ଯୁବ ଭାରତୀୟ ଦଳକୁ ରେକର୍ଡ ଏସିଆ କପ୍
କଲମ୍ବୋ,୧୪।୯: ବାମହାତୀ ସ୍ପିନର ଅଥର୍ବ ଆଙ୍କୋଲେକରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ୧୯ ବର୍ଷରୁ କମ୍ କ୍ରିକେଟ ଏସିଆ କପ୍ ଜିତିଛି। ସ୍ଥାନୀୟ ଆର. ପ୍ରେମଦାସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଭାରତୀୟ ଦଳ ୫ ରନ୍ରେ…
ଅଭିଶପ୍ତ ଗାଁ: ଯେଉଁଠି ରୁହନ୍ତି ଗୋଟିଏ ସର୍ନେମ୍ର ଲୋକେ
ଗୁଜରାଟର ମୋରବି ଜିଲା ଅନ୍ତର୍ଗତ ଏକ ଗାଁକୁ ଅଭିଶପ୍ତ ଗାଁ ବୋଲି କୁହାଯାଏ। କାରଣ ଏଠାରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କର ଗୋଟିଏ ସରନେମ ବା ସାଜ୍ଞା। ପ୍ରାୟ ୭ଶହ ଲୋକ ଏହି ଗାଁରେ ରହୁଥିବା ବେଳେ ସମସ୍ତଙ୍କ ସର୍ନେମ୍ ‘ଚରବାଡିଆ’। କୁହାଯାଏ…
ପୁଣି ମାଲକାନଗିରିରେ ପ୍ଲାଷ୍ଟିକ ଅଣ୍ଡା : ଲୋକେ ଆତଙ୍କିତ
ମାଲକାନଗିରି.୧୪।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦରମହକୁମାରେ ଶୁକ୍ରବାର ପ୍ଲାଷ୍ଟିକ ଅଣ୍ଡା ଦେଖିବାକୁ ମିଳିଥିଲା। ତେବେ ପୁଣି ଶନିବାର ସହରର ବସ୍ଷ୍ଟାଣ୍ଡ ସମ୍ମୁଖରେ ରହୁଥିବା ଗଙ୍ଗାଧର ପଟ୍ଟନାୟକଙ୍କ ଘରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ ଦେଖାଦେଇଛି। ଗଙ୍ଗାଧର ବଜାରରୁ ୪ଟି ଅଣ୍ଡା କିଣି ଥିଲେ। ତେବେ…
ଡାକ୍ତର ହେବ ତ ଏମିତି: ରାସ୍ତାରେ ଛଟପଟ ହେଉଥିବା ରୋଗୀଙ୍କୁ ନେଲେ ଡାକ୍ତରଖାନା, ଛୁଟୁଛି ପ୍ରଶଂସାର ସୁଅ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ଡାକ୍ତର ଭଗବାନଙ୍କ ସମତୂଲ୍ୟ ବୋଲି କୁହାଯାଏ। ତେବେ ଅନେକ ସମୟରେ ଡାକ୍ତରଙ୍କ ଅବହେଳା କାରଣରୁ ରୋଗୀର ଜୀବନ ମଧ୍ୟ ଚାଲିଯାଏ। ହେଲେ ଏହାର ଏକ ବ୍ୟତିକ୍ରମ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜୀବନ ସହ ସଂଗ୍ରାମ କରୁଥିବା…
ବେଲପାହାଡ଼ ଏକ୍ସସିସ୍ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ
ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧ ଲକ୍ଷ ଟଙ୍କା ଲୁଟି ନେଇଯାଇଥିଲେ। ଏହି ଘଟଣାରେ ପୋଲିସ ବେଲପାହାଡ଼ ଥାନାରେ କେସ୍…
ମୋଦିଙ୍କ ଉପହାରର ନିଲାମି ଆରମ୍ଭ
ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଭିନ୍ନ ଦେଶରୁ ମିଳିଥିବା ଉପହାର ଗୁଡିକର ନିଲାମି ଶନିବାର ଆରମ୍ଭ ହୋଇଛି। ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍ସ୍ଥିତ ନ୍ୟାଶନାଲ ଗ୍ୟାଲେରୀ ଅଫ୍ ମର୍ଡନ ଆର୍ଟରେ ଏହା ଆରମ୍ଭ କରାଯାଇଥିବା ବେଳେ ଏହା ଆସନ୍ତା ଅକ୍ଟୋବର ୩ ପର୍ଯ୍ୟନ୍ତ…
ଏଣିକି ଭଲ କାମ କଲେ ଥାନାଧିକାରୀଙ୍କୁ ମିଳିବ ପଦୋନ୍ନତି, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ‘ମୋ ସରକାର କାର୍ଯ୍ୟକ୍ରମ’। ଏହି ପରିପ୍ରେକ୍ଷୀରେ ଶନିବାର ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ୬୩୫ଜଣ ଥାନାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବୈଠକରେ ୫-ଟିରେ ଭଲ କାମ…
ଏମିତି ଗାଁ, ଯେଉଁଠି ଲୋକେ ରୁହନ୍ତି ମାଟିତଳେ
ସାଧାରଣତଃ ଲୋକେ ଘର ତିଆରି କରିବା ପାଇଁ ଖୋଲା ଏବଂ ଆରାମଦାୟକ ସ୍ଥାନକୁ ପସନ୍ଦ କରିଥା’ନ୍ତି। ଯେଉଁଠି ବାୟୁ ଚଳାଚଳ ଭଲ ଭାବେ କରିପାରୁଥିବ। କିନ୍ତୁ ଏମିତିି ଏକ ଗାଁ ରହିଛି, ଯାହାର ସମସ୍ତ ଘର ଅଣ୍ଡରଗ୍ରାଉଣ୍ଡରେ ଅର୍ଥାତ ମାଟିତଳେ। ଅବିଶ୍ୱସନୀୟ…
ନିଶା ଦେଇ ନାଲକୋ ଅଧିକାରୀଙ୍କ ଠାରୁ ଟଙ୍କା ଲୁଟ୍: ଗୁରୁତର ଅବସ୍ଥାରେ ନାଲ୍କୋ ଡାକ୍ତରଖାନାରେ ଭର୍ତ୍ତି
ବଅଁରପାଳ,୧୪।୯(ଡି.ଏନ୍.ଏ.): ଅନୁଗୋଳ ଜିଲା ତାଳଚେର ନାଲ୍କୋ ସିପିପି ସିଏଚ୍ପିରେ ଅଧିକାରୀ ଭାବେ କାର୍ଯ୍ୟକରୁଥିବା ମୋହିନୀ ଚରଣ ମଲିକ ଶୁକ୍ରବାର ରାତିରେ ଲୁଟ୍ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ନିଶାଦେଇ ଟଙ୍କା, ସୁନା ମୋବାଇଲ ଓ ଏଟିଏମ୍ କାର୍ଡ ଲୁଟି ନେଇଥିବା ଜଣାପଡିଛି।…
ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟାକଲେ ମାଓବାଦୀ
ମାଲକାନଗିରି,୧୪।୯(ସ୍ବ.ପ୍ର.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ ଦନ୍ତେୱାଡା ଜିଲା ପୁଲୁମ ଗ୍ରାମର ମିଡିୟା ମଞ୍ଜାଲଙ୍କୁ ମାଓବାଦୀମାନେ ଅପହରଣ କରି ନିକଟସ୍ଥ ଜଙ୍ଗଲରେ ପ୍ରଜାକୋର୍ଟକରି ପୋଲିସ ସୂଚନାଦାତା ଦର୍ଶାଇ ସର୍ବସମ୍ମୁଖରେ ଗଳାକାଟି ହତ୍ୟା କରିଛନ୍ତି। ଗ୍ରାମବାସୀଙ୍କୁ ପୋଲିସ ଇନ୍ଫର୍ମର କାମ ବନ୍ଦ କରିବାକୁ…
ମେନ୍ଧର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ପୁଞ୍ଚ,୧୪।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମେନ୍ଧର ସେକ୍ଟରରେ ପାକିସ୍ତାନ ଶନିବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ପ୍ରାୟ ୯ଟା ୩୦ରେ ମୋର୍ଟାର ମାଡ କରିବା ସହ ପାକିସ୍ତାନ ପକ୍ଷରୁ ଗୁଳିଗୋଳା ବର୍ଷଣ କରାଯାଇଥିଲା। ଭାରତୀୟ ସେନା ମଧ୍ୟ ଏହାର କଡା ଜବାବ…
ଜାପାନରେ ୭୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖି ସାରିଲେଣି ଶହେ ବସନ୍ତ
ଟୋକିଓ,୧୪।୯: ଜପାନରେ ଜନ୍ମହାର କମ୍ ହେବା ଓ ବୟସ୍କଙ୍କ ସଂଖ୍ୟା ବୃଦ୍ଧି ପାଇବା ଏବେ ଚିନ୍ତାର କାରଣ ପାଲଟିଛି। ଏଠାରେ ପ୍ରଥମ ଥର ଶହେ ବର୍ଷ ଅତିକ୍ରମ କରିଥିବା ବ୍ୟକ୍ତିଙ୍କ ସଂଖ୍ୟା ୭୧ ହଜାର ଟପି ଯାଇଛି। ଦେଶରେ ଲାଗାତାର ୪୯…
Archives


