ନିମ୍ନମାନର ଚାଉଳ ନେଲେନି ହିତାଧିକାରୀ : ନରସିଂହପୁର ପଞ୍ଚାୟତରେ ଚାପା ଉତ୍ତେଜନା
ରଣପୁର,୧୬ା୯(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତର ରାଶନ କାର୍ଡ ହିତାଧିକାରୀମାନେ ନିମ୍ନମାନର ଚାଉଳ ନ ନେଇ ଫେରାଇ ଦେଇଛନ୍ତି। ଏହି ଘଟଣାକୁ ନେଇ ରବିବାର କିଛି ସମୟ ପାଟିତୁଣ୍ଡ ହେବା ସହ ହିତାଧିକାରୀ ଅସନ୍ତୋଷ ବ୍ୟକ୍ତ କରି ଫେରି ଯାଇଛନ୍ତି। ଏହି…
ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ଦେବା ଲକ୍ଷ୍ୟ : ୧୮୫ ବିଦ୍ୟାଳୟରେ କିଚେନ ଗାର୍ଡେନ ବ୍ୟବସ୍ଥା
ନୟାଗଡ଼ ଅଫିସ,୧୬ା୯: ରାଜ୍ୟରେ ବିଭିନ୍ନ ସମୟରେ ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଭାତ ସହିତ ପାଣିଆ ଡାଲି ଦିଆଯାଉଥିବା ଅଭିଯୋଗ ହୋଇଥାଏ। ପିଲାଙ୍କୁ ଯେପରି ସୁଷମ ଓ ପୁଷ୍ଟିକର ଖାଦ୍ୟ ଦିଆଯିବ ସେ ଲକ୍ଷ୍ୟ ନେଇ ରାଜ୍ୟ ସରକାର ବିଦ୍ୟାଳୟରେ କିଚେନ ଗାର୍ଡେନ (ନ୍ୟୁଟ୍ରିଶନ୍…
ବସ୍ କଣ୍ଡକ୍ଟରଙ୍କ ପୁଅ ୧୯ ବର୍ଷରୁ କମ୍ ଏସିଆ କପ୍ ହିରୋ – ଅଙ୍କୋଲେକର
ନୂଆଦିଲ୍ଲୀ,୧୫।୯(ପିଟି): ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲ ଦେଖିବା ଲାଗି ମୁମ୍ବାଇରେ ବସ୍ କଣ୍ଡକ୍ଟର ଭାବେ କାର୍ଯ୍ୟ କରୁଥିବା ବୈଦେହୀ ଅଙ୍କୋଲେକର ଶନିବାର ଛୁଟି ନେଇଥିଲେ। କିନ୍ତୁ ତାଙ୍କ ଘରେ ଥିବା କେବୁଲରେ ଖେଳ ଚ୍ୟାନେଲ ନ ଥିଲା, ଯାହା…
ମେଡିକାଲ କଲେଜ ଦାବି ତେଜିଲା: ଦସ୍ତଖତ ଅଭିଯାନ, ପଥପ୍ରାନ୍ତ ସଭା
ଭଦ୍ରକ ଅଫିସ, ୧୬ା୯- ଭଦ୍ରକ ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ସ୍ଥାନୀୟ ଗୋଶାଳାଛକ ଠାରେ ଭଦ୍ରକ ଜିଲା ଯାଦବ ଓ ଯୁବଯାଦବ ମହାସଭା ତରଫରୁ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ପଥପ୍ରାନ୍ତ ସଭା ଓ…
ଭାଙ୍ଗିଲେ ୬୧ ବର୍ଷର ରେକର୍ଡ
ଚଳିତ ୫ ମ୍ୟାଚ୍ବିଶିଷ୍ଟ ଆଶେସ ସିରିଜରେ ବ୍ୟାଟିଂରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିବା ଓ୍ବାର୍ନର ମୋଟ୍ ୧୦ ଇନିଂସରୁ ୯୫ ରନ୍ ସଂଗ୍ରହ କରିଛନ୍ତି। ଯେଉଁଥିରେ ୬୫ ରନର ଏକ ଅର୍ଦ୍ଧଶତକୀୟ ଇନିଂସ ସାମିଲ ରହିଛି। ଇନିଂସ ପିଛା ତାଙ୍କ ଆଭରେଜ…
ବଢୁଛି ରୋଗୀ ସଂଖ୍ୟା, ବ୍ୟବସ୍ଥା ନାହିଁ
ବାଲେଶ୍ୱର ଅଫିସ, ୧୬।୯(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତର, କର୍ମଚାରୀ, ପାରାମେଡିକାଲ ଷ୍ଟାଫ୍ଙ୍କ ଅଭାବ ରହିଛି। ଫଳରେ ଏଠାକୁ ଆସୁଥିବା ରୋଗୀମାନେ ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ବେଳେବେଳେ…
