କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
କଟକ ରୋଡ୍,୧୭।୫(ଡି.ଏନ୍.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ...
ବଦଳୁଛି ପାଣିପାଗ: ପ୍ରଚଣ୍ଡ ଖରା ସତ୍ତ୍ୱେ ବାବୁବାଲି ଦ୍ୱୀପରେ ଚାଲିଛି କଇଁଛଙ୍କ ଗଣ ଅଣ୍ଡାଦାନ
ରାଜନଗର,୧୭।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୋପସାଗର ମଧ୍ୟରେ ଥିବା ବିଶ୍ୱ ପ୍ରସିଦ୍ଧ ଅଲିଭ୍ ରିଡଲେ କଇଁଛଙ୍କ ଅନ୍ତୁଡ଼ିଶାଳ ବାବୁବାଲି ଦ୍ୱୀପରେ ଗତ ଦୁଇ ଦିନ ଧରି ୫୦ଟି ମା’ କଇଁଛ ସମୂହ ଅଣ୍ଡାଦାନ କରୁଛନ୍ତି। କଇଁଛ ସୁରକ୍ଷା ଦାୟିତ୍ୱରେ...
‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’
ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବାଲେ। ସେ କହିଛନ୍ତି, ମୋଦି ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ଟିପ୍ପଣୀ କରୁଛନ୍ତି...
ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ
ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା...
ଆଇପିଏସ୍ ରାଜୀବ କୁମାରଙ୍କୁ ଶକ୍ତ ଧକ୍କା
ନୂଆଦିଲ୍ଲୀ,୧୭।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟତର ଥିବା ତଥା କୋଲକତା ପୋଲିସର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ଶକ୍ତ ଧକ୍କା ଲାଗିଛି। ସାରଦା ଚିଟଫଣ୍ଡ ଘୋଟାଲା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରା ରାଜୀବଙ୍କ ଉପରେ ଥିବା ଗିରଫଦାରି...
କୁମାରୀତ୍ୱ ପରୀକ୍ଷା ପାଇଁ ମନା କରିବାରୁ ସମାଜରୁ ବାସନ୍ଦ ହେଲେ ଯୁବତୀ
ପୁଣେ, ୧୭।୫: ମହାରାଷ୍ଟ୍ରର ଥାନେ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ପୂର୍ବରୁ କୁମାରୀତ୍ୱ ପରୀକ୍ଷାକୁ କରିବାକୁ ବିରୋଧ କରିବାକୁ ଜଣେ ଯୁବତୀଙ୍କୁ ସମାଜରୁ ବାସନ୍ଦ ହେବାକୁ ପଡିଛି। ଫଳରେ ସେ ପୋଲିସର ସହାୟତା ପାଇଁ ଥାନାରେ...
ବିଷ ପିଇଥିବା ମହିଳାଙ୍କ ପାଟିରୁ ବାହାରିଲା ନିଆଁ: ଆଶ୍ଚର୍ଯ୍ୟ ହେଲେ ଡାକ୍ତର
ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ ପିଇ ଦେଇଥିବାରୁ ତାଙ୍କୁ ଉକ୍ତ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ମହିଳାଙ୍କ...
ଘୋଡ଼ା ବଦଳରେ ଜେସିବିରେ ଗଲେ ଇଞ୍ଜିନିୟର ବର
କସଡୋଲ,୧୭।୫: ଛତିଶଗଡ଼ର କସଡୋଲ ଗାଁର ଏକମାତ୍ର ଇଞ୍ଜିନିୟର ହେଉଛନ୍ତି ଅମିଶ କୁମାର ଡହରିଆ। ଏବେ ସେ ଖୁବ୍ ଚର୍ଚ୍ଚାରେ। କାରଣ ଏହି ଯୁବ ଇଞ୍ଜିନିୟର ଜଣକ ନିଜ ବିବାହ ପାଇଁ ଘୋଡା ପରିବର୍ତ୍ତେ ଜେସିବି ମେଶିନରେ ବର ସାଜି କନ୍ୟା...
ପାକିସ୍ତାନରେ ଏବେ ଏଚ୍ଆଇଭି ଭୟ
ରାଟୋଡରୋ,୧୭।୫: ଦକ୍ଷିଣ ପାକିସ୍ତାନର ଏକ ଗାଁରେ ପାଖାପାଖି ୪ଶହ ଲୋକ ଏଚ୍ଆଇଭିର ଶିକାର ହୋଇଥିବା ଜଣାପଡିଛି। ଜଣେ ଡାକ୍ତରଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା କୁହାଯାଉଛି। ତେବେ ଡାକ୍ତର ଜଣକ ଏକ ସଂକ୍ରମିତ ସିରିଞ୍ଜ ବ୍ୟବହାର କରିଥିବା ଅଭିଯୋଗ...
ଗାଈକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମୋହନ ଭାଗବତ
ପୁଣେ, ୧୭।୫: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏକ ନିଶ୍ଚିତ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏକ ଗାଇକୁ ବଞ୍ଚାଇବାକୁ ଯାଇ ମୋହନ ଭାଗବତଙ୍କ ଗାଡି ଓଲଟି ଯାଇଥିଲା। କିନ୍ତୁ ଏହି ଦୁର୍ଘଟଣାରେ ଭାଗବତଙ୍କ କିଛି ହୋଇ ନ ଥିଲାବେଳେ...
ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍’
ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ଦେଶଭକ୍ତ ମନ୍ତବ୍ୟ ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। କଂଗ୍ରେସ ମହାସଚିବ...
ପଶ୍ଚିମବଙ୍ଗରେ ସୁରକ୍ଷା ବ୍ୟବସ୍ଥା କଡାକଡି: ୯ଟି ଲୋକ ସଭା ଆସନ ପାଇଁ ୮୦୦ କମ୍ପାନୀ ସୁରକ୍ଷାବଳ
କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର...
Archives


