Home Left

ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷାଙ୍କୁ ନଜରବନ୍ଦୀ ଘଟଣା: କର୍ମଚାରୀ ସଂଘ ସହ ଚାଲିଛି ଆଲୋଚନା

କଳିଙ୍ଗନଗର,୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସର ବକେୟା ଦରମା ପାଇ ନ ଥିବାରୁ ଗତ ମଙ୍ଗଳବାର ସକାଳୁ ମୈଥାନ କାରଖାନା ଅଧ୍ୟକ୍ଷା ରୀତା ସିଂଙ୍କୁ ପ୍ରାୟ ୩ ଶହରୁ…

ଗୋଟିଏ ଫଟୋରେ ୭୩୫ ନଟ୍‌ ଆଉଟ

ଆଡିଲେଡ୍‌,୪ା୧୨- ଚଳିତ ସପ୍ତାହକୁ ଜୀବନରେ କଦାପି ଭୁଲି ପାରିବେ ନାହିଁ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର। ବାମହାତୀ ବ୍ୟାଟ୍ସମ୍ୟାନ କ୍ୟାରିୟରର ପ୍ରଥମ ଥର ପାଇଁ ତ୍ରିଶତକ ହାସଲ କରିଥିଲେ। ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୩୩୫ ରନ୍‌ର…

ପରିବା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୫ ଦୋକାନ, ନଗଦ ଏକ ଲକ୍ଷ ଟଙ୍କା

ପୋଲସରା, ୪।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିଠାରେ ଥିବା ପରିବା ମାର୍କେଟରେ ବୁଧବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁଶାନ୍ତ କୁମାର ସାହୁ, ସୁଦର୍ଶନ ପ୍ରଧାନ, ଶ୍ରୀମତୀ କୁମାରୀ ସାହୁ, ନାରାୟଣ ପ୍ରଧାନ ଓ ପ୍ରମୋଦ ପ୍ରଧାନଙ୍କ ୫ଟି ଦୋକାନ ଘର…

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କୁ ସମର୍ଥନ କଲା ଶିବସେନା

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବୁଧବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିଲ୍‌କୁ କଂଗ୍ରେସ ସମେତ କିଛି ଦଳ ବିରୋଧ କରୁଥିବା ଜଣାପଡ଼ିଛି। କିନ୍ତୁ କଂଗ୍ରେସ ସହ ମହାରାଷ୍ଟ୍ରରେ ସରକାର ଗଢ଼ିଥିବା ଶିବସେନା ଏହାକୁ ସମର୍ଥନ କରିଛି।…

୧୯ ବର୍ଷରୁ କମ୍‌ ପାକିସ୍ତାନ ଦଳରେ ଜାତୀୟ ସିନିୟର ଖେଳାଳି

କରାଚୀ,୪ା୧୨- ଆସନ୍ତାବର୍ଷ ଜାନୁୟାରୀରେ ଦକ୍ଷିଣ ଆଫ୍ରିକାରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌। ଏଥିଲାଗି ପିସିବି ପକ୍ଷରୁ ପାକିସ୍ତାନ ଦଳ ଘୋଷିତ ହୋଇଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ନସିମ ଶାହ। ୧୬ ବର୍ଷୀୟ…

ଅଜିତ ଅଗରକରଙ୍କ ଏହି ରେକର୍ଡ ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବୋଲର ଭାଙ୍ଗିପାରିନାହାନ୍ତି

ଭାରତୀୟ ଦଳର ପୂର୍ବତନ ବୋଲର୍‌ ଅଜିତ ଅଗରକର ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ମସିହା ଡିସେମ୍ବର ୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅଜିତ ଅଗରକର କ୍ରିକେଟରେ ଏଭଳି ଏକ ରେକର୍ଡ ହାସ କରିଥିଲେ ଯାହା କୌଣସି ଭାରତୀୟ…

ଏସବୁ ଯୋଗୁ ଛୋଟ ପିଲାଙ୍କଠାରେ ଦେଖାଦେଇଥାଏ ଡାଇବେଟିସ୍‌…

ନୂଆଦିଲ୍ଲୀ: କେତେକ କାରଣରୁ ଛୋଟ ପିଲାଙ୍କଠାରେ ଡାଇବେଟିସ୍‌ ଆଶଙ୍କା ଦେଖାଦେଇଥାଏ। ତେବେ ସଚେତନ ହୋଇ ସେସବୁଠାରୁ ଦୂରେଇ ରହିଲେ ଛୋଟ ପିଲାଙ୍କ ସ୍ବାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। କିଛି ପିଲା ଆବଶ୍ୟକତାଠାରୁ ଅଧିକ ଖାଦ୍ୟ ଖାଇଥାନ୍ତି। ଏହା ଦ୍ୱାରା ସେମାନଙ୍କଠାରେ…

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ ୪ଜଣ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ ଯୁବକଙ୍କୁ ଅଟକ ରଖାଯାଇଛି। ଭବାନୀପାଟଣାର ନକଟିଗୁଡା…

ମୁମ୍ବାଇର ବର୍ସୋବା ବିଚ୍‌ ସଫା କଲେ ସ୍ବିଡେନ୍‌ ରାଜ ଦମ୍ପତି

ମୁମ୍ବାଇ,୪।୧୨: ସ୍ବିଡେନ୍‌ ରାଜ ଦମ୍ପତି କାର୍ଲ ଗୁସ୍ତାଫ ଏବଂ ସିଲବିୟା ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ସେମାନେ ବର୍ସୋବା ବିଚ୍‌ ଭ୍ରମଣ ସମୟରେ ସେଠାରେ ଏକ ସ୍ବଚ୍ଛତା ଅଭିଯାନରେ ଅଂଶଗ୍ରହଣ କରିଛନ୍ତି। ରାଣୀ ସିଲବିୟା ଏବଂ ରାଜା ଗୁସ୍ତାଫ ସେଠାରେ ବିଚ୍‌ ସଫା…

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା ବେଲପଡ଼ା ଅଞ୍ଚଳରୁ ୨୦୦୦ ବୋତଲ କଫ୍‌ ସିରପ୍‌ ଜବତ କରାଯାଇଛି। ଘଟଣାରେ ୨…

‘କେବେ ବି ନଗ୍ନ ଫଟୋ ଶୁଟ୍‌ କରିନି’

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଫିଲ୍ମ ନିର୍ମାତା ଇମ୍‌ତିୟାଜ୍‌ ଅଲୀଙ୍କ ସୁପର୍‌ହିଟ ଫିଲ୍ମ ‘ରକ୍‌ଷ୍ଟାର୍‌’ରୁ ଡେବ୍ୟୁ କରିଥିବା ଆମେରିକାନ୍‌ ମଡେଲ ତଥା ଅଭିନେତ୍ରୀ ନର୍ଗୀସ୍‌ ଫଖ୍‌ରି ଏବେ ଚର୍ଚ୍ଚାରେ। ଏକ ସାକ୍ଷାତ୍‌କାରରେ କିଛି ଚାଞ୍ଚଲ୍ୟକର ବୟାନ୍‌ ଦେଇଥିବାରୁ ନର୍ଗୀସ୍‌ଙ୍କୁ ନେଇ ଚର୍ଚ୍ଚା ଜୋର୍‌…

ସିଗାରେଟ୍‌ଠାରୁ ବି ଅଧିକ କ୍ଷତିକାରକ ଏହି ଧୂଆଁ…

ନୂଆଦିଲ୍ଲୀ: ସିଗାରେଟ୍‌ ଟାଣିବା ଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଇଥାଏ। ତେବେ ସିଗାରେଟ୍‌ଠାରୁ ମଧ୍ୟ ଅଧିକ କ୍ଷତି କାରକ ସାବ୍ୟସ୍ତ ହୋଇଥାଏ ମଶାଧୂପ। ମଶାଦାଉରୁ ରକ୍ଷା ପାଇବା ପାଇଁ କେତେକ ଘରେ ମଶାଧୂପ ଜଳାଇଥାନ୍ତି। ଏହା ଦ୍ୱାରା ମଶା ସାମୟିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?