ଫର୍ମୁଲାଓ୍ବାନ ମୋଟର ରେସିଂ
୨୦୧୯ ଫର୍ମୁଲାଓ୍ବାନ ମୋଟର ରେସିଂରେ ମର୍ସିଡିଜ୍ର ବ୍ରିଟିଶ୍ ଡ୍ରାଇଭର ଲୁଇସ ହାମିଲଟନ ସବୁଠାରୁ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ହ୍ୟାଟ୍ରିକ ଟାଇଟଲ ଅର୍ଜନ କରିବା ସହ ସେ ମୋଟ ୬ ଥର ପାଇଁ ବିଶ୍ୱ ଚାମ୍ପିୟନ ହୋଇଛନ୍ତି। ଭାଲଟେରି ବୋଟ୍ଟାସ ଦ୍ୱିତୀୟ ଓ…
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ବଲିଉଡ ଅଭିନେତା କହିଲେ, ‘ଜୟ ହୋ’
ମୁମ୍ବାଇ, ୬।୧୨:ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ତାଙ୍କୁ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ହାଇଦ୍ରାବାଦ୍ ପୋଲିସକୁ ସମସ୍ତେ ଧନ୍ୟବାଦ…
ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ହାଇଦ୍ରାବାଦ୍ ପୋଲିସଠାରୁ କିଛି ଶିଖିବା ଉଚିତ୍: ମାୟାବତୀ
ନୂଆଦିଲ୍ଲୀ, ୬।୧୨: ହାଇଦ୍ରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତ ଶୁକ୍ରବାର ଏନକାଉଣ୍ଟରେ ନିହତ ହୋଇଛନ୍ତି। ଏହି ଘଟଣାରେ ପରେ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ଅନେକ ଏହି ଘଟଣାର ଯାଞ୍ଚ୍ ଅପିଲ କରୁଥିବାବେଳେ ବହୁଜନ ସମାଜ…
ପୋଲିସ ଜିନ୍ଦାବାଦ୍ ନାରାରେ କମ୍ପୁଛି ଏନ୍କାଉଣ୍ଟର ସ୍ଥାନ
ହାଇଦ୍ରାବାଦ୍,୬।୧୨:ହାଇଦ୍ରାବାଦ୍ ଗଣବଳାତ୍କାର ମାମଲାରେ ପୋଲିସ ଏନକାଉଣ୍ଟରେ ୪ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪ ଜଣଙ୍କୁ ଏନକାଉଣ୍ଟର କରାଯାଇଛି। ଜାତୀୟ ରାଜପଥ-୪୪ର ଚେତନାପାଲୀ ଓଭରବ୍ରିଜ ନିକଟରେ ଏହି ଏନକାଉଣ୍ଟର…
ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ
ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି କାର୍ଯ୍ୟକ୍ରମରେ…
ହାଇଦ୍ରାବାଦ୍ ପୋଲିସଙ୍କୁ ସଲାମ: ନିର୍ଭୟାଙ୍କ ମା’
ନୂଆଦିଲ୍ଲୀ, ୬।୧୨: ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ୨୦୧୨ରେ ଦିଲ୍ଲୀରେ ଘଟିଥିବା ଗଣବଳାତ୍କାର…
ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ
ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର ଏହା ସବୁଠାରୁ ସର୍ବନିମ୍ନ ତାପମାତ୍ରା ବୋଲି ଶୀତତାପ ଯନ୍ତ୍ରରୁ ରେକର୍ଡ ସଂଗ୍ରହ କରୁଥିବା…