ପ୍ରତାପପୁର ବୁଢ଼ାବଳଙ୍ଗ ସେତୁ: ନିର୍ମାଣ କାମ ବନ୍ଦ କଲେ ଗ୍ରାମବାସୀ
ବଡ଼ସାହି,୧୬ା୯(ସ୍ବ.ପ୍ର.)-ବୁଢାବଳଙ୍ଗ ନଦୀରେ ନିର୍ମାଣାଧୀନ ସେତୁରେ ନିମ୍ନମାନର କାର୍ଯ୍ୟକୁ ନେଇ ରବିବାର ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି। କାଦୁଅ ମିଶା ବାଲି, ଚିପ୍ସ ଓ ନଷ୍ଟ ହୋଇ ଯାଇଥିବା ସିମେଣ୍ଟରେ ଚାଲିଥିବା ଢଳେଇ କାର୍ଯ୍ୟକୁ ଅଞ୍ଚଳବାସୀ ବିରୋଧ କରିବା ସହ ନିର୍ମାଣ କାର୍ଯ୍ୟ…
ଅଭିଯୁକ୍ତଙ୍କ ନିକଟରେ ପୋଲିସ କର୍ମଚାରୀ ବନ୍ଧୁକ ଛାଡ଼ିିବା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା
ବାରିପଦା ଅଫିସ,୧୬।୯- ବାରିପଦା ବସ୍ଷ୍ଟାଣ୍ଡରୁ ଟାଉନ ଥାନା ପୋଲିସ ଶନିବାର ଗଞ୍ଜେଇ ଜବତ କରିଥିବା ବେଳେ ଏହି କାରବାରରେ ସମ୍ପୃକ୍ତ ୨ ଅଣ ଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ବସ୍ଷ୍ଟାଣ୍ଡରୁ ସେମାନଙ୍କୁ ଥାନାକୁ ଆଣିବା ବେଳେ ପୋଲିସ ଜିପ ପଛରେ ଉଭୟ…
କାଳ ହେଲା ଫାଇନାନ୍ସ ଟଙ୍କା: ମହିଳାଙ୍କ ମୃତ୍ୟୁ, ଗ୍ରାମରେ ଉତ୍ତେଜନା
ଜଗତ୍ସିଂହପୁର ଅଫିସ, ୧୬ା୯: ଜଗତ୍ସିଂହପୁର ଥାନା ଅଧୀନ ଚାଟଣା (ଗନ୍ତ) ଗ୍ରାମରେ ରବିବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସେ ହେଲେ ହାଡ଼ିବନ୍ଧୁ ଭୋଇଙ୍କ ସ୍ତ୍ରୀ କାଞ୍ଚନ ଦାସ। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ…
ଏମ୍ଜିଏନ୍ଆରଇଜିଏସ୍ରେ କାର୍ଯ୍ୟ, ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍
ନାଉଗାଁ,୧୬।୯(ସ୍ବ.ପ୍ର.): ଏମ୍ଜିଏନଆରଇଜିଏସ୍ରେ ହେଉଛି କାର୍ଯ୍ୟ, କିନ୍ତୁ ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍ କରାଇନେବାକୁ ଚାଲିଛି ଯୋଜନା। ଏଭଳି ଘଟଣା ଦେଖିବାକୁ ମିଳିଛି ନାଉଗାଁ ବ୍ଲକ ବାଂଶ ପଞ୍ଚାୟତରେ। ଏହି ପଞ୍ଚାୟତରେ ୨୦୧୮-୧୯ ଆର୍ଥିକ ବର୍ଷରେ ଏମ୍ଜିଏନଆରଇଜିଏସ୍ ମାଧ୍ୟମରେ ଚାନ୍ଦପୁରାର…
ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା
ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ ନ ଥିବା ଏବଂ ପ୍ରୋତ୍ସାହନ ଅଭାବ ଭଳି ବିଭିନ୍ନ କାରଣରୁ ଏହି ଚାଷ ଉଧଉନାହିଁ…
ଆଡଭାନୀଙ୍କୁ ୨୨ତମ ବିଶ୍ୱ ଟାଇଟଲ
ମାଣ୍ଡଲେ(ମିଆଁମାର), ୧୫।୯(ପି.ଟି.)- ଭାରତୀୟ ବିଲିୟାଡର୍ସ ତାରକା ପଙ୍କଜ ଆଡଭାନୀ ରେକର୍ଡ ୨୨ତମ ବିଶ୍ୱ ଟାଇଟଲ ହାସଲ କରି ଏକ ବିରଳ ସଫଳତା ହାସଲ କରିଛନ୍ତି। ଏଠାରେ ଖେଳାଯାଇଥିବା ଆଇବିଏସ୍ଏଫ୍ ବିଶ୍ୱ ବିଲିୟାଡର୍ସ ଚାମ୍ପିୟନଶିପ୍ରେ ସେ ଚାମ୍ପିୟନ ହୋଇଛନ୍ତି। ଚାମ୍ପିୟନଶିପ୍ର ୧୫୦- ଅପ୍…
Archives


