ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ଅନୁରୋଧ
ଭୁବନେଶ୍ୱର(ବ୍ୟୁରୋ)/ଚଣ୍ଡିଗଡ଼, ୧୫।୯(ଆଇଏଏନ୍ଏସ୍): ଶିଖ୍ ଗୁରୁ ନାନକ ଦେବଙ୍କ ସହ ଜଡ଼ିତ ପୁରୀର ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓଡ଼ିଶା ପ୍ରତିପକ୍ଷ ନବୀନ ପଟ୍ଟନାୟକଙ୍କୁ ଶନିବାର ଅନୁରୋଧ କରିଛନ୍ତି। ଅମରିନ୍ଦର ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ବିଶ୍ୱକପ୍ ପ୍ରସ୍ତୁତି ଲକ୍ଷ୍ୟରେ ଭାରତ
ଧର୍ମଶାଳା, ୧୫।୯(ପି.ଟି.)- ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ। ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍ପିସିଏ) ଷ୍ଟାଡିୟମରେ ରବିବାର ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ…
ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ
ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ କିପରି ତୁରନ୍ତ ରୋକାଯାଇ ପାରିବ ସେ ସମ୍ପର୍କରେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ…
ରାଜ୍ୟଗୁଡିକର ଦାବି; ୩ ବର୍ଷ ବଢୁ ଜିଏସ୍ଟି ସେସ୍
ନୂଆଦିଲ୍ଲୀ,୧୫-୯: ଦେଶରେ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍ଟି) ଲାଗୁ ହେବା ପରେ ରାଜସ୍ବ କ୍ଷତି ସହୁଥିବା ଅଧିକାଂଶ ରାଜ୍ୟ ଜିଏସ୍ଟି ସେସ୍ ବଢାଇବା ଲାଗି ଦାବି କରୁଛନ୍ତି। ଏହାକୁ ଆଉ ୩ ବର୍ଷ ବଢାଇବା ଲାଗି ଦାବି ହେଉଥିବା ପଞ୍ଚଦଶ…
୨୦ରେ ଜିଏସ୍ଟି ପରିଷଦ ବୈଠକ; ଟିକସ ହ୍ରାସ ନେଇ ନେଇ ହୋଇ ପାରେ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫-୯: ଜିଏସ୍ଟି ପରିଷଦ ବୈଠକ ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବ। କାର ଏବଂ ବିସ୍କୁଟ ଉପରେ ଲାଗୁ ହେଉଥିବା ଜିଏସ୍ଟି ହ୍ରାସ କରିବା ଲାଗି ଶିଳ୍ପଜଗତ ପକ୍ଷରୁ ଦାବି ହେଉଥିବା ବେଳେ ଏ ଉପରେ ପରିଷଦ ନିଷ୍ପତ୍ତି ନେଇପାରେ।…
ସାପ କାମୁଡ଼ାରେ ନାବାଳକ ମୃତ: ମେଡିକାଲରେ ଗୁଣିଆ କଲେ ଝଡ଼ାଫୁଙ୍କା
ଅନୁଗୋଳ ଅଫିସ, ୧୫।୯ – ସାପ କାମୁଡ଼ାରେ ଗୁରୁତର ହୋଇଥିବା ଜଣେ ନାବାଳକଙ୍କ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେବେ ମୃତ ଘୋଷଣା ପରେ ଶବ ବ୍ୟବଚ୍ଛେଦ କରିବା ପରିବର୍ତ୍ତେ ପରିବାର ଲୋକେ ସେଠାରେ…
ରୁପେ ଡେବିଟ କାର୍ଡରେ ଶପିଂ ହେବ ଶସ୍ତା
ନୂଆଦିଲ୍ଲୀ,୧୫-୯: ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍ ଇଣ୍ଡିଆ(ଏନ୍ପିସିଆଇ) ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରବାକୁ ଯାଇ ରୁପେ ଡେବିଟ୍ କାର୍ଡ ଜରିଆରେ ନେଣଦେଣ ଉପରେ ମର୍ଚ୍ଚେଣ୍ଟ ଡିସ୍କାଉଣ୍ଟ ରେଟ୍(ଏମ୍ଡିଆର୍) ହ୍ରାସ କରିଛି। ନୂଆ ଏମ୍ଡିଆର୍ ଅକ୍ଟୋବର ୨୦ରୁ ଲାଗୁ ହୋଇଯିବ। ଏନ୍ପିସିଆଇର କହିବାନୁଯାୟୀ…
ବ୍ୟାପୁଛି ଭୂତାଣୁ ଜନିତ ରୋଗ: ହଜାରେରୁ ଅଧିକ ଗୋରୁ ଆକ୍ରାନ୍ତ
ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପୁଛି ଭୂତାଣୁଜନିତ ରୋଗ। ଏହି ରୋଗରେ ଅଞ୍ଚଳର ବହୁ ଗୋରୁ ଆକ୍ରାନ୍ତ ହେଉଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଗୋରୁଙ୍କ ଚର୍ମରେ ସଂକ୍ରମଣ ହୋଇ ଏହା ଦେହସାରା ମାଡ଼ିଯାଉଛି। ବଡ ବଡ ଫୋଟକା…
ଜିମ୍ବାଓ୍ବେକୁ ହରାଇଲା ଆଫଗାନିସ୍ତାନ
ଢାକା, ୧୫ା୯ (ଏଏଫ୍ପି)-ନାଜିବୁଲ୍ଲା ଜାଡ୍ରାନଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଆଫଗାନିସ୍ତାନ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଜିମ୍ବାଓ୍ବେକୁ ୨୮ରନରେ ପରାସ୍ତ କରିଛି। ନାଜିବୁଲ୍ଲା ୩୦ ବଲ୍ ସାମ୍ନା କରି ୫ ଚୌକା ଓ ୬ ଛକା ସହ…
ଆମ୍ବୁଲାନ୍ସ ଗଲାନି, ବୁହାହେଲେ ଗର୍ଭବତୀ
ଫୁଲବାଣୀ ଅଫିସ, ୧୫ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତା ଅବରୋଧକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ନିଜସ୍ବ ସ୍ଥାନରେ ରାସ୍ତା ଅଛି ବୋଲି ପଟ୍ଟାଧାରୀ କହୁଥିବାବେଳେ ଗ୍ରାମବାସୀ ଏହାକୁ ବିରୋଧ କରୁଛନ୍ତି। ରାସ୍ତା ଅବରୋଧ ପାଇଁ…
ଅର୍ଥ କମିଶନ ସର୍ତ୍ତ ପ୍ରସଙ୍ଗରେ ସରକାର ମୁଖ୍ୟମନ୍ତ୍ରୀମାନଙ୍କ ସହ ପରାମର୍ଶ କରନ୍ତୁ: ମନମୋହନ
ନୂଆଦିଲ୍ଲୀ,୧୫-୯: ମୋଦି ସରକାର ୧୫ତମ ଅର୍ଥ କମିଶନଙ୍କ ବିଷୟ ଓ ସର୍ତ୍ତରେ ପରିବର୍ତ୍ତନ କରିବା ଲାଗି ଏକତରଫା ପଦକ୍ଷେପ ନେଉଛନ୍ତି ବୋଲି ଅଭିଯୋଗ କରି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂ କହିଛନ୍ତି ଯେ, ଏଭଳି ନିଷ୍ପତ୍ତି ନେବା…
ଜାତୀୟ ମହିଳା ଆୟୋଗ ସଦସ୍ୟଙ୍କ କନ୍ଧମାଳ ଗସ୍ତ
ଫୁଲବାଣୀ ଅଫିସ,୧୫ା୯-ଜାତୀୟ ମହିଳା ଆୟୋଗ ସଦସ୍ୟ ଚନ୍ଦ୍ରମୁଖୀ ଦେବୀ କନ୍ଧମାଳ ଗସ୍ତରେ ଆସି ମହିଳାମାନଙ୍କ ବିଭିନ୍ନ ସମସ୍ୟା ଉପରେ ଅବଗତ ହେବା ସହ ସମୀକ୍ଷା କରିଛନ୍ତି। ଶନିବାର ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ବୈଠକରେ ସମାଜରେ ଲିଙ୍ଗଗତ ଭେଦଭାବ ଦୂର କରିବା,…
Archives


