Home Left

ଏୟାରପୋର୍ଟରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଆଲର୍ଟ ଜାରି

ଶ୍ରୀନଗର, ୧୭।୫: ଜମ୍ମୁ-କଶ୍ମୀରରର ଶ୍ରୀନଗର ଏବଂ ଅବନ୍ତିପୋରା ଏୟାରବେସ୍‌ରେ ଆତଙ୍କବାଦୀଙ୍କ ଯୋଜନା ରହିଛି। ସୁରକ୍ଷା ଏଜେନ୍ସୀ ପକ୍ଷରୁ ଏନେଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୋପିଆରେ ଗୁରୁବାର ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ ହେବା ପରେ...

ଗଡସେଙ୍କୁ ଆତଙ୍କବାଦୀ କହି କିଛି ଭୁଲ କରିନି, ଗିରଫକୁ ଭୟ ନାହିଁ: କମଲ ହାସନ

ଚେନ୍ନାଇ, ୧୭।୫: ରାଷ୍ଟ୍ର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକରୀଙ୍କୁ ଆତଙ୍କବାଦୀ କହି ବିବାଦ ଘେରକୁ ଆସିଥିବା ଅଭିନେତା କମଲ ହାସନ ଏନେଇ ସଫେଇ ଦେଇଛନ୍ତି। ସେ କହିଛନ୍ତି ମୁଁ ଗଡସେଙ୍କୁ ଆତଙ୍କବାଦୀ କହି କିଛି ଭୁଲ କରିନି। ଏନେଇ ଯଦି...

ବାତ୍ୟା ବାହାନା:ଦରଦାମ୍‌ ଆକାଶଛୁଆଁ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ‘ଫନୀ’ ପୁରୀ ଓ ଭୁବନେଶ୍ୱର ସହରକୁ ଉଜାଡି ଦେଇଛି। ଭାଙ୍ଗିଦେଇଛି ଲୋକଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ଯିବାର ୧୪ ଦିନ ପରେ ମଧ୍ୟ ଅଣ୍ଟା ସଳଖି ପାରିନାହାନ୍ତି ଖୋର୍ଦ୍ଧା, କଟକ, ପୁରୀ ଜିଲାର ଜନସାଧାରଣ। ବିଦ୍ୟୁତ୍‌ ଓ ପାଣି...

ବ୍ୟାଙ୍କିଙ୍ଗ୍‌, ଇନ୍‌ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ରାଜ୍ୟ ଅତିଥି ଭବନଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ କେନ୍ଦ୍ର...

ଫନୀ: ବିଦ୍ୟୁତ୍‌ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍‌ଡିଆର୍‌ଏଫ୍‌ ନିୟମ କୋହଳ କରାଯାଉ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କୁ କ୍ଷୟକ୍ଷତି ସମ୍ପର୍କରେ ଗୁରୁବାର ଚିଠି ଲେଖି ଅବଗତ କରାଇଛନ୍ତି। ଏଥିସହିତ...

ଲୋକପାଳ ଓ୍ବେବ୍‌ସାଇଟ ଲଞ୍ଚ୍‌

ନୂଆଦିଲ୍ଲୀ,୧୭।୫: ଲୋକପାଳ ଓ୍ବେବ୍‌ସାଇଟ ଗୁରୁବାର ଲଞ୍ଚ୍‌ ହୋଇଛି। www.lokpal.gov.in ନାମରେ ଏହି ଓ୍ବେବ୍‌ସାଇଟକୁ ନୂଆଦିଲ୍ଲୀରେ ଲୋକପାଳ ଅଧ୍ୟକ୍ଷ ପିନାକୀ ଚନ୍ଦ୍ର ଘୋଷ ଅନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିଛନ୍ତି। ଏହା ଦୁର୍ନୀତି ନିରୋଧୀ ଅମ୍ବୁଡ୍‌ସମ୍ୟାନଙ୍କ କାର୍ଯ୍ୟ ସମ୍ପର୍କିତ ମୌଳିକ ସୂଚନା...

