Home Left

ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’

ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି ବିଧାୟକ ପୂର୍ବରୁ କ୍ରମାଗତ ଭାବେ ଦ୍ୱିତୀୟ...

୨ ଚନ୍ଦନ ଗଛ ଚୋରି

କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଚନ୍ଦନ ଗଛ ଚୋରି ସମସ୍ତଙ୍କୁ ଚକିତ କରିଛି।  ପୋଲିସ ଅଭିଯୋଗ ପାଇବା...

ପୁରୀ ଜିଲା: ବିଧାନସଭାକୁ ୩ ପୁରୁଣା, ୩ ନୂଆ ନିର୍ବାଚିତ

ପୁରୀ ଅଫିସ, ୨୪ା୫: ପୁରୀ ଜିଲାର ୬ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଏଥର ବିଜେଡି ଖାତାକୁ ୪ଟି ସିଟ୍‌ ଯାଇଥିବା ବେଳେ ୨ଟିରେ ଭାଜପା ଜିତିଛି। ୨୦୧୪ ନିର୍ବାଚନରେ ବିଜେଡି କ୍ଲିନ ସୁଇପ୍‌ କରିଥିଲା। ହେଲେ ଏଥର ଭାଜପା ବିଜେଡିଠାରୁ...

ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ

ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍‌ ଦେଇଛନ୍ତି ଭାଜପାର ଜୟନ୍ତ କୁମାର ଷଡ଼ଙ୍ଗୀ। ଗୁରୁ-ଶିଷ୍ୟଙ୍କ ଲଢେଇରେ ହାର୍‌ ମାନିଛନ୍ତି ଗୁରୁ।...

ଶଙ୍ଖନାଦରେ କମ୍ପିଲା ନୟାଗଡ଼ ଜିଲା

ନୟାଗଡ଼ ଅଫିସ,୨୪।୫: ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ୫ରୁ ଊର୍ଦ୍ଧ୍ୱ ଥର ନୟାଗଡ଼ ଗସ୍ତ, ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର, ଭାଜପାର ୧୨୦ ମିଶନ୍‌ ସବୁ କିଛି ଫିକା ପଡ଼ିଲା ନୟାଗଡ଼ ଜିଲାରେ। ଜିଲାର ୩ ନିର୍ବାଚନ ମଣ୍ଡଳୀକୁ ୩...

ସୋହିନୀଙ୍କୁ ଟାଇଟଲ

ଭୁବନେଶ୍ୱର, ୨୪।୫(କ୍ରୀଡ଼ା ପ୍ରତିନିଧି): ମୁମ୍ବାଇଠାରେ ଶୁକ୍ରବାର ଏମଏସଏଲଟିଏ(ମହାରାଷ୍ଟ୍ର ରାଜ୍ୟ ଲନ୍‌ ଟେନିସ ଆସୋସିଏଶନ)-ୟୋନେକ୍ସ ସନ୍‌ରାଇଜ୍‌ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ୧୨ ବର୍ଷରୁ କମ୍‌ ବାଳିକା ବିଭାଗରେ ଓଡ଼ିଶାର ସୋହିନୀ ଏସ. ମହାନ୍ତି ଚାମ୍ପିୟନ ହୋଇଛନ୍ତି।...

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ...

ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ ଖପରାଖାଇ ୧୩ ନଂ ଓାର୍ଡର ସୁଦର୍ଶନ...

ଅଂଶୁଘାତରେ ଯୁବକ ମୃତ

ହାଟଡିହୀ,୨୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗ୍ରାମର ଶ୍ରୀକାନ୍ତ ଜେନା(୩୫) ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଶୁକ୍ରବାର ଶ୍ରୀକାନ୍ତ ନିଜ ବିଲରେ କାମ କରୁଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି...

ମୋର୍ଗାନ ଆହତ

ଲଣ୍ଡନ,୨୪।୫(ଏଏଫ୍‌ପି): ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ଆହତ ହୋଇଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ ପାଇଁ ଅଭ୍ୟାସ କରୁଥିବାବେଳେ ତାଙ୍କ ବାମହାତାର ଆଙ୍ଗୁଠିରେ ଆଘାତ ଲାଗିଥିବା ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ...

୧୦,୦୦୦ରୁ ଉର୍ଦ୍ଧ୍ୱ ପ୍ରଭାବିତଙ୍କୁ ଏନ୍‌ଟିପିସିର ଚିକିତ୍ସା

ଭୁବନେଶ୍ୱର,୨୪।୫: ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ (ଏନ୍‌ଟିପିସି) ପକ୍ଷରୁ ଭ୍ରାମ୍ୟମାଣ ମେଡିକାଲ ମେଡିକାଲ ଚିକିତ୍ସା ଶିବିରରେ ୧୦,୦୦୦ରୁ ଉର୍ଦ୍ଧ୍ୱ ପ୍ରଭାବିତଙ୍କୁ ଚିକିତ୍ସା କରାଯାଇଛି। ଏହି ଶିବିରଗୁଡିକ ପୁରୀ, କୋଣାର୍କ, ବ୍ରହ୍ମଗିରି, ସାତପଡା ପଞ୍ଚାୟତ ଓ ବ୍ଲକ ସ୍ତରରେ ଓଡ଼ିଶା ସରକାରଙ୍କ...

ଆଇସିଆଇସିଆଇର ମୋବାଇଲ ଏଟିମ୍‌

ଭୁବନେଶ୍ୱର,୨୪।୫: ଫନୀ ପ୍ରଭାବିତ ପୁରୀ ଜିଲାରେ ଲୋକଙ୍କ ପାଖରେ ପ୍ରମୁଖ ବ୍ୟାଙ୍କିଙ୍ଗ ସେବାକୁ ଉପଲବ୍ଧ କରାଇବା ଲାଗି ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ମୋବାଇଲ ଏଟିଏମ୍‌ ଭ୍ୟାନ ନିୟୋଜିତ କରାଯାଇଛି। ଏହାକୁ ରାଜ୍ୟ ସଚ୍ଚିବାଳୟ ପରିସରରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri