Home Left

ସିଦ୍ଧୁ ମୋତେ ହଟାଇ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି: ଅମରିନ୍ଦର

ଜଳନ୍ଧର, ୧୯।୫: ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ନବଜୋତ କୁଆଡେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କୁ ହଟାଇ ସେହି ଆସନରେ ବସିବାକୁ ଚାହୁଁଛନ୍ତି। ଏଭଳି...

୩୨ଥର ପାଇଁ ନିଜର ମତ ସାବ୍ୟସ୍ତ କଲେ ଭାରତର ପ୍ରଥମ ଭୋଟରଙ୍କ ମଧ୍ୟରୁ ଜଣେ

କଳ୍ପ,୧୯।୫: ଭାରତରେ ୧୯୫୧ରେ ପ୍ରଥମ ଥର ଲାଗି ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୬୮ ବର୍ଷ ତଳେ ଭୋଟ ଦେବାରେ ଯେଉଁ ଉତ୍ସାହ ଥିଲା ଆଜିବି ସେହି ଉତ୍ସାହ ଦେଖିବାକୁ ମିଳିଥିଲା ୧୦୩ ବର୍ଷୀୟ ଭୋଟର ଶ୍ୟାମ ସରନ ନେଗିଙ୍କ...

ଚକଟା ଅଟା ଫ୍ରିଜ୍‌ରେ ରଖୁଛନ୍ତି କି? ଏଥିରେ ପ୍ରସ୍ତୁତ ରୁଟି ଖାଇବା ସ୍ବାସ୍ଥ୍ୟ ପାଇଁ ହାନିକାରକ…

ପ୍ରାୟତଃ ଅଧିକାଂଶ ମହିଳା ସମୟ ବଞ୍ଚାଇବା ପାଇଁ ସକାଳ ଓ ରାତି ପାଇଁ ଏକା ସାଥିରେ ଅଟା ଚକଟି ଦେଇଥାନ୍ତି। ଏହି ଚକଟା ଅଟାକୁ ଫ୍ରିଜ୍‌ରେ ରଖି ରୁଟି କରିଥାନ୍ତି। ହେଲେ ଏହା ଆପଣଙ୍କ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ...

ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ଟେଗୁସିଗାଲପା,୧୯।୫: ହଣ୍ଡୁରାସ ଦ୍ୱୀପ ନିକଟରେ ଏକ ବଡ ବିମାନ ଦୁର୍ଘଟଣା ହୋଇଛି। ଶନିବାର ଏହି ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪ଜଣ କାନାଡା ଓ ଜଣେ ଆମେରିକାର ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବିମାନଟି ରୋଆତରୁ ହଣ୍ଡୁରାସ...

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ପାଇଁ ରାହୁଲଙ୍କୁ ଭେଟିଲେ ଚନ୍ଦ୍ରାବାବୁ

ନୂଆଦିଲ୍ଲୀ,୧୯।୫: ନିର୍ବାଚନ ଫଳାଫଳ ପୂର୍ବରୁ କେନ୍ଦ୍ରରେ କିଏ ହେବ ଶାସକ? ସେନେଇ ଆରମ୍ଭ ରହିଛି କଳ୍ପନାଜଳ୍ପନା। ଏହି ମର୍ମରେ କେନ୍ଦ୍ରରେ ଅଣ-ଭାଜପା ସାମ୍ମୁଖ୍ୟ ଗଠନ ପାଇଁ ଉଦ୍ୟମ ତୀବ୍ର ହୋଇଥିବା କୁହାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର...

ସ୍କଟଲାଣ୍ଡର କ୍ଲେଡ୍‌ ନଦୀ ପାଲଟିବ ଗଙ୍ଗା: ଏଥିରେ ଭାରତୀୟ କରିପାରିବେ ଅସ୍ଥି ବିସର୍ଜନ

ଲଣ୍ଡନ,୧୯।୫: ଏଣିକି ସ୍କଟଲାଣ୍ଡ୍‌ର କ୍ଲେଡ୍‌ ନଦୀ ସ୍ଥାନୀୟ ଭାରତୀୟଙ୍କ ପାଇଁ ଗଙ୍ଗା ପାଲଟିବ। ଏଥିରେ ଭାରତୀୟମାନେ ଅସ୍ଥି ବିସର୍ଜନ କରିପାରିବେ। ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବୀକୃତି ମିଳିଛି। ନଦୀର ଏକ ଅଞ୍ଚଳରେ ଏଭଳି ପରମ୍ପରା ପାଳନ ଲାଗି ଅନୁମତି...

ଗୋଟିଏ କାନ୍ଥକୁ ଲାଗି ରହିଛି ମନ୍ଦିର-ମସଜିଦ

ଚଣ୍ଡିଗଡ଼,୧୯।୫: ପଞ୍ଜାବର ମୁସଲିମ ବହୁଳ ସହର ମାଲେରକୋଟଲା ହିନ୍ଦୁ-ମୁସଲମାନଙ୍କ ଏକତାର ଉଦାହରଣ ସୃଷ୍ଟି କରିଥାଏ। ଏଠାରେ ଗୋଟିଏ କାନ୍ଥ ମଧ୍ୟରେ ଏକାଠି ରହିଛି ମନ୍ଦିର ଓ ମସଜିଦ। ମନ୍ଦିରରେ ଆଳତି ହେଲେ ମସଜିଦରେ ଆଜାନ ବନ୍ଦ ହୋଇ ଯାଇଥାଏ। ଏଠାରେ...

ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ

ପାଟନା,୧୯।୫: ବିହାରର ଆର୍‌ଜେଡି ନେତା ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ରବିବାର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ ସେ ଭୋଟ ଦେବାକୁ ଯିବା ସମୟରେ ମତଦାନ କେନ୍ଦ୍ର ନିକଟରେ ଜଣେ କ୍ୟାମେରାମ୍ୟାନ ତାଙ୍କ ଗାଡି...

ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ...

କଂଗ୍ରେସ ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ: ଜଣେ ମୃତ

ବେଙ୍ଗାଲୁର,୧୯।୫: କର୍ନାଟକର ରାଜରାଜେଶ୍ୱରୀ ନଗରରେ ଥିବା କଂଗ୍ରେସ ବିଧାୟକ ମୁନିରତ୍ନାଙ୍କ ଘର ସାମ୍ନାରେ ରବିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ମୁନିରତ୍ନାଙ୍କ ଘରେ କାମ କରୁଥିବା ଭେଙ୍କଟେସଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ଅଧିକ...

ଏସି ଥିବା ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟର ଦେଲେ ଭୋଟ

ଇନ୍ଦୋର,୧୯।୫: ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ଏସି ଯୁକ୍ତ ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟରଙ୍କ ସମେତ ବରିଷ୍ଠ ନାଗରିକ ସେମାନଙ୍କର ମତଦାନ ଅଧିକାର ସାବସ୍ତ୍ୟ କରିଛନ୍ତି। ଏହା ହେଉଛି ଦେଶର ପ୍ରଥମ ସ୍ମାର୍ଟ ପୋଲିଂ ବୁଥ୍‌। ସ୍ଥାନୀୟ କଞ୍ଚନବାଗ୍‌ ସ୍ଥିତ...

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଲୋକେ ଭୋଟ ବର୍ଜନ କରିଥିବା ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri