ବାତ୍ୟା ପରେ ବିଗୁଡୁଛି ପରିମଳ ବ୍ୟବସ୍ଥା: କୋମାରେ ଗାଁ କଲ୍ୟାଣ ସମିତି
ବ୍ରହ୍ମଗିରି, ୧୭ା୫(ଡି.ଏନ୍.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଛି। ଏଥିରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବ୍ରହ୍ମଗିରି ବ୍ଲକ। ବାତ୍ୟା ପରେ ବିଗୁଡୁଛି ଗାଁ ପରିମଳ ବ୍ୟବସ୍ଥା। ଗାଁ ଚାରିପଟେ ଗଦାହୋଇଛି କୁଢ କୁଢ ଆବର୍ଜନା। ପରିବେଷ ଏବେ...
୫ ବର୍ଷରେ ମୋଦିଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: ପୂର୍ଣ୍ଣ ବହୁମତ ସହ ଫେରିବ ଭାଜପା
ନୂଆଦିଲ୍ଲୀ,୧୭।୫:୨୦୧୯ ସାଧାରଣ ନିର୍ବାଚନର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ହୋଇଛି। ଆସନ୍ତା ରବିବାର ୧୯ରେ ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଲୋକ ସଭା ନିର୍ବାଚନ ପ୍ରଚାରର ଶେଷଦିନରେ ଭାଜପା କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ଶାନ୍ତିଶୃଙ୍ଖଳାରେ ସାନି ମତଦାନ ଲାଗି ପୂର୍ବାଞ୍ଚଳ ଡିଆଇଜିଙ୍କୁ ଭେଟିଲେ କଂଗ୍ରେସ ଏମ୍ପି ପ୍ରାର୍ଥୀ
ବାଲେଶ୍ୱର ଅଫିସ,୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ୧୮୭ ଓ ୧୮୯ ନମ୍ବର ବୁଥ୍ରେ ମତଦାନରେ ଅନିୟମିତତା ହୋଇଥିବା କଂଗ୍ରେସ ପକ୍ଷରୁ ଜିଲା ନିର୍ବାଚନ ଅଧିକାରୀ ରମେଶ ଚନ୍ଦ୍ର ରାଉତଙ୍କ ନିକଟରେ ଗତ ଏପ୍ରିଲ ୩୦ ତାରିଖରେ ଅଭିଯୋଗ...
ଭଦ୍ରକରେ ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି: ଗେଷ୍ଟ ହାଉସ୍ରୁ ୨ ମୃତଦେହ ଉଦ୍ଧାର ଘଟଣାର ନିରପେକ୍ଷ ତଦନ୍ତ ଦାବି
ଭଦ୍ରକ ଅଫିସ, ୧୭।୫ : ଶୁକ୍ରବାର ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି ସସ୍ମିତା ଦାସ ଭଦ୍ରକ ଗସ୍ତରେ ଆସି ସାଳନ୍ଦୀ ଗେଷ୍ଟହାଉସ୍ରୁ ୨ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ କରି ଫେରିଛନ୍ତି। ସେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ଭେଟି...
ନୋଟିସ୍ର ଜବାବ ପରେ ସାଧ୍ୱୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଅମିତ ଶାହା
ନୂଆଦିଲ୍ଲୀ,୧୭।୫: ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ ସାଧ୍ୱୀ ପ୍ରଜ୍ଞାଙ୍କ ବୟାନକୁ ନେଇ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଅମିତ ଶାହା ପ୍ରତିକ୍ରିୟା ରଖିଛନ୍ତି।...
ଫନୀରେ ଧ୍ୱସ୍ତ ବିଧ୍ୱସ୍ତ ରତ୍ନବଟ ଆଶ୍ରମ: ଆଜି ପ୍ରାଚୀ ଉପତ୍ୟକାରେ ବାରଗାଦି ମେଳଣ
କାକଟପୁର, ୧୭।୫(ଡି.ଏନ୍.ଏ.):ପବିତ୍ର ବୁଦ୍ଧ ପୂର୍ଣ୍ଣମୀ ଅର୍ଥାତ୍ ବୈଶାଖ ପୂର୍ଣ୍ଣୀମାରେ ଶନିବାର କାକଟପୁରର ରତ୍ନବଟ ଆଶ୍ରମରେ ଅନୁଷ୍ଠିତ ହେବ ବାରଗାଦି ମେଳଣ। ଦିନକ ପାଇଁ ଉତ୍ସବ ମୁଖର ହୋଇପଡ଼ିବ ରତ୍ନବଟ ଆଶ୍ରମ। ମାତ୍ର ଫନୀର ତାଣ୍ଡବରେ ରତ୍ନବଟ ଆଶ୍ରମର ବୃକ୍ଷରାଜୀ ଧ୍ୱସ୍ତ...
ବିଶ୍ୱକପ୍ରେ ଦଳୀୟ ସ୍କୋର ୫୦୦ ଛୁଇଁବାର ଆଶା
ଲଣ୍ଡନ,୧୭ା୫- ଗତ ବିଶ୍ୱକପ୍ ପରଠାରୁ ଦୁଇ ଥର ଦିନିକିଆ ଦଳଗତ ସ୍କୋର ରେକର୍ଡ ଭାଙ୍ଗି ସାରଛି। ଏବେ ଇଂଲଣ୍ଡ ଦଳ ନାମରେ ସର୍ବାଧିକ ଦଳଗତ ସ୍କୋର କରିବାର ରେକର୍ଡ ରହିଛି। ଗତ ବର୍ଷ ଜୁନ୍ରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡ ୬...
ଭାଷ୍ୟକାରଙ୍କ ପ୍ୟାନେଲରେ ଗାଙ୍ଗୁଲି, ମଞ୍ଜରେକର
ଲଣ୍ଡନ,୧୭ା୫- ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁ ଥିବା ବିଶ୍ୱକପ୍ ଲାଗି ଶୁକ୍ରବାର ଆଇସିସି ପକ୍ଷରୁ ଭାଷ୍ୟକାରଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଓ ସଞ୍ଜୟ ମଞ୍ଜରେକର ସ୍ଥାନ ପାଇଛନ୍ତି। ୨୦୧୫ ବିଶ୍ୱକପ୍ ଚାମ୍ପିୟନ...
ଶୀର୍ଷ ସ୍ଥାନ ବଜାୟ ରଖିଲେ ଓସାକା
ରୋମ,୧୭ା୫(ଏଏଫ୍ପି)- ଜାପାନର ନାଓମି ଓସାକା ଗୁରୁବାର ଦୁଇଟି ମ୍ୟାଚ୍ ଜିତି ଇଟାଲିଆନ ଓପନ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ବିଶ୍ୱ ର଼୍ୟାଙ୍କିଙ୍ଗ୍ରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ସେ ୬-୩, ୬-୩ ସେଟ୍ରେ ମିହେଲା ବୁଜର୍ନେସ୍କୁଙ୍କୁ ହରାଇ ଦେଇଛନ୍ତି।...
ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ ଖେଳି ନ ପାରନ୍ତି ଲଥାମ
ଅକ୍ଲାଣ୍ଡ,୧୭ା୫- ଶ୍ରୀଲଙ୍କା ବିପକ୍ଷରେ ଜୁନ ୧ ତାରିଖରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡର ପ୍ରଥମ ବିଶ୍ୱକପ୍ ମ୍ୟାଚ୍ରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ ଲଥାମଙ୍କ ଖେଳିବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଅଷ୍ଟ୍ରେଲିଆ ବିପକ୍ଷ ଅଭ୍ୟାସ ମ୍ୟାଚ୍ରେ ଆଙ୍ଗୁଠି ଫ୍ରାକଚର ହୋଇଛି। ଉଇକେଟ...
ଛାତ୍ରୀଙ୍କୁ ୧୬୮ ଚାପୁଡ଼ା ମାରି ଜେଲ୍ ଗଲେ ଶିକ୍ଷକ
ଝାବୁଆ,୧୭।୫: ସରକାର ସମସ୍ତ ସ୍କୁଲକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବା ବେଳେ ମଧ୍ୟପ୍ରଦେଶର ଝାବୁଆ ଜିଲାର ଥାନ୍ଦଲା ଅଞ୍ଚଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କୁ ଶିକ୍ଷକ ସହପାଠୀଙ୍କ...
ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କଠାରୁ ନର୍ସଙ୍କ ଟଙ୍କା ଶୋଷଣ କରୁଥିବା ଅଭିଯୋଗ: ସ୍ଥାୟୀ ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ବାଲେଶ୍ୱେର ଅଫିସ, ୧୭।୫: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ନର୍ସମାନେ ବିଭିନ୍ନ ସମୟରେ ପ୍ରସୂତିମାନଙ୍କଠାରୁ ବେଆଇନ ଟଙ୍କା ଶୋଷଣ କରୁଥିବା ଅନେକଥର ଅଭିଯୋଗ ହୋଇଆସୁଛି। ତେବେ ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଉ ନ ଥିବା ବେଳେ...
Archives