୪୭ ଆତଙ୍କବାଦୀ ନିହତ

କାଏରୋ,୧୭।୫: ଇଜିପ୍ଟର ସିନାଇ ଅଞ୍ଚଳରେ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରୁ ୫୨ ଜଣଙ୍କ ପ୍ରାଣହାନି ଘଟିଛି। ୪୭ ଆତଙ୍କବାଦୀ ନିହତ ହୋଇଥିବାବେଳେ ୫ ସେନା କର୍ମୀ ପ୍ରାଣ ହରାଇଥିବା ଜଣାପଡ଼ିଛି। ଦକ୍ଷିଣ କେନ୍ଦ୍ରୀୟ ସିନାଇରେ...

ଜଷ୍ଟିସ ଲୋକୁର ଫିଜି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୧୭।୫(ପି.ଟି.):ଅବସରପ୍ରାପ୍ତ ବିଚାରପତି ମଦନ ବି. ଲୋକୁର ଫିଜି ସୁପ୍ରିମକୋର୍ଟର ଅଣଆବାସିକ ପ୍ୟାନେଲ୍‌ରେ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ସେ ୨୦୧୮ ଡିସେମ୍ବର ୩୧ରେ ସୁପ୍ରିମକୋର୍ଟରୁ ଅବସର ଗ୍ରହଣ କରିଥିଲେ। ତାଙ୍କୁ ତିନିବର୍ଷ ପାଇଁ ନୂଆ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ...

୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ଙ୍କ ସହ ଆର୍‌ଜେଡି,...

ଇଫେଲ ଟାଓ୍ବାରକୁ ୧୩୦ ବର୍ଷ

ପ୍ୟାରିସ,୧୭।୫(ଏଏଫ୍‌ପି):ପ୍ୟାରିସ୍‌ର ଉଚ୍ଚତମ ଇଫେଲ ଟାଓ୍ବାର ୧୩୦ ବର୍ଷରେ ପଦାର୍ପଣ କରିଛି। ରଙ୍ଗାରଙ୍ଗ ଆଲୋକ ସଜ୍ଜା ମଧ୍ୟରେ ଏହାର ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି। ୧୮୮୯ରେ ପ୍ରତିଷ୍ଠିତ ଏହି ଟାଓ୍ବାର୍‌ର ଉଚ୍ଚତା ୩୨୪ ମିଟର ଏବଂ ଏଥିରେ ୭,୩୦୦ ଟନ୍‌ ଓଜନର...

ଓଏଚ୍‌ଆର୍‌ସି କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ଜଷ୍ଟିସ ରଘୁବୀର ଦାଶ : ଶୀଘ୍ର ଫଇସଲା ହେବ ପଡ଼ିରହିଥିବା ସଙ୍ଗିନ ମାମଲା

ଭୁବନେଶ୍ୱର,୧୭।୫(ବ୍ୟୁରୋ)- ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ସଦସ୍ୟ ଥିବା ଜଷ୍ଟିସ୍‌ ରଘୁବୀର ଦାଶଙ୍କୁ ରାଜ୍ୟପାଳ ଗୁରୁବାର କାର୍ଯ୍ୟକାରୀ ଅଧ୍ୟକ୍ଷଭାବେ ନିଯୁକ୍ତ କରିଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାନବାଧିକାର ସୁରକ୍ଷା ଧାରା ୧୯୯୩ର...

ଲେଖିକା ମଣିଦୀପାଙ୍କ ସନ୍ଦେହଜନକ ମୃତ୍ୟୁ : ୫ ଦିନ ପରେ ଘରୁ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର,୧୭।୫(ବ୍ୟୁରୋ) – ବିଶିଷ୍ଟ ଲେଖିକା ଡା. ମଣିଦୀପା ପଟ୍ଟନାୟକ(୪୮)ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ରହୁଥିବା ପୁରୁଣା ଭୁବନେଶ୍ୱରର ଲିଙ୍କରାଜ ନଗରସ୍ଥିତ ବସେରା ଆପାର୍ଟମେଣ୍ଟରୁ ତାଙ୍କ ଗଳିତ ମୃତଦେହକୁ ଲିଙ୍ଗରାଜ ଥାନା ପୋଲିସ କବାଟ ଭାଙ୍ଗି ଗୁରୁବାର ଉଦ୍ଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri