-୯(ଡି.ଏନ.ଏ);ମଙ୍ଗଳବାର ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା। ଏଥିପାଇଁ ପ୍ରସ୍ତୁତି ସରିଥିବାବେଳେ ସହରଠୁ ଗାଁ ସବୁଠି ଉତ୍ସାହ ଆଉ ଉତ୍କଣ୍ଠା। ବିଶେଷକରି ବିଭିନ୍ନ ସହର ଓ ବଜାରରେ ନିଆରା ମୂର୍ତ୍ତି ନିର୍ମାଣ ସହ ସୁଉଚ୍ଚ ତୋରଣ, ଆଲୋକସଜ୍ଜାକୁ ନେଇ ବିଭିନ୍ନ ପୂଜା ମଣ୍ଡପ…
କପ୍ତିପଦା ଥାନା ଏଏସ୍ଆଇଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ
ଭୁବନେଶ୍ୱର,୧୭-୯ (ବ୍ୟୁରୋ):ମୟୂରଭଞ୍ଜ ଜିଲା କପ୍ତିପଦା ପୋଲିସ ନ୍ୟାୟ ଦେଉନି। ପୂର୍ବରାଗ ରଖି ବିଭିନ୍ନ ସମୟରେ ହଇରାଣ ହରକତ କରୁଛି। ଥାନାର ଜଣେ ଏଏସ୍ଆଇ ମିଛ ମାମଲାରେ ଫସାଇ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ସହ ପରିବାର ସଦସ୍ୟଙ୍କୁ ଜେଲ୍ ପଠାଇଛନ୍ତି। ପରିବାର…
ସମ୍ବଲପୁର ରେଳ ଡିଭିଜନ ଦେଶରେ ପ୍ରଥମ
ସମ୍ବଲପୁର,୧୭-୯(ବ୍ୟୁରୋ):ରେଳ ବୋର୍ଡ ୫୮ଟି ଦିଗକୁ ଆଧାର କରି ବିଭିନ୍ନ ରେଳ ମଣ୍ଡଳକୁ ମାର୍କ ଦେଇଛି। ଏଥିରେ ସମ୍ବଲପୁର ରେଳମଣ୍ଡଳ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ବିଭିନ୍ନ ଦିଗରେ କାର୍ଯ୍ୟ ଦକ୍ଷତାକୁ ନେଇ ରେଳ ବୋର୍ଡ ଏହି ଚୟନ କରିଛି। ଅଗଷ୍ଟ…
କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ କରି ଆତ୍ମପ୍ରଚାର କରୁଛି ବିଜେଡି: ଭାଜପା
ଭୁବନେଶ୍ୱର,୧୭-୯(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଭୁଆଁ ବୁଲାଇ ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଲୋଗୋ ଓ ନାଁ ଦେଇ ସାଧାରଣ ଲୋକଙ୍କୁ ଭ୍ରମିତ କରୁଛନ୍ତି। ମୋଦି ସରକାର…
ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା
ଖପ୍ରାଖୋଲ,୧୭-୯ (ଡି.ଏନ.ଏ.):ମଧ୍ୟଯୁଗୀୟ ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହ କିଭଳି ଭୟାନକ ରୂପ ନେଇପାରେ ସେଭଳି ଏକ ବୀଭତ୍ସ ଘଟଣା ଘଟିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ା ସୋମବାର ସକାଳୁ ଏହି ଗଁା ନିକଟ…
ବିପର୍ଯ୍ୟୟ ବେଳେ ଭରସା ‘ଆଞ୍ଚଳିକ ପ୍ରଶମନ କେନ୍ଦ୍ର’
ବାଲେଶ୍ୱର ଅଫିସ,୧୭-୯:ପ୍ରାକୃତିକ ବିପର୍ଯ୍ୟୟର ତତ୍କାଳ ମୁକାବିଲା ଲାଗି ବାଲେଶ୍ୱରଠାରୁ ୧୨କି.ମି. ଦୂର ଚାନ୍ଦିପୁର ନିକଟବର୍ତ୍ତୀ ହିଡିଙ୍ଗା ଅଞ୍ଚଳରେ ସୋମବାର ରିଜିଓନାଲ ରେସପନ୍ସ ସେଣ୍ଟର (ଆର୍ଆର୍ସି) ବା ଆଞ୍ଚଳିକ ପ୍ରଶମନ କେନ୍ଦ୍ର ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କେନ୍ଦ୍ର ଜରିଆରେ…
Archives


