ରେଡ୍ କାର୍ପେଟ୍ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର
ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସୋନଭଦ୍ର ଜିଲାର ୪୮୧ ବୁଥ୍ରେ ଭୋଟର ରେଡ୍ କାର୍ପେଟ୍ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍ବେଚ୍ଛାସେବୀ ଭୋଟରଙ୍କୁ ମତଦାନ କେନ୍ଦ୍ରକୁ ପାଛୋଟି ନେଇ ଚେୟାରରେ ବସାଇ ପାନୀୟ ପିଇବାକୁ ଦେଇଛନ୍ତି।...
ଭୋଟ ଦେବାରେ ଟିଏମ୍ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ
କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ। ପଶ୍ଚିମବଙ୍ଗର ବସିରହାଟରେ ଥିବା ବୁଥ୍ ନମ୍ବର ୧୮୯ରେ ଟିଏମ୍ସି କର୍ମୀମାନେ ସାଧାରଣ ଲୋକଙ୍କୁ...
ଡିଗ୍ରୀଧାରୀ କୁକୁର ଗ୍ରିଫିନ
ବେଳେବେଳେ ପୋଷା ଜୀବଜନ୍ତୁ ମଣିଷ ଜୀବନର ବିଶେଷ ଅଙ୍ଗ ପାଲଟି ଯାଆନ୍ତି। ଯେମିତି କି ଆମେରିକା, ନ୍ୟୁୟର୍କରେ କ୍ଲାର୍କସନ୍ ବିଶ୍ୱବିଦ୍ୟାଳୟରେ ଅକୁପେଶନାଲ ଥେରାପିରେ ଡିଗ୍ରୀ କରୁଥିବା ୨୫ ବର୍ଷୀୟା ଭିନ୍ନକ୍ଷମ ଯୁବତୀ ବ୍ରିଟନୀ ହୌଲେଙ୍କ ଜୀବନରେ ତାଙ୍କ ପୋଷା କୁକୁର...
ମସଲ୍ ମମ୍ ମମଥା ସନଥକୁମାର: ମୋଟୀରୁ ହେଲେ ବଡି ବିଲ୍ଡିଂରେ ଚାମ୍ପିୟନ
କର୍ନାଟକ, ବାସଭପୁରର ମମଥା ସନଥକୁମାର ଦିନେ ଅନ୍ୟ ସାଧାରଣ ମହିଳାଙ୍କ ଭଳି ଘର କାମ ଓ ପିଲା ସମ୍ଭାଳିବା କାମ କରୁଥିଲେ। ତାଙ୍କ ପରିବାର ଥିଲା ସମ୍ପୂର୍ଣ୍ଣଭାବେ ରକ୍ଷଣଶୀଳ। ସେଭଳି ପରିବାରର ବୋହୂ ହୋଇ ଦିନେ ସେ ବଡି ବିଲ୍ଡିଂରେ...
ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ
ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା ଆସନ ପାଇଁ ସେମାନେ ଭୋଟ ଦେଇଛନ୍ତି। ପୂର୍ବାହ୍ନ ୧୧ଟାରେ ସେମାନେ ମତଦାନ...
ଇଟାଲିଆନ ଓପନ୍ ଟେନିସ୍: ଜୋକୋଭିଚ୍- ନାଡାଲ ଫାଇନାଲ
ରୋମ,୧୯।୫(ଏଏଫ୍ପି)-ଏଠାରେ ଚାଲିଥିବା ଇଟାଲିଆନ ଓପନ୍ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍ରେ ସର୍ବିଆର ନୋଭାକ ଜୋକୋଭିଚ୍ ଓ ସ୍ପେନ୍ର ରାଫେଲ ନାଡ଼ାଲ ପରସ୍ପରକୁ ଭେଟିବେ। ଏଥିସହ ନାଡ଼ାଲ ଓ ଜୋକୋଭିଚ୍...
ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଲେ ମୋଦି
ଉତ୍ତରାଖଣ୍ଡ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ ଦର୍ଶନ କରିବା ପରେ ରବିବାର ସକାଳୁ ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଛନ୍ତି। ମନ୍ଦିରରେ ପୂଜା ସାରି ବାହାରକୁ ଆସିବା ବେଳେ ସେଠାକାର ପୂଜାରୀ ତାଙ୍କୁ ବଦ୍ରିନାଥର ପ୍ରତୀକ ଚିହ୍ନ ଓ...
୧୩ ଦିନରେ ହାଟଡ଼ିହୀ ଅଞ୍ଚଳର ୩ଜଣଙ୍କୁ ମାରିଲାଣି ହାତୀ: ଖୋଜିଖୋଜି ନାକେଦମ ହେଲାଣି ବନବିଭାଗ
ହାଟଡ଼ିହୀ,୧୯।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଞ୍ଚଳରେ ୧୩ ଦିନ ମଧ୍ୟରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବନବିଭାଗ ଓ ପ୍ରଶାସନ ଲାଗି ଏହା ଚିନ୍ତାର କାରଣ ପାଲଟିଲାଣି।...
ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଲେ କୁଆଁରୀ ମା’: କୁକୁର ରକ୍ଷା କଲା ଜୀବନ
ବ୍ୟାଙ୍କକ,୧୯।୫: ଥାଇଲାଣ୍ଡରେ ଜଣେ ୧୫ ବର୍ଷୀୟା କୁଆଁରୀ ମା’ ଲୋକ ଲଜ୍ୱାକୁ ଡରି ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଇଛନ୍ତି। ତେବେ ପୋଷା କୁକୁର ଗୋଡରେ ମାଟି ଖୋଳି ଶିଶୁକୁ ଉଦ୍ଧାର କରିଥିବା ପୋଲିସ ସୂଚନା ଦେଇଛି।...
ମୟୂରଭଞ୍ଜର ୫ ବୁଥ୍ରେ ଚାଲିଛି ସାନି ମତଦାନ
ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍-ଭୁଗୁଡ଼ାକଟା, ୧୯ନଂ ବୁଥ୍-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍ ନଂ-୨୪୮-ଅଠାପଡ଼ା, ବଡ଼ସାହି ବ୍ଲକର ୧୬୬ନଂ ବୁଥ୍-ଖନୁଆ(୨) ଏବଂ ବାଙ୍ଗିରିପୋଷୀ ବିଧାନସଭା ନିର୍ବାଚନମଣ୍ଡଳୀର...
ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର
ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ରାଜନୈତିକ ହିଂସାରେ ରଞ୍ଜିତ ଦାସ ଗୁରୁତର ଆହତ ହୋଇଥିବା ସୂଚନା...
ସାଧାରଣ ନ ଥିଲା ମୋଦି ଧ୍ୟାନ କରୁଥିବା ଗୁମ୍ଫା: ଏହାସହ ସଂଲଗ୍ନ ଥିଲା ଶୌଚାଗାର, ସିସିଟିଭି
ଡେରାଡୁନ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ କରି ଶନିବାର ବାହାରିଥିଲେ କେଦାରନାଥ ଦର୍ଶନରେ। ସେଠାରେ ସେ ଏକ ଗୁମ୍ଫାରେ ଧ୍ୟାନ କରିବାର ଖବର ସବୁଠି ପ୍ରକାଶ ପାଇଥିଲା। ହେଲେ ମୋଦି ଯେଉଁ ଗୁମ୍ଫାରେ ଧ୍ୟାନ...
Archives


