Home Left

ଝାରସୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ: ମୃତବ୍ୟକ୍ତିଙ୍କୁ ସାଲାଇନ୍‌, ଇଞ୍ଜେକ୍‌ଶନ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ ସଂପୃକ୍ତ ବ୍ୟକ୍ତିଙ୍କ ମୃତଦେହରେ ସାଲାଇନ୍‌ ଲଗାଇବା ସହ ଇଞ୍ଜେକଶନ ଦେବା ଘଟଣା ଏଠାରେ…

ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ ଦଣ୍ଡରେ…

ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ମାନସଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ। ଦାୟିତ୍ୱ ନେବା ସହ ମାନସ ସୂଚନା…

ନିଜର ଶ୍ରାଦ୍ଧକର୍ମ ସମୟରେ ଘରକୁ ଫେରିଲେ ବ୍ୟକ୍ତି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୧୨।୯: ବିହାର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଥିବା ମନେକରି ପରିବାର ସଦସ୍ୟ ଶ୍ରାଦ୍ଧକର୍ମ କରୁଥିଲେ। ତେବେ ସମ୍ପୃକ୍ତ ବ୍ୟକ୍ତି ଜଣକ ଏହି ସମୟରେ ଘରକୁ ବାହୁଡ଼ିଛନ୍ତି। ସ୍ଥାନୀୟ ମୁଶହରି ଥାନା ଅନ୍ତର୍ଗତ…

ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ ପ୍ଲାଷ୍ଟିକ…

ବଂଶୀ ଥେରାପିରେ ଭଲ ହେଉଛି ଗୋମାତାଙ୍କ ରୋଗ, ବଢୁଛି ଦୁଗ୍ଧ ଉତ୍ପାଦନ

ଜମ୍ମୁ,୧୨।୯: ଜମ୍ମୁ-କଶ୍ମୀରର ଏକ ଗୋଶାଳାରେ ଗୋମାତାଙ୍କୁ ସୁସ୍ଥ ରଖିବାକୁ ଏକ ଅଭିନବ ଉପାୟ ପ୍ରୟୋଗ କରାଯାଉଛି। ଏଠାରେ ଗୋମାତାଙ୍କ ଚିକିତ୍ସା କରାଯିବା ସହ ସେମାନଙ୍କୁ ବଂଶୀ ଥେରାପି ଦିଆଯାଉଛି। ଫଳରେ ଏମାନଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆସିବା ସହ ଏମାନେ ଅଧିକ ପରିମାଣରେ…

କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ: ୪ ବର୍ଷରେ ୪୦୧.୬ କୋଟି ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ ବୁଧବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ…

ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ହେଉ

ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର ମଙ୍ଗଳବାର ମୁଖ୍ୟମନ୍ତ୍ରୀ…

‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମ ଟ୍ରେଲରକୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର

ଅଭିନେତ୍ରୀ ସୋନମ କପୁରଙ୍କ ଅଭିନୀତ ‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମଟି କ୍ରିକେଟ ଏବଂ ଭାଗ୍ୟ ଉପରେ ଆଧାରିତ ହୋଇଥିବାରୁ ଫିଲ୍ମର ଟ୍ରେଲର ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ପସନ୍ଦ ଆସିଛି। ସେ ଫିଲ୍ମର ଟ୍ରେଲରକୁ ପ୍ରଶଂସା…

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ ଯିବା ସମୟରେ ଏହି ଘୋଷଣା କରିଛନ୍ତି। ଏହି ସମୟରେ ସେ ଅମେଠି-ରାୟବରେଲି ରେଳଖଣ୍ଡର ୫୫୦…

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ: ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଛତିଆ,୧୨।୯(ଡି.ଏ.ଏନ.): ଯାଜପୁର ଜିଲାର ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀ ପାଟଣା ଗଁ।ର ଏକ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଉକ୍ତ ଗଁ।ର ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଦୋକାନରେ ଅଗ୍ନିକାଣ୍ଡ ଘଟିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି…

ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଆନନ୍ଦପୁର,୧୨।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରେ ନିୟୋଜିତ ଠିକାସଂସ୍ଥାର ସଫେଇ କର୍ମଚାରୀମାନେ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଠିକ୍‌ ସମୟରେ ଦରମା କିମ୍ବା ଅଗ୍ରୀମ ଟଙ୍କା ନ ମିଳିବାରୁ କର୍ମଚାରୀମାନେ ଏହି ଆନ୍ଦୋଳନ କରିଛନ୍ତି। ଦୀର୍ଘ ଦେଢ଼ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri