ଆମାଜନ ବିରୋଧରେ ମାମଲା ରୁଜୁ
ନୋଏଡା,୧୮।୫: ଅନ୍ଲାଇନ କମ୍ପାନୀ ଆମାଜନ ବିରୋଧରେ ନୋଏଡା କୋତଓ୍ବାଲୀ ସେକ୍ଟର-୫୮ରେ ମାମଲା ରୁଜୁ କରାଯାଇଛି। କମ୍ପାନୀ ନିଜ ଓ୍ବେବସାଇଟରେ ବିକ୍ରି କରୁଥିବା ପ୍ରଡକ୍ଟ ଉପରେ ଲଗାଇଥିବା ଫଟୋ, ହିନ୍ଦୁ ଭାବାବେଗକୁ ଆଘାତ ପହଞ୍ଚାଉଥିବା ନେଇ ଅଭିଯୋଗ ହୋଇଛି। ଖେଡାର ବାସିନ୍ଦା...
କାକଟପୁର ରତ୍ନବଟ ଆଶ୍ରମରେ ବାରଗାଦି ମେଳନ ଅନୁଷ୍ଠିତ, ଭାଗବତ ପାଠର ପ୍ରଚାର ପ୍ରସାର ନିମନ୍ତେ ଚାଲି ଆସୁଛି ପରମ୍ପରା
କାକଟପୁର,୧୮।୫(ଡି.ଏନ୍.ଏ.): ଶନିବାର ପବିତ୍ର ବୁଦ୍ଧପୂର୍ଣ୍ଣିମା ତଥା ବୈଶାଖ ପୂର୍ଣ୍ଣିମା ଅବସରରେ ପ୍ରାଚୀ ଉପତ୍ୟକାର ରତ୍ନବଟ ଆଶ୍ରମରେ ବାରଗାଦି ଭାଗବତ ମେଳନ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟୁଷରୁ ନିକଟସ୍ଥ ତୁଳସୀପୁର, ଭାଣପୁର, ବାଲୁଙ୍କ, ସାନହୁଲି, କେଶେରାଇପୁର, ଜାହାଙ୍ଗୀରପୁର, ଦଣ୍ଡିକିରା, ଛଣିଜଙ୍ଗ, ବଳଭଦ୍ରପୁର ଆଦି...
ୟୁରୋପିୟାନ୍ ଚାମ୍ବର୍ସ ଅଫ୍ କମର୍ସ ଦ୍ୱାରା ସମ୍ମାନୀତ ହେଲେ ଅନୀଲ
ମୁମ୍ବାଇ,୧୮।୫: ଶିଶୁମାନଙ୍କ ଅଧିକାରକୁ ନେଇ ଲଗାତାର ଭାବେ କାମ କରି ଆସୁଛନ୍ତି ବଲିଉଡ୍ ଅଭିନେତା ଅନୀଲ କପୁର। ଏଥିପାଇଁ ଶୁକ୍ରବାର ମୁମ୍ବାଇଠାରେ ତାଙ୍କୁ କାଉନସିଲ୍ ଅଫ୍ ୟୁରୋପିୟାନ୍ ଚାମ୍ବର୍ସ ଅଫ୍ କମର୍ସ ଓ ୟୁରୋପିୟାନ ୟୁନିୟନ୍ ଡେଲିଗେଶନ ତରଫରୁ ସମ୍ମାନୀତ...
ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ
ହାଟଡ଼ିହୀ,୧୮।୫(ଡ଼ି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦...
ବକ୍ସ ଅଫିସ୍ରେ ଧମାଲ୍ କରୁଛି ‘ଦେ ଦେ ଫ୍ୟାର ଦେ’
ମୁମ୍ବାଇ,୧୮।୫: ଅଜୟ ଦେବଗନଙ୍କ ରୋମାଣ୍ଟିକ କମେଡି ଫିଲ୍ମ ‘ଦେ ଦେ ପ୍ୟାର ଦେ’ ଶୁକ୍ରବାର ବଡ଼ ପରଦାରେ ରିଲିଜ୍ ହୋଇଛି। ଏହି ଫିଲ୍ମରେ ମୁଖ୍ୟ ଚରିତ୍ରରେ ଅଜୟ ଦେବଗନ ନଜର ଆସିଥିବା ବେଳେ ଏଥିରେ ତବ୍ବୁ ଓ ରକୁଲ ପ୍ରୀତ...