ଝାଡ଼ଖଣ୍ଡ: ୨୦ ଆସନ ଲାଗି ୨୬୦ ପ୍ରାର୍ଥୀ:ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ
ରାଞ୍ଚି,୬।୧୨(ଆଇଏଏନ୍ଏସ୍):ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶନିବାର ହେବାକୁ ଥିବାବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷଦିନରେ ଭାଜପା, କଂଗ୍ରେସ, ଜେଏମ୍ଏମ୍ ଓ ଆର୍ଜେଡି ପକ୍ଷରୁ ଜୋର୍ଦାର ପ୍ରଚାର କରାଯାଇଛି। ଏହି ପର୍ଯ୍ୟାୟରେ ୨୦ ଆସନ ଲାଗି ଭୋଟଗ୍ରହଣ…
ପାର୍ଲାମେଣ୍ଟ କ୍ୟାଣ୍ଟିନ୍ରେ ଏମ୍ପିଙ୍କୁ ଆଉ ମିଳିବନି ରିହାତି ଦରରେ ଖାଦ୍ୟ
ନୂଆଦିଲ୍ଲୀ, ୬।୧୨(ଆଇଏଏନ୍ଏସ୍): ପାର୍ଲାମେଣ୍ଟ କ୍ୟାଣ୍ଟିନ୍ରେ ଏମ୍ପିମାନଙ୍କୁ ଆଉ ରିହାତି ମୂଲ୍ୟରେ ଖାଦ୍ୟ ମିଳିବନି। ଆଗାମୀ ଅଧିବେଶନ କାଳରେ ଏହାକୁ ଲାଗୁ କରାଯିବ। ବିଜନେସ୍ ଆଡଭାଇଜରି କମିଟି ବୈଠକରେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଏଭଳି ପ୍ରସ୍ତାବ ଦେବା ପରେ ସବୁ…
‘ସାବରିମାଳା ମନ୍ଦିରକୁ ମହିଳା ପ୍ରବେଶ ରାୟ ଚୂଡ଼ାନ୍ତ ନୁହେଁ’
ନୂଆଦିଲ୍ଲୀ, ୬।୧୨(ଆଇଏଏନ୍ଏସ୍): କେରଳର ସାବରିମାଳାସ୍ଥିତ ଆୟାପ୍ପା ମନ୍ଦିରକୁ ସବୁ ବୟସ ଓ ବର୍ଗର ମହିଳାଙ୍କ ପ୍ରବେଶ ନେଇ ୨୦୧୮ରେ ଦିଆଯାଇଥିବା ରାୟ ଚୂଡ଼ାନ୍ତ ନୁହେଁ ବୋଲି ଗୁରୁବାର ସୁପ୍ରିମକୋର୍ଟ ଦର୍ଶାଇଛନ୍ତି। ଏହି ମାମଲା ବୃହତ୍ ଖଣ୍ଡପୀଠକୁ ପଠାଯାଇଛି। ସାମରିମାଳାରେ ମହିଳା ଶ୍ରଦ୍ଧାଳୁ…
ପାର୍ଲାମେଣ୍ଟରେ ଉନ୍ନାଓ ଝଡ଼
ବଳାତ୍କାର କରି ଜେଲ୍ ଯାଇଥିଲେ। ଜାମିନରେ ଫେରି ଜାଳିଦେଲେ। ମାନବିକତାକୁ ଲଜ୍ଜିତ କରି ସଭ୍ୟ ସମାଜର ମୁଣ୍ଡ ତଳକୁ କରିଦେବା ଭଳି ପୁଣି ଏକ ବର୍ବରକାଣ୍ଡ ଘଟିଛି ଉତ୍ତରପ୍ରଦେଶର ଉନ୍ନାଓରେ। ଜଣେ ବଳାତ୍କାର ପୀଡ଼ିତାଙ୍କୁ ଗୁରୁବାର ସକାଳେ ନିଆଁରେ ଜାଳି ମାରିଦେବା…
୧୦୦ ଲୋକପ୍ରିୟ ସହର ମଧ୍ୟରେ ଭାରତର ୭
ଲଣ୍ଡନ, ୬।୧୨(ଆଇଏଏନ୍ଏସ୍): ବିଶ୍ୱର ସବୁଠାରୁ ଅଧିକ ଲୋକପ୍ରିୟ ୧୦୦ ସହର ମଧ୍ୟରେ ଭାରତର ୭ ସହର ରହିଛନ୍ତି। ବ୍ରିଟେନ୍ର ଗ୍ଲୋବାଲ ମାର୍କେଟ ରିସର୍ଚ୍ଚ କମ୍ପାନୀ ୟୁରୋମନିଟର ଇଣ୍ଟରନ୍ୟାଶନାଲ ଷ୍ଟେଟ୍ସର ଏକ ରିପୋର୍ଟରେ ଏହା ପ୍ରକାଶ କରାଯାଇଛି। ହଂକଂ ତାଲିକାର ସର୍ବାଗ୍ରେ ରହିଥିବାବେଳେ…

