ମାରାକେଚ ଫିଲ୍ମ ଫେଷ୍ଟିଭାଲରେ ସମ୍ମାନୀତ ହେଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୬।୧୨: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଡିସେମ୍ବରରେ ପ୍ରଶଂସା ସାଉଁଟି ଚାଲିଛନ୍ତି। ୟୁନିସେଫ୍ ଦ୍ୱାରା ଗତ ମଙ୍ଗଳବାର ଡାନି କାୟେ ହ୍ୟୁମାନିଟାରିୟାନ ଆଓ୍ବାର୍ଡ ପାଇଥିବା ପ୍ରିୟଙ୍କା ପୁଣିଥରେ ଗୁରୁବାର ୨୦୧୯ର ମାରାକେଚ ଫିଲ୍ମ ଫେଷ୍ଟିଭାଲରେ ସମ୍ମାନୀତ ହୋଇଛନ୍ତି। ଚଳଚ୍ଚିତ୍ରରେ ଅତୁଳନୀୟ…
ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ଯାଇପାରେ ଚାକିରି: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓସିଏସ୍(ସିସିଏ ରୁଲ୍ସ)୧୯୬୨ ରୁଲ-୧୬ ଅନୁଯାୟୀ ସେମାନଙ୍କୁ ବହିଷ୍କାର କରାଯାଇପାରେ। କୌଣସି ପରିସ୍ଥିତିରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ଭବିଷ୍ୟତ ସହ ଖେଳୁଥିବା ବ୍ୟକ୍ତିବିଶେଷଙ୍କ କାର୍ଯ୍ୟକଳାପଙ୍କୁ ବରଦାସ୍ତ କରାଯିବ ନାହିଁ। କ୍ୟାମ୍ପସ୍ରେ…
ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ
କୋରାପୁଟ,୬।୧୨(ସ୍ବ.ପ୍ର.): କୋରାପୁଟସ୍ଥିତ କାର୍ନିଭାଲ ପଡ଼ିଆରେ ଶୁକ୍ରବାର ୫୭ିତମ ବେସାମରିକ ବାହିନୀର ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲାପାଳ ଦେବେନ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବେସାମରିକ ବାହିନୀର ଏବଂ ଜାତୀୟ ପତାକାକୁ ଉତ୍ତୋଳନ…
ସରକାରୀ ସମ୍ପତ୍ତି ବିକ୍ରି କରି ପାକିସ୍ତାନକୁ ବଞ୍ଚାଇବେ ଇମ୍ରାନ
ଇସ୍ଲାମାବାଦ,୬।୧୨: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ଏହି ସମସ୍ୟାରୁ ବାହାର କରିବା ପାଇଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଉଦ୍ୟମ ଚଳାଇଛନ୍ତି। ପୂର୍ବରୁ ପିଏମ୍ଓରେ ରହୁଥିବା କାର ଓ ମଇଁଷିଗୁଡିକୁ ବିକ୍ରି କରିସାରିଥିବା ବେଳେ ଏବେ ଦେଶର ବହୁ ମୂଲ୍ୟ…
ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ: ମାନବସେବା ହିଁ ମାଧବ ସେବା: ଜିଲାପାଳ
ତାଳଚେର,୬।୧୨(ନି.ପ୍ର.): ଅନୁଗୋଳ ଜିଲା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ୫୭ତମ ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ମନୋଜ କୁମାର ମହାନ୍ତି ଯୋଗଦେଇ ମାନବ ସେବା ହିଁ ମାଧବ ସେବା ବୋଲି କହିଛନ୍ତି। ଏହାସହ…
ସମବାୟ ବ୍ୟାଙ୍କ ସମ୍ମୁଖରେ ବୀମାରୁ ବଞ୍ଚିତ ଚାଷୀଙ୍କ ଧାରଣା
ତିହିଡ଼ିି,୬।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦପା ଗ୍ରାମର ଶତାଧିକ ଚାଷୀ ଶୁକ୍ରବାର ପୂର୍ବାହ୍ନରେ ତିହିଡ଼ିସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତବର୍ଷ ବନ୍ୟାରେ ସେମାନଙ୍କ ଧାନଫସଲ କ୍ଷତି ହୋଇଥିଲା। ମାତ୍ର ଏ…
ଗୋଟିଏ ଘଣ୍ଟା ଲାଇଭ୍ ଶୋ’ ପାଇଁ ଉର୍ବଶୀ ନିଅନ୍ତି ଏତିକି ଟଙ୍କା
ଫିଲ୍ମ ‘ପାଗଲପନ୍ଥି’ରେ ଅଭିନୟ କରିଥିବା ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କ ଦାମ୍ ଏବେ ଖୁବ୍ ବଢ଼ିଯାଇଛି। ବିଦେଶରେ ପ୍ରୋଗ୍ରାମ ପାଇଁ ବି ନୁହଁ। ଭାରତରେ ହିଁ ଉର୍ବଶୀଙ୍କୁ ଏହି ଟଙ୍କା ଗୋଟିଏ ଘଣ୍ଟାର ଲାଇଭ୍ ଶୋ’ ପାଇଁ ମିଳିବ। କିନ୍ତୁ ଏହି ପ୍ରୋଗ୍ରାମ…
ବିଜୁ ଯୁବ ବାହିନୀ ଆରମ୍ଭ କରିବ ‘ନନ୍ଦିନୀ’
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ବାଲ୍ୟବିବାହ, ଯୌତୁକ ଏବଂ ଘରୋଇ ହିଂସା ବିରୋଧରେ ସଚେତନତା ପାଇଁ ବିଜୁ ଯୁବ ବାହିନୀ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ‘ନନ୍ଦିନୀ’ ଆରମ୍ଭ କରାଯିବ। ଯୁବ ବାହିନୀ ସ୍ବେଚ୍ଛାସେବୀମାନେ ୩୧୪ଟି ବ୍ଲକ ଅଧୀନରେ ଥିବା ପ୍ରତ୍ୟେକ ଗ୍ରାମ ଓ ଓ୍ବାର୍ଡରେ ଏହି…
ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା
ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ ଶ୍ରୀମନ୍ଦିର…
ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ
କଟକ ଅଫିସ,୬।୧୨:ଟ୍ରେନ୍ ଟିକେଟ୍ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍ରୁ ଅନ୍ୟ ଜୋନ୍କୁ ଯିବାକୁ ପଡ଼େ। ବିନା ଟିକେଟ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ସହ ପାଟିତୁଣ୍ଡ ହେବାର ମଧ୍ୟ…
ପିଆଜ ଦର ଏବେ ଆକାଶଛୁଆଁ: ପୁରୁଣା ବାଲୁକାକଳାରେ ସ୍ଥିତିକୁ ଦର୍ଶାଇଲେ ସୁଦର୍ଶନ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ପିଆଜଦର ଏବେ ଆକାଶଛୁଆଁ ହୋଇଥିବା ବେଳେ ହାଣ୍ଡିଶାଳରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ ହୋଇଯାଇଛି। ଏବେ ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ ଟଙ୍କାରେ ବିକ୍ରି ହେଉଛି। ଆଗାମୀ ଦିନରେ ଏହି ଦର ଦେଢ଼ଶହ ଛୁଇଁବ…
‘ଦିଲ୍ଲୀ ହାଟ୍’ ଭଳି ଭୁବନେଶ୍ୱରରେ ହେବ ସ୍ବତନ୍ତ୍ର ହାଟ
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ରାଜ୍ୟରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି) ଦ୍ୱାରା ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ପାଇଁ ଭୁବନେଶ୍ୱରରେ ଖୋଲିବ ସ୍ବତନ୍ତ୍ର ହାଟ। ଦିଲ୍ଲୀର ଅର୍ବାନ ହାଟ୍ ଢାଞ୍ଚାରେ ଏହି ହାଟ ପ୍ରତିଷ୍ଠା ହେବ। ବର୍ଷକ ୧୨ମାସ ଏଠାରୁ ଲୋକେ ଗ୍ରାମୀଣ ଉତ୍ପାଦିତ…