ରମଜାନ୍ରେ ରୋଜା ପରେ ଇଫତାର୍ରେ ମିଳୁନି ଗ୍ଲାସେ ମିଶ୍ରି ସର୍ବତ: ପାକିସ୍ତାନରେ ଲେମ୍ବୁ କିଲୋ ୪ ଶହ
ଇସଲାମାବାଦ୍,୧୮।୫: ପାକିସ୍ତାନ ମୁଦ୍ରା ଡଲାର ତୁଳନାରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଏଠାରେ ରମଜାନ ମାସରେ ରୋଜା ରଖିଥିବା ଶ୍ରଦ୍ଧାଳୁଙ୍କୁ ଇଫତାର୍ ସମୟରେ ଗ୍ଲାସେ ମିଶ୍ର ସର୍ବତ ମିଳିବା କଷ୍ଟକର ହୋଇପଡୁଛି। ସର୍ବତ ପାଇଁ ମିଶ୍ରି ଓ ଲେମ୍ବୁର ଆବଶ୍ୟକତା...
୨୦୧୮ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦେଢ ଲକ୍ଷ: ଉତ୍ତର ପ୍ରଦେଶ ସବୁଠାରୁ ଆଗରେ
ନୂଆଦିଲ୍ଲୀ,୧୮।୫: ଗତବର୍ଷ ଅର୍ଥାତ୍ ୨୦୧୮ରେ ଭାରତରେ ସଡ଼କ ଦୁର୍ଘଟଣାରେ ପାଖାପାଖି ଦେଢ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯାହା ଟିବିରେ ହୋଇଥିବା ମୃତ୍ୟୁ ସଂଖ୍ୟାଠାରୁ ଅଧିକ। ଏହି ଦୁର୍ଘଟଣାରେ ଉତ୍ତର ପ୍ରଦେଶ ସବୁଠାରୁ ଆଗରେ ଥିବା କୁହାଯାଏ। ଏହି...
ଯୋଡ଼ା ମୁଣ୍ଡ ଭଉଣୀ ସବା-ଫାରହା ଲୋକ ସଭା ନିର୍ବାଚନରେ ଗୋଟିଏ ବଦଳରେ ଦେବେ ୨ଟି ଭୋଟ
ପାଟନା,୧୮।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ ଅଧିକାର ସାବ୍ୟସ୍ତ କରିବେ। ପୂର୍ବରୁ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇ ଭଉଣୀଙ୍କୁ ଗୋଟିଏ ଭୋଟ ଦେବାର ଅଧିକାର ଦିଆଯାଇଥିଲା।...
କଳିଙ୍ଗା ଘାଟିରେ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଚାଳକ ସମେତ ହେଲ୍ପର ମୃତ
ଭଞ୍ଜନଗର,୧୮।୫(ଡି.ଏନ୍.ଏ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶନିବାର ସକାଳେ ପାଣି ବୋତଲ ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଗାଡ଼ି ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଏଯାବତ୍ ମିଳିପାରି ନାହିଁ।...
ଗରିବଙ୍କ ପେଟକୁ ଦାନା ଦେଉଛି ‘ରୁଟି ବ୍ୟାଙ୍କ’
ଅହମ୍ମଦାବାଦ,୧୮।୫: ଗୁଜରାଟ ରାଜକୋଟରେ ଗରିବଙ୍କୁ ପେଟର ଭୋକ ଦାଉରୁ ରକ୍ଷା କରିବା ପାଇଁ ‘ରୁଟି ବ୍ୟାଙ୍କ’ ସାଜିଛି ସାହା ଭରସା। ଶ୍ରୀ ବୋଲବାଳା ଚାରିଟେବୁଲ୍ ଟ୍ରଷ୍ଟ୍ ପକ୍ଷରୁ ଏଭଳି ନିଆରା ସମାଜ ସେବା କରାଯାଉଛି। ସ୍ଥାନୀୟ ଅଟୋ ରିକ୍ସା ଡ୍ରାଇଭରମାନେ...
ଯାହା ଅନୁମାନ କରୁଥିଲେ ହୁଏତ ଓଲଟା ଫଳ ମିଳିବ: କେଜରିଓ୍ବାଲ
ନୂଆଦିଲ୍ଲୀ,୧୮।୫: ଆସନ୍ତା ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଥିବା ବେଳେ ଏବେ ଫଳାଫଳକୁ ନେଇ ପ୍ରାୟ ସବୁ ରାଜନୈତିକ ଦଳ ଅନୁମାନ ଲଗାଇବା ଆରମ୍ଭ କରିଛନ୍ତି। ତେବେ ରାଜଧାନୀ ଦିଲ୍ଲୀର ୭ଟି ଯାକ...
ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୫: ଗୌତମ ବୁଦ୍ଧଙ୍କ ଜନ୍ମଦିନ ଅବସରରେ ଶନିବାର ସାରା ଦେଶରେ ବୁଦ୍ଧ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭଗବାନ ବୁଦ୍ଧଙ୍କ ବାଣୀର ମହତ୍ୱ...
Archives


