Home Left

ନଦୀରୁ ଅଜଣା ମୃତଦେହ ଉଦ୍ଧାର

କଣ୍ଟାମାଳ, ୧୨।୯(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କମଘାଟ ଗାଁର ତେଲ ନଦୀ ଘାଟରୁ ଗୁରୁବାର ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ମୃତଦେହଟି ଏକ କପଡ଼ାରେ ଗୁଡାଇ ହୋଇ ଭାସୁଥିବାର ଦେଖି ଗଁାଲୋକେ କଣ୍ଟାମାଳ…

ଏହି ବ୍ୟକ୍ତିଙ୍କ ପାଇଁ ସଚିନ କ୍ରିକେଟର ଭଗବାନ ପାଲଟିଥିଲେ

ରାଜ ସିଂ ଡୁଙ୍ଗୁରପୁର,କ୍ରିକେଟରେ ଏହି ନାଁଟିକୁ ହୁଏତ ବେଶି ଲୋକ ଜାଣି ନ ଥିବେ। କିନ୍ତୁ ଏହି ବ୍ୟକ୍ତି ଜଣଙ୍କ ପାଇଁ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ବିଶ୍ୱ କ୍ରିକେଟର ନାଁ କମାଇଥିଲେ। ଯଦି ସେଦିନ ଡୁଙ୍ଗରପୁର ୧୬ବର୍ଷୀୟ ସଚିନଙ୍କୁ ଦଳରେ ଚୟନ…

କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ଏବେ ସମ୍ପୂର୍ଣ୍ଣ ଜଳବନ୍ଦୀ।…

ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା। ଦୁର୍ଘଟଣାରେ ଆହତ ଜଣେ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଇ…

ଶପଥ ନେଲେ ହିମାଚଳ ରାଜ୍ୟପାଳ

ଶିମ୍‌ଲା,୧୨ା୯(ପି.ଟି.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ବନ୍ଦାରୁ ଦତ୍ତାତ୍ରେୟ ବୁଧବାର ହିମାଚଳ ପ୍ରଦେଶର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ହିମାଚଳ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଧରମଚାନ୍ଦ୍‌ ଚୌଧରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ୭୨ ବର୍ଷୀୟ ଦତ୍ତାତ୍ରେୟ…

ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଲୀ,୧୨ା୯(ଆଇଏଏନ୍‌ଏସ୍‌): ପ୍ରତିରକ୍ଷା ଗବେଷଣା ବିକାଶ ସଂଗଠନ(ଡିଆର୍‌ଡି) ବୁଧବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର (ଏମ୍‌ପିଏଟିଜିଏମ୍‌) ସଫଳତାର ସହ ପରୀକ୍ଷା କରିଛି। ଆନ୍ଧ୍ରପ୍ରଦେଶର କୁର୍ନୁଲଠାରେ ପରୀକ୍ଷା କରାଯାଇଥିବା ଏହି ତୃତୀୟ ପିଢ଼ିର କ୍ଷେପଣାସ୍ତ୍ର ଯଥେଷ୍ଟ ହାଲୁକା ହୋଇଥିବାରୁ ଜଣେ ବ୍ୟକ୍ତି ଏହାକୁ…

ମେହସୁଦ୍‌ ବିଶ୍ୱ ଆତଙ୍କବାଦୀ

ଓ୍ବାଶିଂଟନ,୧୨ା୯: ୯/୧୧ ଆକ୍ରମଣ ଘଟଣାର ବର୍ଷପୂର୍ତ୍ତି ଅବସରରେ ଆମେରିକା ସରକାର ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ନୂଆ ପଦକ୍ଷେପ ଘୋଷଣା କରିଛନ୍ତି। ବିଶ୍ୱବ୍ୟାପୀ ସନ୍ଦିଗ୍ଧ ଆତଙ୍କବାଦୀ, ସେମାନଙ୍କ ସମର୍ଥକ ଓ ଆର୍ଥିକ ସହାୟତା ଯୋଗାଉଥିବା ସଂଗଠନ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଶ୍ରେଣୀଗୃହ ବିମ୍‌ରୁ ପ୍ଲାଷ୍ଟର ଖସିଲା

କଟକ ଅଫିସ, ୧୨।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଟିଏମ୍‌ ବିଭାଗ ଶ୍ରେଣୀଗୃହରେ ଥିବା ବିମ୍‌ର ପ୍ଲାଷ୍ଟର ବୁଧବାର ଖସିପଡିଥିଲା। ହେଲେ ସେହି ସମୟରେ ସେଠାରେ ବସିଥିବା ଜଣେ ଛାତ୍ରୀ ଏଥିରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଏପରି କି ଶ୍ରେଣୀଗୃହରେ ପାଣି ଜମିଥିବା ଦେଖିବାକୁ…

ଆକ୍ରମଣ କଲେ ପରିଣାମ ଭୋଗିବ

ଓ୍ବାଶିଂଟନ/ନ୍ୟୁୟର୍କ,୧୨ା୯ (ଏଏଫ୍‌ପି): ଆତଙ୍କବାଦୀମାନେ ଆମେରିକା ଉପରେ ଆକ୍ରମଣ କଲେ ସାଂଘାତିକ ପରିଣାମ ଭୋଗିବେ। ସେହିପରି ତାଲିବାନ ଉପରେ ସବୁଠୁ ବଡ଼ ଆକ୍ରମଣ କରାଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ଚେତାବନୀ ଦେଇଛନ୍ତି। ଠିକ ଅଠର ବର୍ଷ ତଳେ ଆମେରିକା…

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି) ଏବଂ ହିନ୍ଦୁସ୍ତାନ କୋକାକୋଲା ବେଭେରେଜସ୍‌ ପ୍ରାଇଭେଟ ଲିମିଟେଡର ମିଳିତ ସହଯୋଗରେ ରାଜଧାନୀରେ ପ୍ଲାଷ୍ଟିକର…

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଝଟ୍‌କା: ପାର୍ଲାମେଣ୍ଟ ସ୍ଥଗିତ ବେଆଇନ

ଲଣ୍ଡନ,୧୨ା୯: ବ୍ରେକ୍‌ଜିଟକୁ ନେଇ ବିବାଦ ଜାରି ରହିଥିବାବେଳେ ବ୍ରିଟେନ ପାର୍ଲାମେଣ୍ଟକୁ ସ୍ଥଗିତ ରଖିବା ବେଆଇନ ବୋଲି ସ୍କଟଲାଣ୍ଡର ସେସନ୍ସ କୋର୍ଟ ବୁଧବାର ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନଙ୍କୁ ଶକ୍ତ ଝଟ୍‌କା ଲାଗିଛି। ପାର୍ଲାମେଣ୍ଟ କାର୍ଯ୍ୟରେ ବାଧା ସୃଷ୍ଟି ଉଦ୍ଦେଶ୍ୟରେ…

ରଙ୍ଗମାଟିଆ ଦୀପକ ହତ୍ୟାକାଣ୍ଡ: ୩୬ ଘଣ୍ଟା ପରେ ପୋଲିସ ହାତ ଖାଲି

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ଦୀପକ ବେହେରା ଓରଫ ଲଣ୍ଡାଙ୍କୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ। ପୁଅକୁ ଉଦ୍ଧାର କରିବାକୁ ଆସିଥିବା ବାପାଙ୍କୁ ଦୁର୍ବୃତ୍ତମାନେ କାବୁ କରି ତାଙ୍କ ଆଖି ଆଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri