ଗୋଟିଏ କାନ୍ଥକୁ ଲାଗି ରହିଛି ମନ୍ଦିର-ମସଜିଦ
ଚଣ୍ଡିଗଡ଼,୧୯।୫: ପଞ୍ଜାବର ମୁସଲିମ ବହୁଳ ସହର ମାଲେରକୋଟଲା ହିନ୍ଦୁ-ମୁସଲମାନଙ୍କ ଏକତାର ଉଦାହରଣ ସୃଷ୍ଟି କରିଥାଏ। ଏଠାରେ ଗୋଟିଏ କାନ୍ଥ ମଧ୍ୟରେ ଏକାଠି ରହିଛି ମନ୍ଦିର ଓ ମସଜିଦ। ମନ୍ଦିରରେ ଆଳତି ହେଲେ ମସଜିଦରେ ଆଜାନ ବନ୍ଦ ହୋଇ ଯାଇଥାଏ। ଏଠାରେ...
ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ
ପାଟନା,୧୯।୫: ବିହାରର ଆର୍ଜେଡି ନେତା ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ରବିବାର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ ସେ ଭୋଟ ଦେବାକୁ ଯିବା ସମୟରେ ମତଦାନ କେନ୍ଦ୍ର ନିକଟରେ ଜଣେ କ୍ୟାମେରାମ୍ୟାନ ତାଙ୍କ ଗାଡି...
ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ
କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ...
କଂଗ୍ରେସ ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ: ଜଣେ ମୃତ
ବେଙ୍ଗାଲୁର,୧୯।୫: କର୍ନାଟକର ରାଜରାଜେଶ୍ୱରୀ ନଗରରେ ଥିବା କଂଗ୍ରେସ ବିଧାୟକ ମୁନିରତ୍ନାଙ୍କ ଘର ସାମ୍ନାରେ ରବିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ମୁନିରତ୍ନାଙ୍କ ଘରେ କାମ କରୁଥିବା ଭେଙ୍କଟେସଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ଅଧିକ...
ଏସି ଥିବା ସ୍ମାର୍ଟ ପୋଲିଂ ବୁଥ୍ରେ ଦିବ୍ୟାଙ୍ଗ ଭୋଟର ଦେଲେ ଭୋଟ
ଇନ୍ଦୋର,୧୯।୫: ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ଏସି ଯୁକ୍ତ ସ୍ମାର୍ଟ ପୋଲିଂ ବୁଥ୍ରେ ଦିବ୍ୟାଙ୍ଗ ଭୋଟରଙ୍କ ସମେତ ବରିଷ୍ଠ ନାଗରିକ ସେମାନଙ୍କର ମତଦାନ ଅଧିକାର ସାବସ୍ତ୍ୟ କରିଛନ୍ତି। ଏହା ହେଉଛି ଦେଶର ପ୍ରଥମ ସ୍ମାର୍ଟ ପୋଲିଂ ବୁଥ୍। ସ୍ଥାନୀୟ କଞ୍ଚନବାଗ୍ ସ୍ଥିତ...
ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ
ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଲୋକେ ଭୋଟ ବର୍ଜନ କରିଥିବା ପ୍ରକାଶ...
କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର
ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ ଗାଁ କରହନିଆରେ କେତେକ ବିବାହ ଯୋଗ୍ୟ ପୁଅଙ୍କର ବିବାହ ଜଳ ସଙ୍କଟ ଯୋଗୁ...
ବ୍ରହ୍ମଗିରିରେ ସାନି ମତଦାନ
ବ୍ରହ୍ମଗିରି,୧୯ା୫(ଡି.ଏନ୍.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି, କୃଷ୍ଣପ୍ରସାଦର ୬୨ନଂ ବୁଥ୍ର ସିୟୁ ହଜିଯାଇଥିବାବେଳେ ସଦରର ୨୨୮ନଂ ବୁଥ୍ରେ ଇଭିଏମ୍ ଭଙ୍ଗା...
ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି
ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ଗାଜିଆବାଦ୍ ପ୍ରତାପ ବିହାରର ଅମୃତା ଆନନ୍ଦମୟୀ କୁଟିରମ୍ରେ ବାସ କରୁଥିବା ଗୁଡ୍ଡିଙ୍କ ଇଛା ଶକ୍ତି ଆଗରେ ସାମାଜିକ ବାଧା ହାର୍ ମାନିଛି। ୨୦୧୪ରେ ସ୍ବାମୀଙ୍କ ମୃତ୍ୟୁ ପରେ ଗୁଡ୍ଡି ଉପରେ ଝିଅ ଏବଂ ପୁଅର ଲାଳନ ପାଳନ...
ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍
କୋଚି,୧୯।୫: ନିଜ ଛାତ ଉପରେ ୪୦ ପ୍ରକାରର ଆମ୍ବ ଗଛ ଲଗାଇ ଏବେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି କୋଚି ବାସିନ୍ଦା ଜୋସେଫ୍। ୨ଶହ ଲିଟର ପାଣି ଧରୁଥିବା କୁଣ୍ଡରେ ବାଲି, ମାଟି ଓ ରାସାୟନିକ ପ୍ରୟୋଗ କରି...
ହେଭିେଓ୍ବଟ ଟାଇଟଲ ବଜାୟ ରଖିଲେ ଓ୍ବାଇଲ୍ଡର
ନୁ୍ୟୟର୍କ, ୧୯୫(ଏଏଫ୍ପି)- ଅାମରିକୀୟ ପେସାଦାର ବକ୍ସର ଡେଓଣ୍ଟେ ଓ୍ବାଇଲ୍ଡର ଓ୍ବାଲର୍ଡ ବକ୍ସିଂ କାଉନସିଲ (ଡବ୍ଲୁ୍ୟବିସି) ହେଭିେଓ୍ବଟ୍ ଟାଇଟଲ ବଜାୟ ରଖିଛନ୍ତି ଏଠାରେ ଅନୁଷ୍ଠିତ ମୁକାବିଲାରେ ୩୩ ବର୍ଷୀୟ ଓ୍ବାଇଲ୍ଡର ଦମ୍ଦାର ପ୍ରଦଶନ କରି ପ୍ରଥମରାଉଣ୍ଡରେ ହିଁ ନିଜ ଦେଶର ଅନ୍ୟତମ...
ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ
ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶର ସମସ୍ତ ମହିଳାଙ୍କୁ ସାଲ୍ୟୁଟ କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ଦେଶର ସମସ୍ତ ମା’ ଓ ଭଉଣୀମାନଙ୍କୁ ମୋର ସାଲ୍ୟୁଟ। କାରଣ...
Archives


