Home Left

ପ୍ରଥମଦେଖାରେ ଅନୁଷ୍କାଙ୍କୁ ଏମିତି କହିଦେଇଥିଲେ କୋହଲି, ଏବେ ଭାବି ପଶ୍ଚାତ୍ତାପ କରୁଛନ୍ତି

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗି ରହିଥାଏ। ବିବାହ ପରେ ମଧ୍ୟ ଉଭୟଙ୍କୁ ନେଇ ଚର୍ଚ୍ଚା ଥମୁନି। ସମସ୍ତେ ଜାଣନ୍ତି ଦୀର୍ଘ ୫ବର୍ଷର ପ୍ରେମ ସମ୍ପର୍କ ପରେ ବିରୁଷ୍କା ୨୦୧୭ ଡିସେମ୍ବର ମାସରେ ଇଟାଲୀରେ ବିବାହ…

ଚାଲିଲେ ବଢେ ଆୟୁ

ୟୁନିଭରସିଟି ଅଫ୍‌ ସିଡ୍‌ନୀର ଗବେଷକମାନେ ଏବେ ଏକ ନୂଆ ତଥ୍ୟ ପ୍ରଦାନ କରିଛନ୍ତି। ଯେଉଁମାନେ ଯେତେ ଦ୍ରୁତ ଗତିରେ ଚାଲିଥାଆନ୍ତି ସେମାନେ ସେତେ ଦୀର୍ଘାୟୁ ହୋଇଥାଆନ୍ତି। ଦ୍ରୁତ ଗତିରେ ଚାଲିଲେ ମୃତ୍ୟୁ ଆଶଙ୍କା ୨୦ ପ୍ରତିଶତ କମ୍‌ ହୋଇଥାଏ ବୋଲି ଏମାନେ…

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି, ଏନ୍‌ଜାଇମ, ବି-କମ୍ପ୍ଲେକ୍ସ ସହିତ ଅନ୍ୟ ଜରୁରୀ ପୋଷକ ତତ୍ତ୍ୱ ରହିଥାଏ। କେବଳ ଖରାଦିନ ନୁହେଁ,…

ଯେଉଁଠି ମୋଟା ଯୁବତୀଙ୍କୁ ପସନ୍ଦ କରନ୍ତି ବର…

ଯୁବକମାନେ ସାଧାରଣତଃ ପତଳା ଝିଅଙ୍କୁ ଜୀବନସାଥି ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ତେବେ ଏପରି ଏକ ଅଞ୍ଚଳ ରହିଛି ଯେଉଁଠି ମୋଟା ଝିଅଙ୍କୁ ଯୁବକ ପସନ୍ଦ କରନ୍ତି। ଆଫ୍ରିକାରେ ଲୋକଙ୍କ ପସନ୍ଦ ହେଉଛି ମୋଟାଝିଆ । ଏଠାରେ କେତେକ ପତଳା…

ଶାଶୁଙ୍କୁ ରକ୍ଷା କରିବାକୁ ଯାଇ ବୋହୂ ଖାଇଲେ ଖଣ୍ଡାଚୋଟ

ଆସିକା,୧୨ା୯(ଡି.ଏନ୍‌.ଏ.): ଆସିକା ଥାନା ଅନ୍ତର୍ଗତ କର୍ପୂରନୂଆଗାଁ ଗ୍ରାମରେ ଗୁରୁବାର ରାତି ପ୍ରାୟ ୮ଟାରେ ଖଣ୍ଡାଚୋଟରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ଦେବେନ୍ଦ୍ର ପ୍ରସାଦ ବେହେରାଙ୍କ ସ୍ତ୍ରୀ ସନ୍ତୋଷିନୀ। ତାଙ୍କ ବାମ ହାତରେ ଆଘାତ ଲାଗିଥିବାରୁ…

ମିଠାଦୋକାନ ଜଳିଗଲା

ଦିଗପହଣ୍ଡି,୧୨ା୯(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗ୍ରାମରେ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଅଗ୍ନିକାଣ୍ଡ ଘଟି ସୁନିଲ ପାଣିଗ୍ରାହୀଙ୍କ ମିଠା ଦୋକାନ ଜଳିଯାଇଛି। ଦୋକାନରେ ମିଠା ପ୍ରସ୍ତୁତ ଚାଲିଥିବାବେଳେ ଅସାବଧାନତା କାରଣରୁ ଚୁଲାରୁ ନିଆଁ ବ୍ୟାପି ଚାଳ ଛପର ଦୋକାନ…

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ…

କାହିଁକି ଦୁଇ ପିଲାର ମା’ଙ୍କୁ ବିବାହ କରିଥିଲେ ଶିଖର ଧାଓ୍ବନ୍‌

ଭାରତୀୟ କ୍ରିକେଟ୍‌ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନ ନିଜ ବ୍ୟାଟିଂ ପାଇଁ ଯେତିକି ଲୋକପ୍ରିୟତା ହାସଲ କରିନାହାନ୍ତି, ତାଙ୍କ ପ୍ରେମ କାହାଣୀକୁ ନେଇ ସେତିକି ଚର୍ଚ୍ଚାରେ ଥାଆନ୍ତି। ଧାଓ୍ବନଙ୍କ ବିବାହ ୨୦୧୨ ଅକ୍ଟୋବର ୩୦ରେ ଅଷ୍ଟ୍ରେଲିଆର ଆୟେଶା ମୁଖାର୍ଜୀଙ୍କ ସହ…

‘୨୦୨୪ ସୁଦ୍ଧା ପ୍ରତି ଘରେ ପହଞ୍ଚତ୍ବ ପାଇପ ଯୋଗେ ପାନୀୟଜଳ’

ପୁରୀ ଅଫିସ,୧୨ା୯: ବର୍ତ୍ତମାନ ସୁଦ୍ଧା ଭାରତର ସାଢେ ୧୮ ପ୍ରତିଶତ ପରିବାରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚତ୍ ପାରିଛି। ଆଗାମୀ ସାଢେ ୪ ବର୍ଷ ମଧ୍ୟରେ ଏହାକୁ ୪ ଗୁଣା ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ନିଶ୍ଚିତ ଭାବେ ଏକ…

ପିଲାଙ୍କୁ ସ୍ମାର୍ଟଫୋନ୍‌ ଦେଉଛନ୍ତି କି? ହୋଇଯାଆନ୍ତୁ ସାବଧାନ

ଛୋଟ ପିଲାଙ୍କର ବର୍ତ୍ତମାନ ପିଢ଼ି ସ୍ମାର୍ଟଫୋନ୍‌। ଟ୍ୟାବ୍‌ଲେଟ୍‌ ଏବଂ ଅନ୍ୟ ଇଣ୍ଟରନେଟ୍‌ ଯୁକ୍ତ ବୈଦ୍ୟୁତିକ ଉପକରଣ ବ୍ୟବହାର କରି ସେମାନେ ଆଗକୁ ବଢ଼ି ଚାଲିଛନ୍ତି। ଏହାକୁ ନେଇ ଅନେକ ଅଭିଭାବକ ଚିନ୍ତିତ। ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ଏହି ସ୍ମାର୍ଟଫୋନ୍‌…

ପଦ୍ମପୁରରେ ବ୍ୟାପୁଛି ଝାଡାବାନ୍ତି: ୨ ଦିନରେ ୩୦ ଆକ୍ରାନ୍ତ

ପଦ୍ମପୁର, ୧୨।୯(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ମାରିଗୁଡ଼ା ଓ ବହୁପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗତ ଦୁଇ ଦିନ ମଧ୍ୟରେ ଉଭୟ ଗ୍ରାମରେ ୩୦ରୁ ଊର୍ଦ୍ଧ୍ୱ ରୋଗୀ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ…

ଦୁଇ ବାଇକ୍‌ ମୁହାଁମୁହିଁ: ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ

ଉମରକୋଟ, ୧୨।୯(ଡି.ଏନ୍‌.ଏ.)- ଉମରକୋଟ ବ୍ଲକ କାରଗା ନିକଟରେ ବୁଧବାର ରାତିରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି ଓ ଅନ୍ୟଜଣେ ଏଥିରେ ଗୁରୁତର ଅଛନ୍ତି। ମୃତକ ହେଲେ ଫୁକାଗୁଡ଼ା ଗ୍ରାମର କୈଳାସ ମାଝି। ସେହିଭଳି ଗୁରୁତର ସିଂସାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri