Home Left

ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ: ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ୭୦ ବର୍ଷ ତଳେ ହୋଇଥିଲା ଆରମ୍ଭ

ନୂଆଦିଲ୍ଲୀ,୭।୧୨: ପ୍ରତିବର୍ଷ ଡିସେମ୍ବର ୭କୁ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳନ କରାଯାଇଥାଏ। ୧୯୪୯ଠାରୁ ଗତ ୭୦ ବର୍ଷ ଧରି ଏଭଳି ଜାରି ରହିଛି। ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ଏହି ଦିବସ ଦେଶବ୍ୟାପି ପାଳିତ ହୋଇଥାଏ। ୧୯୪୭ ଅଗଷ୍ଟ…

ଏଟିଏମ୍‌ ଟ୍ରେଜେରି କାଟି ଲୁଟ୍‌ ଉଦ୍ୟମ

ଭଦ୍ରକ ଅଫିସ,୭।୧୨: ଭଦ୍ରକ ଜିଲା ଧାମନଗର ଥାନା ଦୋବଲ ବଜାର ଟାଟା ଇଣ୍ଡିକେସ୍‌ ଏଟିଏମ୍‌ରୁ ଶୁକ୍ରବାର ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। କେହି ଦୁର୍ବୃତ୍ତ ଗ୍ୟାସ୍‌ କଟର ସାହାଯ୍ୟରେ ଏଟିଏମ୍‌ ଟ୍ରେଜେରି କାଟି ଟଙ୍କା ନେବାକୁ ଉଦ୍ୟମ କରିଛନ୍ତି। ଅନ୍ୟପଟେ ସିସିଟିଭି…

ପିଚ୍‌ ଖରାପ ଥିବାରୁ ପ୍ରଥମ ଦିନର ଖେଳ ବାତିଲ

ମେଲବୋର୍ନ,୭।୧୨- ସ୍ଥାନୀୟ ଏମ୍‌ସିଜି ଗ୍ରାଉଣ୍ଡରେ ଭିକ୍ଟୋରିଆ ଓ ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଚଳିତ ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ର ପ୍ରଥମ ଦିନ ବାତିଲ କରାଯାଇଛି। ପିଚ୍‌ ଖେଳିବା ପାଇଁ ଉପଯୋଗୀ ନ ଥିବାରୁ ଫିଲ୍ଡ ଅମ୍ପାୟର ଏଭଳି…

ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ ଆଣିଛି ଖୁସି ଖବର। କାରଣ ଏବେ କମ୍ପାନୀ ଫେୟାର ୟୁସେଜ ପଲିସି ଲିମିଟ(ଏଫ୍‌ୟୁପି)ଚାର୍ଜକୁ ହଟାଇ…

ଭିନ୍ନ ଲୁକ୍‌ରେ କରୀନା

ବଲିଉଡ୍‌ର ଫ୍ୟାଶନ କୁଇନ୍‌ କରୀନା କପୁର ଖାନ୍‌ଙ୍କ ଭିନ୍ନ ଲୁକ୍‌ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛି। ତାଙ୍କର ଏହି ନୂଆ ଲୁକ୍‌କୁ ପ୍ରଶଂସକ ବେଶ୍‌ ପ୍ରଶଂସା କରୁଛନ୍ତି। କରୀନା ଯେଉଁ ଡ୍ରେସ୍‌ ପିନ୍ଧିଛନ୍ତି ଏହାକୁ ନେଇ ପ୍ରଶଂସକମାନେ ଭିନ୍ନ…

ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲା: ପୋଲିସ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ

ହାଇଦ୍ରାବାଦ,୭।୧୨: ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲାରେ ପୋଲିସ ବିରୋଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ଏନ୍‌କାଉଣ୍ଟରରେ ସାମିଲ ଥିବା ପ୍ରତି ପୋଲିସ କର୍ମଚାରୀଙ୍କ ବିରୋଧରେ ଏକ ମାମଲା ରୁଜୁ କରିବା ପାଇଁ ଏହି ଆବେଦନ ପତ୍ରରେ ଦାବି କରାଯାଇଛି। ଏଥିସହ ଏକ ଯାଞ୍ଚ…

କାନାଡାର ନାଗରିକତା ଛାଡିବେ ଅକ୍ଷୟ

ମୁମ୍ବାଇ,୭।୧୨: ପାଖାପାଖି ୭ ବର୍ଷ ତଳେ ଭାରତର ନାଗରିକତା ଛାଡି କାନାଡା ନାଗରିକତା ଗ୍ରହଣ କରିଥିବା ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ପୁଣି ଥରେ ଭାରତର ନାଗରିକତା ଗ୍ରହଣ କରିବେ ବୋଲି କହିଛନ୍ତି। ଶୁକ୍ରବାର ହିନ୍ଦୁସ୍ତାନ ଟାଇମ୍ସର ଶିଖର…

ଦେଶ ପାଇଁ ସର୍ବାଧିକ ଉଇକେଟ ନେବାରେ ଚହଲ ଯୁଗ୍ମ ଶୀର୍ଷରେ

ହାଇଦ୍ରାବାଦ,୬ା୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ର ୧୮ତମ ଓଭରରେ ଚହଲ ପ୍ରତିପକ୍ଷ ଦଳର ବ୍ୟାଟ୍ସମ୍ୟାନ ଶିମରନ ହେଟମାୟର ଓ ଅଧିନାୟକ କିରନ ପୋଲାର୍ଡଙ୍କ ଉଇକେଟ ନେଇଥିଲେ। ଏଥିସହ ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ପେସର…

କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା: କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କଲେ ଅଭିଭାବକ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ଶନିବାର ଅଭିଭାବକମାନେ ଡେପୁଟି କମିଶନରଙ୍କ ଅଫିସ ଘେରାଉ କରିଛନ୍ତି। ପିଲାଙ୍କୁ ସ୍କୁଲରେ ମାନସିକ ନିର୍ଯାତନା ଦିଆଯାଉଥିବା ସେମାନେ ଅଭିଯୋଗ କରିବା ସହ ଏହାର…

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ ୬.୫ ଡିଗ୍ରୀକୁ ଖସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ପାରଦ ୭ ଡିଗ୍ରୀ ରହିଥିଲା, ଯାହାକି…

ଚଣ୍ଡପଡ଼ାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା

ବ୍ରହ୍ମଗିରି,୭।୧୨(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୋନାଲି ଭଟ୍ଟ, ତପନ ଭଟ୍ଟ, ବିପିନ ଭଟ୍ଟ, ଚନ୍ଦନ ଭଟ୍ଟ, ସୁଷମା ଭଟ୍ଟ, ଅଭାଗିନୀ ଭଟ୍ଟ, ଅଶୋକ ଭଟ୍ଟ,…

ମିଳିଲା ଗୁପ୍ତଧନ: ଶହେ ବର୍ଷ ତଳର ମାଟିପାତ୍ରରେ ୨,୫୯୫ ମୁଦ୍ରା

ଥିରୁଭାନନ୍ତପୁରମ୍‌,୭।୧୨: କେରଳର ଥିରୁଭାନନ୍ତପୁରମ୍‌ରେ ମାଟି ତଳୁ ମିଳିଛି ଗୁପ୍ତଧନର ସନ୍ଧାନ। ଶହେ ବର୍ଷ ପୁରୁଣା ମାଟି ପାତ୍ରରେ ୨,୫୯୫ ତମ୍ବା ମୁଦ୍ରା ବନ୍ଦ ଅବସ୍ଥାରେ ମିଳିଛି। ଏସବୁର ଓଜନ ୨୦ କିଲୋ ୪ଶହ ଗ୍ରାମ୍‌। ଏଥିରେ କଳଙ୍କି ଲାଗି ଯାଇଥିବାରୁ ଏସବୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?