ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି
ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।…
ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍ପୋଷ୍ଟ
କାମାକ୍ଷାନଗର, ୧୭।୯(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…
କଫି ଦୂରକରେ ଷ୍ଟ୍ରେଚ୍ମାର୍କ
ଗର୍ଭଧାରଣ ପରେ ଓ ମେଦବହୁଳତା ଦେଖାଯାଉଥିବା ବ୍ୟକ୍ତିଙ୍କ ପାଖରେ ଷ୍ଟ୍ରେଚ୍ମାର୍କ ଦେଖା ଦେଇଥାଏ। ବଜାରରେ ମିଳୁଥିବା ବିଭିନ୍ନ ପ୍ରକାରର କ୍ରିମ ବ୍ୟବହାର ପରେ ମଧ୍ୟ ଏହାର କିଛି ସୁଫଳ ମିଳି ନ ଥାଏ। ସଂକ୍ରାମକ ରୋଗର ବିଶେଷଜ୍ଞମାନେ ନିକଟରେ କରିଥିବା ଏକ…
ମେଶିନ୍ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍ଟ୍ରାସାଉଣ୍ଡ
ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…
ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ
ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…
ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍ପି
ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…
ଡବଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍ :ବାର୍ଟିଙ୍କ ନିକଟତର ହେଲେ ପ୍ଲିସ୍କୋଭା
ପ୍ୟାରିସ, ୧୭ | ୯(ଏଏଫପି)- ସୋମବାର ପ୍ରକାଶିତ ଡବଲ୍ୟୁଟିଏ(ଓମେନ୍ସ ଟେନିସ ଆସୋସିଏଶନ) ର଼୍ୟାଙ୍କିଙ୍ଗ୍ରେ ଆଶ୍ଲେ ବାର୍ଟିଙ୍କ ନିକଟତର ହୋଇଛନ୍ତି କାରୋଲିନା ପ୍ଲିସ୍କୋଭା। ଅଷ୍ଟ୍ରେଲିଆର ବାର୍ଟି ଶୀର୍ଷସ୍ଥାନ ବଜାୟ ରଖିଥିଲେ ହେଁ ଦ୍ୱିତୀୟ ସ୍ଥାନରେଥିବା ପ୍ଲିସକୋଭା ପଏଣ୍ଟ ବ୍ୟବଧାନ ହ୍ରାସ କରିବାରେ ସକ୍ଷମ…
ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ
ଭୁବନେଶ୍ୱର, ୧୭ | ୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍ର ହୁଆମାର ଇନ୍ଡୋର ଷ୍ଟାଡିୟମରେ ସୋମବାର ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଦେଶରୁ ୨୪୫ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ସିଙ୍ଗଲ୍ସ…
ବିଜୟ ହଜାରେ ଟ୍ରଫି: ଓଡ଼ିଶା ଦଳ ଘୋଷିତ
କଟକ ଅଫିସ,୧୭ | ୯- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଆସନ୍ତା ୨୪ ତାରିଖରୁ ବିଜୟ ହଜାରେ ଟ୍ରଫି ଆରମ୍ଭ ହେବ। ଏହି ପ୍ରତିଯୋଗିତାରୁ ବିସିସିଆଇର ଚଳିତବର୍ଷ ଘରୋଇ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଛି । ବିଜୟ ହଜାରେ ଟ୍ରଫିରେ…
ସ୍ମରଣ ଶକ୍ତି ବୃଦ୍ଧି ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ମୌନ ବା କଥା ନ କହିି ନୀରବ ରହିବା ଦ୍ୱାରା ଅନେକ ଉପକାର ମିଳିଥାଏ। ସପ୍ତାହରେ ୨ ଘଣ୍ଟା ଏପରି କଲେ ସ୍ମରଣ ଶକ୍ତି ବୃଦ୍ଧି ପାଇବା ସହ ମନରେ ଆଧ୍ୟାତ୍ମିକ ଭାବନା ଜାତ ହୋଇଥାଏ ବୋଲି ବୁଦାପେଷ୍ଟ କେନ୍ଦ୍ରୀୟ ବିଶ୍ୱ…
ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ ଏବେ ବି ଚୁଲିରେ ରୋଷେଇ କରୁଛନ୍ତି, ନାଁ ଜାଣି ହେବେ ଆଶ୍ଚର୍ଯ୍ୟ
ସାଧାରଣତଃ ଭାରତୀୟ କ୍ରିକେଟରଙ୍କୁ କୋଟି କୋଟି ଟଙ୍କା ପାରିଶ୍ରମିକ ମିଳିଥାଏ। ଆଇପିଏଲ ଆରମ୍ଭ ହେବା ପରଠାରୁ ଖେଳାଳିମାନେ ଆଗ ଅପେକ୍ଷା ଆହୁରି ଅଧିକ ରୋଜଗାର କରୁଛନ୍ତି। କିନ୍ତୁ ଜାଣିଛନ୍ତି, ଭାରତୀୟ ଦଳ ପାଇଁ ଦୀର୍ଘ ୨୦ ବର୍ଷ କ୍ରିକେଟ ଖେଳିଥିବା ହରଭଜନ…
ବାବନପୁରରେ ଗୋଷ୍ଠୀସଂଘର୍ଷ, ୧୦ରୁ ଊର୍ଦ୍ଧ୍ୱ ଆହତ
ପାତ୍ରପୁର,୧୬ା୯(ଡି.ଏନ୍.ଏ.)- ଜରଡ଼ା ଥାନା ଖମ୍ବାରୀଗଁା ପଞ୍ଚାୟତ ବାବନପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଖବର ପାଇ ଜରଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ଆହତମାନଙ୍କୁ…
Archives


