ଟଙ୍କାଏରେ ହେବ ଅନ୍ତିମ ସଂସ୍କାର
ହାଇଦ୍ରାବାଦ୍,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା ଦେଶରେ ପ୍ରଥମକରି ଆରମ୍ଭ ହୋଇଥିବା କୁହାଯାଉଛି। ଏଠାରେ ମୃତକଙ୍କ ଅନ୍ତିମ ସଂସ୍କାର...
ଥରିଲା ଆଣ୍ଡାମାନ
ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୋର୍ ସମୟରେ ଭୂକମ୍ପ ହେବାରୁ ଘରେ ଥିବା...
ମହାରାଣୀଙ୍କ ପାଖରେ ଚାକିରି କଲେ ମାସକୁ ଦରମା ୨୬ ଲକ୍ଷ
ଲଣ୍ଡନ,୨୨।୫: ମାସକୁ ଦରମା ୨୬ ଲକ୍ଷ। ଶୁଣିଲେ ଯେକେହି ଚକିତ ହୋଇଯିବେ। ତେବେ ଏହା ସତ୍ୟ, ବ୍ରିଟେନ୍ ମହରାଣୀ ଏଲିଜାବେଥ୍ଙ୍କ ରୟାଲ ହାଉସ୍ରେ ଏଭଳି ଏକ ଚାକିରିର ସୁଯୋଗ ରହିଛି। ମହାରାଣୀ ଜଣେ ସୋସିଆଲ ମିଡ଼ିଆ ମ୍ୟାନେଜରଙ୍କ ଖୋଜୁଛନ୍ତି। ତାଙ୍କର...
ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା
କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ...
ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ
ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଏହା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇବା...
ପାକିସ୍ତାନୀ ବୋଟ୍ରୁ ୬୦୦ କୋଟିର କୋକେନ୍ ଜବତ
ନୂଆଦିଲ୍ଲୀ,୨୨ା୫: ଭାରତୀୟ ତଟରକ୍ଷୀ ବାହିନୀ ମଙ୍ଗଳବାର ଗୁଜରାଟ ଉପକୂଳରେ ଏକ ପାକିସ୍ତାନୀ ବୋଟ୍କୁ ପିଛା କରି ସେଥିରୁ ୬୦୦ କୋଟି ଟଙ୍କା ମୂଲ୍ୟର କୋକେନ୍ ଜବତ କରିଛି। ଉକ୍ତ ବୋଟ୍ରେ ଥିବା ୬ ଜଣ କର୍ମଚାରୀଙ୍କୁ ତଟରକ୍ଷୀ ବାହିନୀ ହାଜତକୁ...
ଶାହଙ୍କ ଡିନର୍ ପାର୍ଟି
ନୂଆଦିଲ୍ଲୀ,୨୨ା୫: ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଭବିଷ୍ୟବାଣୀ କରିଥିବା ୧୪ ଏକ୍ଜିଟ୍ ପୋଲ ମଧ୍ୟରୁ ୧୨ଟି ଏନ୍ଡିଏ ସପକ୍ଷରେ ଜନମତ ରହିଥିବା କହିଛନ୍ତି। ଏଭଳି ସମୟରେ ସରକାର ଗଠନ ପାଇଁ ମେଣ୍ଟ ରଣନୀତି ସ୍ଥିର କରିବା ଲାଗି ଭାଜପା ରାଷ୍ଟ୍ରୀୟ...
୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି।...
ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ
ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ...
‘ଏବି ଆନି ସିଡିି’ରେ ଅମିତାଭ
ମୁମ୍ବାଇ: ବିକ୍ରମ୍ ଗୋଖ୍ଲେଙ୍କ ମରାଠୀ ଚଳଚ୍ଚିିତ୍ର ‘ଏବି ଆନି ସିଡ଼ି’ରେ ମେଗାଷ୍ଟାର୍ ଅମିତାଭ ବଚ୍ଚନଙ୍କୁ ଦେଖିବାକୁ ମିଳିବ। ଏଥିରେ ସେ ଜଣେ ଅତିଥି କଳାକାରଭାବେ ଅଭିନୟ କରିବେ। ଚଳଚ୍ଚିତ୍ରଟି ମିଲିନ୍ଦ୍ ଲେଲେଙ୍କ ଦ୍ୱାରା ଲିଖିତ ଓ ନିର୍ଦ୍ଦେଶିତ। ଅମିତାଭ ଏଥିରେ...
ଓଏନ୍ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା
ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ ଓଏନ୍ଜିସି ଗତ ମଙ୍ଗଳବାର ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା (ଏଏସଆଇ)କୁ ଆର୍ଥିକ ସହାୟତା...
କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ
ଭୋପାଳ,୨୨ା୫(ପି.ଟି.): ସାଧାରଣ ନିର୍ବାଚନ ଶେଷହେବା ପରେ ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ କମଲନାଥ ସରକାର ଉପରେ ଅସ୍ଥିରତାର କଳାବାଦଲ ଘନେଇବାରେ ଲାଗିଛି। କଂଗ୍ରେସ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ଗୋଡ଼ ଟାଣିବାକୁ ଭାଜପା ଉଦ୍ୟମ କରୁଛି। ଏଥିଲାଗି ଗୈରିକ ଦଳ କଂଗ୍ରେସ ବିଧାୟକମାନଙ୍କୁ...
Archives


