Home Left

ଟ୍ରାଫିକ ନିୟମ ବଦଳାଇଲେ ରାଜ୍ୟ ଦାୟୀ: ‘ଟଙ୍କା ନୁହେଁ ଜୀବନ ବଞ୍ଚାଇବା ଉଦ୍ଦେଶ୍ୟ’

ନୂଆଦିଲ୍ଲୀ,୧୨ା୯: ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ପାଇଁ ଧାର୍ଯ୍ୟ ଜରିମାନା ରାଶିକୁ ହ୍ରାସ କରାଇବାକୁ ଉଦ୍ୟମ କରୁଥିବା ରାଜ୍ୟ ଏହାର ପରିଣାମ ପାଇଁ ଦାୟୀ ରହିବେ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡକରୀ ବୁଧବାର କହିଛନ୍ତି। ପାର୍ଲାମେଣ୍ଟ ସଂଶୋଧିତ ମୋଟରଯାନ ଆଇନକୁ…

ସ୍ବଚ୍ଛ ଭାରତ ମିଶନ ବାଟ୍‌ବନା: ୩ ମାସେ ଭୁଷ୍‌ଲି ଗଲା ପାଏଖାନା

ଅତାବିରା, ୧୨।୯ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଆର ଦେଶଭଟିଲି ଗାଁରେ ସ୍ବଚ୍ଛ ଭାରତ ଯୋଜନା ବାଟ୍‌ବନା ହେଇଛେ। ଉଦେପୁର ଗାଁର କର୍ପୂର ମିର୍ଦ୍ଧା ଆର ତାକର ପୁଓ ଦୟା ମିର୍ଦ୍ଧାକଁର ପାଏଖାନା ତିଆରି କାମ୍‌…

ଡାକ୍ତରମାନଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା

ବ୍ରଜରାଜନଗର, ୧୨।୯ (ଡି.ଏନ୍‌.ଏ.)  ବ୍ରଜରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ସପ୍ତାହ ହେଲା କେତେଜଣ ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା ଦେଖାଦେଇଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଡାକ୍ତର ନ ଆସିଲେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକରେ ତାଲା ପଡିବ ବୋଲି ଅଞ୍ଚଳବାସୀ…

ଜାତୀୟ ପ୍ରାଣୀ ରୋଗ୍‌ ନିରାକରନ୍‌ ସଚେତନତା କାଯ୍‌କରମ; ଦୁଇଗୁନା ହେବା ଚାଷୀକର ଆଏ: ପ୍ରଧାନମନ୍ତ୍ରୀ

ଚିପିଲିମା, ୧୨।୯ (ଡି.ଏନ୍‌.ଏ.): ରାଷ୍ଟ୍ରୀୟ ଫାଟୁଆ ବୃସେଲୀ ରୋଗ୍‌ର ନିରାକରନ୍‌ ଆରୁ କୃତ୍ରିମ ପ୍ରଜନନ୍‌ ଜରିଆରେ ଚାଷୀର ଆଏକେ ଦୁଇଗୁନା କରବାର ଲାଗି ଆଏଜ୍‌ ମଥୁରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକାର୍‌ପନ୍‌ ଉଛବ୍‌ କରିଥିଲେ। ଇ ଉଧେ ସମ୍ବଲପୁର ଜିଲା ଧନକଉଡ଼ା…

ଧର୍ମଶାଳା ତହସିଲର ଚଢାଉ: ୫ କଳାପଥର , ୧ ବାଲିଖାଦାନରେ ୧୪୪ ଧାରା ଜାରି

ଧର୍ମଶାଳା/ଜେନାପୁର/ଚଢେଇଧରା,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ ତହସିଲ ଅଧୀନସ୍ତ ୫ କଳାପଥର ଓ ଗୋଟିଏ ବାଲି ଖାଦାନ ଉପରେ ବୁଧବାର ୧୪୪ ଧାରା ଜାରି କରାଯାଇଛି। ଏଥିସହ ଖାଦାନକୁ ସଂଯୋଗ କରୁଥିବା ରାସ୍ତାକୁ ଜେସିବି ସାହାଯ୍ୟରେ ତାଡାଯାଇ ବିଚ୍ଛିନ୍ନ କରାଯାଇଛି।…

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟ୍‌ କରି ନେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ…

ପାକିସ୍ତାନରେ ମହଙ୍ଗା ମାଡ଼; କ୍ଷୀର ଦର ପେଟ୍ରୋଲଠୁ ଅଧିକ

ଇସଲାମାବାଦ୍‌,୧୨-୯: ଜମ୍ମୁ-କଶ୍ମୀରକୁ ନେଇ ଭାରତ ସହିତ ଶତ୍ରୁତା ବୃଦ୍ଧି ପାକିସ୍ତାନ ଅର୍ଥନୀତିର ମେରୁଦଣ୍ଡକୁ ଦୋହଲାଇ ଦେଇଛି। ପନିପରିବା ଠାରୁ ଆରମ୍ଭ କରି ସାଧାରଣ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦର ଆକାଶଛୁଆଁ ହୋଇଥିବା ବେଳେ ପିଲା ପିଉଥିବା କ୍ଷୀର ମଧ୍ୟ ଏବେ ସାଧାରଣ ଲୋକଙ୍କ…

ମାନ୍ଦାବସ୍ଥା କାରଣରୁ ଗାଡ଼ି ବିକ୍ରି କମିଛି: ହୋଣ୍ଡା ପ୍ରେସିଡେଣ୍ଟ

ଦେଶର ଦେଖାଦେଇଥିବା ମାନ୍ଦାବସ୍ଥା କାରଣରୁ ଦୁଇଚକିଆ ଯାନ ବିକ୍ରି କମିଛି। ସେହିପରି ବିଏସ୍‌-୬ ମାନଦଣ୍ଡ ଆପଣାଇବା ଯୋଗୁ ଗାଡ଼ି ଦାମ୍‌ ବଢ଼ିଯିବ ବୋଲି ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର୍ସ ଇଣ୍ଡିଆ ପ୍ରେସିଡେଣ୍ଟ, ସିଇଓ ଏବଂ ଏମ୍‌ଡି ମିନୋରୁ କାଟୋ କହିଛନ୍ତି।…

ଟକ୍‌ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କାଳିଆପାଣି,୧୨ା୯(ଡି.ଏନ୍‌.ଏ.): କାଳିଆପାଣି ଥାନା ଅନ୍ତର୍ଗତ କଂସ ଛକଠାରେ ବୁଧବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କଂସ ପଞ୍ଚାୟତର ଦୁର୍ଯ୍ୟୋଧନ ମୁର୍ମୁ (୩୪)। କାଳିଆପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଗାଡି ଦୁଇଟିକୁ ଜବତ କରିଛି। ଏଥିସହ…

ନିଶାସକ୍ତ ଗାଡ଼ି ଚାଳକ କୋର୍ଟ ଚାଲାଣ, ଜରିମାନା ଆଦାୟ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପୋଲିସ ପକ୍ଷରୁ ଶ୍ରୀରାମପୁର ଟୋଲଗେଟଠାରେ ଯାଞ୍ଚବେଳେ ମଙ୍ଗଳବାର ରାତିରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ଏଥିସହ ତାଙ୍କଠାରୁ ୭ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ବାଇକ୍‌ ଚାଳକ ଜଣଙ୍କ କେନ୍ଦ୍ରାପଡା…

୨୩ ବର୍ଷରୁ କମ୍‌ କ୍ରିକେଟ୍‌: ଭାରତ-ବାଂଲାଦେଶ ସିରିଜ ଭେନ୍ୟୁ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୯ (ପି.ଟି.)- ଘରୋଇ ଭାରତ ଓ ବାଂଲାଦେଶ ୨୩ ବର୍ଷରୁ କମ୍‌ କ୍ରିକେଟ୍‌ ଦଳ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜର ଭେନ୍ୟୁରେ ପରିବର୍ତ୍ତନ ହୋଇଛି। ଖରାପ ପାଣିପାଗ ଲାଗି ଭାରତୀୟ କ୍ରିlକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହି ୫…

ଭାରତୀୟ ଛାତ୍ରୀଛାତ୍ରଙ୍କୁ ଫାଇଦା; ବ୍ରିଟେନରେ ପଢ଼ିବା ପରେ ମିଳିବ ଓ୍ବାର୍କ ଭିଜା

ନୂଆଦିଲ୍ଲୀ,୧୨-୯: ବ୍ରିଟେନରେ ପାଠପଢ଼ୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ମୁଣ୍ଡବ୍ୟଥା କମାଇ ଦେଇଛି ସେଠା ସରକାର। ଏଣିକି ବ୍ରିଟେନରେ ଅଧ୍ୟୟନରତ ବିଦେଶୀ ଛାତ୍ରୀଛାତ୍ରଙ୍କୁ ପାଠପଢ଼ିବା ପରେ ୨ ବର୍ଷ ଲାଗି ଓ୍ବାର୍କ ଭିଜା ମିଳିବ। ଏନେଇ ବ୍ରିଟେନ ସରକାର ଘୋଷଣା କରିଛନ୍ତି। ସରକାରଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri